
ବରଗଡ଼,୨୮/୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର ୧ କୋଟିକୁ ବୃଦ୍ଧି କରିଛନ୍ତି। ଏହାଛଡ଼ା ପ୍ରମୁଖ ୧୭୦ଜଣ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏ ସମ୍ମାନ ରାଶି ପ୍ରଦାନ କରାଯିବ।ଧନୁଯାତ୍ରାକୁ ୟୁନେସ୍କୋ ଐତିହ୍ୟ ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ କରାଯାଇଛି। ଏ ସମ୍ପର୍କିତ ସମସ୍ତ୍ୟ ତଥ୍ୟ ଲାଗି ସ୍ବତନ୍ତ୍ର ଓ୍ବେବ୍ସାଇଟ୍ ହେବ। ରାଜ୍ୟବ୍ୟାପି Continue Reading