ବଣାଇଁ,୧୩/୧୨: ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ବୁଧବାର ଜଣେ ୭ ମାସର ଗର୍ଭବତୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତା ମହିଳା ହେଲେ ସାମ୍ୟମୟୀ (୩୧)। ଏହି ଘଟଣାରେ ୪ ଜଣ ଅଟକ ରହିଥିବା ସୂଚନା ମିଳିଛି। ସ୍ବାମୀଙ୍କ ସହ ଜଣେ ପୋଲିସ କର୍ମଚାରୀ ଓ ଗାଁର ୨ ଯୁବକ ଅଟକ ରହିଛନ୍ତି। ହତ୍ୟା ସମ୍ପୃକ୍ତି ସନ୍ଦେହରେ ପୋଲିସ ପଚରାଉଚରା କରୁଛି।ସୂଚନାଯୋଗ୍ୟ, ଦୁର୍ବୃତ୍ତମାନେ ଲୁଟ୍ କରିବାକୁ ଆସି ସାମ୍ୟମୟୀଙ୍କୁ Continue Reading

ବଣାଇ,୯/୮: ବିଜ୍ଞାନ ଯୁଗରେ ବି ଲୋକମାନେ ଅନ୍ଧବିଶ୍ୱାସର ଅନ୍ଧଗଳିରୁ ବାହାରି ପାରୁନାହାନ୍ତି। ଚିକିତ୍ସା ପରିବର୍ତ୍ତେ ଝଡ଼ାଫୁଙ୍କାକୁ ଆପଣାଉଛନ୍ତି। ଡାକ୍ତରଙ୍କ ଚିକିତ୍ସା ଅପେକ୍ଷା ଗୁଣିଆର ଝଡ଼ାଫୁଙ୍କା ଦ୍ୱାରା ସାପ କାମୁଡ଼ା ଓ ଅନେକ ରୋଗ ଭଲ ହୋଇଯିବ ବୋଲି ବିଶ୍ୱାସ କରୁଛନ୍ତି।ଲୋକମାନଙ୍କ ଏପରି ଭୁଲ ଚିନ୍ତାଧାରା ଯୋଗୁ ଚାଲି ଯାଉଛି ଅନେକ ଜୀବନ। ଗତ ରବିବାର ପୁଣି ଏହିଭଳି ଦୁଇଟି ଘଟଣା ଦେଖିବାକୁ ମିଳିଛି। ଆଉ ଦୁଇଟି ଯାକ ଘଟଣା ଘଟିଛି ସୁନ୍ଦରଗଡ଼ Continue Reading

ବଣାଇ,୩/୭: ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ଜାଙ୍ଗଳା ଶବରା ନିକଟରେ ଏକ କାର୍ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନେ ସମସ୍ତେ ଗୋଟିଏ ପରିବାରର। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ଏହି ପରିବାର ରାଉରକେଲାର ଛେଣ୍ଡ କଲୋନୀରେ ରହନ୍ତି। ସେମାନେ ଏକ ନିର୍ବନ୍ଧ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଭୁବନେଶ୍ୱର ଯାଇଥିଲେ। ଗତକାଲି ରାତିରେ ସେଠାରୁ କାର୍ ଯୋଗେ ଫେରୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।ଆହତ ୬ ଜଣଙ୍କ Continue Reading
ବଣାଇ,୨୪/୫: ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ବେଳେ ଜଣେ ଛାତ୍ରଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ। ମୃତ ଛାତ୍ର ଜଣକ ହେଲେ ଲହୁଣିପଡ଼ା ଥାନା ଅନ୍ତର୍ଗତ ଜୁନିଆନି ଗାଁର ଏମଡି ଆରବାଜ ।ଏମଡି ଆରବାଜ ଯୁକ୍ତ ଦୁଇ ବିଜ୍ଞାନର ଛାତ୍ର ଥିଲେ। ଆଜି ଏମଆଇଏଲ୍ ପରୀକ୍ଷା ଦେଉଥିଲା ବେଳେ ହଠାତ୍ ସେ ଅଚେତ ହୋଇଯାଇ ତଳେ ପଡ଼ିଯାଇଥିଲେ। ତାଙ୍କୁ ତୁରନ୍ତ ବଣାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତରଖାନାରେ Continue Reading