Home Posts tagged balsore
Odisha News
ବାଲେଶ୍ୱର,୯/୬: ବାହାନଗାରେ ଟ୍ରେନ୍ ଦୁର୍ଘଟଣା ପରେ ମୃତଦେହ ରଖାଯାଇଥିବା ହାଇସ୍କୁଲକୁ ଭଙ୍ଗାଯାଉଛି। ସ୍କୁଲ ପରିଚାଳନା କମିଟି ଉପସ୍ଥିତିରେ ଆଜି ସକାଳେ ସ୍କୁଲ ଘର ଭଙ୍ଗାଯାଇଛି। ସ୍କୁଲରେ ଶତାଧିକ ଶବ ରଖାଯାଇଥିବାରୁ ଓ ଆଗକୁ ସ୍କୁଲ ଖୋଲିବାକୁ ଥିବାରୁ ପିଲାମାନଙ୍କ ମଧ୍ୟରେ ଭୟ ରହିଥିବା ଜଣାପଡ଼ିବା ସରକାର ଓ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି।ଦୁର୍ଘଟଣାପରେ ମୃତଦେହ ସ୍କୁଲରେ ରଖାଯାଇଥିବାରୁ ପିଲାମାନଙ୍କ ମଧ୍ୟରେ ଟିକେ ଭୟ ରହିଛି। ଏଥିପାଇଁ Continue Reading
Seo wordpress plugin by www.seowizard.org.