Home Posts tagged balugaon
Odisha News
ବାଲୁଗାଁ, ୭/୯ ଅବକାରୀ ASIଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ବାଲୁଗାଁ ଅବକାରୀ ASI ସୁଦୀପ୍ତ ଦାଶଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ସୁଦୀପ୍ତଙ୍କ ନୟାଗଡ଼ ସ୍ଥିତ ବାସଭବନ, ତାଙ୍କ ଭଡ଼ା ଘର ଓ ବାଲୁଗାଁରେ ଥିବା ଭଡ଼ା ଘର ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ଏହି ଚଢ଼ାଉରେ ୪ଜଣ ଡିଏସପି ଓ ୬ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।ସୁଦୀପ୍ତ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା […]Continue Reading
Seo wordpress plugin by www.seowizard.org.