ପୁରୀରେ ବରଗଡ଼ ଧନୁଯାତ୍ରାର କଂସ; ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ କରିବେ ଦର୍ଶନ, ମହୋଦଧିରେ ବୁଡ଼ ପକାଇ ମାଗିଲେ କ୍ଷମା
ପୁରୀ/ବରଗଡ଼, ୪/୧ : ପାପର ପ୍ରାୟଶ୍ଚିତ ପାଇଁ ପୁରୀରେ ପହଞ୍ଚିଛନ୍ତି ବରଗଡ଼ ଧନୁଯାତ୍ରାର କଂସ ଭୂମିକାରେ ଅଭିନୟ କରିଥିବା ସୁଶୀଲ ମେହର। ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସରିବା ପରେ ସୁଶୀଲ ପୁରୀ ଆସି ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କରିଛନ୍ତି।ପଇତା ବିସର୍ଜନ ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି କଂସ ମହାରାଜ। ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠରେ ଜଗତ୍ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ Continue Reading




