Home Posts tagged banibihar campus
Odisha News
ଭୁବନେଶ୍ୱର, ୨୦/୩: ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ର ନିବାସରେ ଉତ୍ତେଜନା ପ୍ରକାଶ ପାଇଛି। ବିଳମ୍ବିତ ରାତିରେ ୨ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଉତ୍ତେଜନା ଲାଗି ରହିଛି।ଗଣ୍ଡଗୋଳ ପରେ ହଷ୍ଟେଲ ପଶି ଦୁର୍ବୃତ୍ତମାନେ ଗାଡ଼ି ଭଙ୍ଗାରୁଜା କରିବା ସହ ପୋଡ଼ି ଦେଇଛନ୍ତି। ଏଥିରେ ୩ଟି ଗାଡ଼ି କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାକୁ ନେଇ କ୍ୟାମ୍ପସ ପରିସରରେ ଚାପା ଉତ୍ତେଜନା ଲାଗି ରହିଛି। ଛାତ୍ରମାନେ ଗୋଦାବରୀଶ ହଷ୍ଟେଲରେ ତାଲା ପକାଇ ପ୍ରତିବାଦ କରିଛନ୍ତି। Continue Reading
Seo wordpress plugin by www.seowizard.org.