ବରଗଡ଼,୨୬/୮ : ବରଗଡ଼ ପୁଲିସ୍ ୮,୩୮୦ ବୋତଲ କଫ ସିରଫ ଜବତ କରିବା ସହିତ ୩ ଜଣଙ୍କୁ ଗିରଫ କରିଛି। ବରଗଡ଼ ଏସ୍ପି ପ୍ରହ୍ଲାଦ ସହାୟ ମୀନା ଏହି ସୂଚନା ଦେଇଛନ୍ତି।ଗିରଫ ୩ ଅଭିଯୁକ୍ତ ହେଉଛନ୍ତି, କଟକ ଜିଲ୍ଲା ଚୌଦ୍ୱାର ଥାନା ଚାରବାଟିଆର ସିଦ୍ଧାନ୍ତ କୁମାର ନାୟକ, କଟକ ସହରର ପୂର୍ଣ୍ଣଚନ୍ଦ୍ର ବେହେରା ଓ ବରଗଡ଼ର ଗଙ୍ଗାଧର ନଗରର ଲକ୍ଷ୍ମୀଧର ବେହେରା।ଏସ୍ପିଙ୍କ ସୂଚନା ଅନୁଯାୟୀ, ଗତ ୨୨ ତାରିଖରେ ବରଗଡ଼ ଜିଲ୍ଲାର ବିଭିନ୍ନ ଥାନା ପକ୍ଷରୁ ଚଢ଼ାଉ […]Continue Reading
ବରଗଡ଼,୨୨/୫: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରାଯାଇଛି । ମିଳିଥିବା ସୂଚନା ମୁତାବକ ଭିଜିଲାନ୍ସର ୪ଟି ଟିମ ଆଜି ଚଢ଼ାଉ କରିଛନ୍ତି ।ଭିଜିଲାନ୍ସ ଟିମ ଆଜି ଭୋର ପ୍ରାୟ ୩ଟାରୁ ଗାଇସିଲଟ ଥାନା, ଗାଇସିଲଟରେ ଥିବା ଘର, ସମ୍ବଲପୁରରେ ଥିବା ଘର ଓ ଅତାବିରା ଟାଙ୍ଗରପାଲିରେ ଥିବା ଘରେ ଚଢ଼ାଉ କରାଯାଇଛି । ସମ୍ବଲପୁର, ବରଗଡ଼ ଓ ସୋନପୁରର […]Continue Reading
ବରଗଡ,୬/୫ : ଶୌଚାଳୟରେ ଜନ୍ମ ହେଲା ନବଜାତ ଶିଶୁକନ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ ମୁଖ୍ୟ ଚିକିତ୍ସାଳୟରେ। ଶିଶୁଟିକୁ ଉଦ୍ଧାର କରାଯାଇ SNCU ରେ ଭର୍ତ୍ତି କରାଯାଇଛି।କକରାଝୁରୀ ଡୁଙ୍ଗୁରିପାଲି ଅଞ୍ଚଳର ଜଣେ ମହିଳା ସନ୍ତୋସିନୀ ମିର୍ଧାଙ୍କର ପ୍ରସବ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଗତକାଲି ବିଳମ୍ବିତ ରାତିରେ ବରଗଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଆଜି ସକାଳେ ସନ୍ତୋସିନୀଙ୍କୁ ଶୌଚ ପାଇଁ ପାଇଖାନାକୁ ଯାଇଥିଲେ। ଶୌଚ ସମୟରେ Continue Reading
ସୁରେଶ କୁମାର ଦାଶଙ୍କ ରିପୋର୍ଟବରଗଡ଼,୬/୫ : ରାଜ୍ୟରେ ଥିବା ସମନ୍ୱିତ ଶିଶୁ ବିକାଶ ଯୋଜନାର ଠିକା ମହିଳା ସୁପରଭାଇଜର ମାନଙ୍କୁ ସ୍ଥାୟୀ କରିବା ନିମନ୍ତେ ଗତ ୩୦/୦୪/୨୦୨୩ ରବିବାର ଦିନ ଶ୍ରୀମତୀ ବାସନ୍ତୀ ଦାଶ, ବରଗଡ଼ ର ସୁପରଭାଇଜରଙ୍କ ସଭାପତିତ୍ବରେ ବୁଳନ ଭାଇ ସେବା ଭବନ, ଭୁବନେଶ୍ୱର ଠାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏହି ସଭାରେ ସମସ୍ତ ଜିଲ୍ଲାର ଆବହାକମାନେ ଉପସ୍ଥିତ ରହି ଚାକିରୀ କିପରି ସ୍ଥାୟୀ ହେବ ତା ଉପରେ […]Continue Reading
ଝାରସୁଗୁଡ଼ା/ବରଗଡ଼,୩/୫: ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ସଦସ୍ୟଙ୍କ ଛତିଶଗଡ଼ରେ ଦ୍ବିତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନ ଜାରିରହିଛି। ଆଜି ଥିଲା ଗସ୍ତର ତୃତୀୟ ଦିବସ। ସକାଳୁ ଟ୍ରିବ୍ୟୁନାଲ ସଦସ୍ୟ ବସନ୍ତପୁରର ମିରୌନି, ସାରାଡ଼ିହ କଲମା ବ୍ୟାରେଜ ସହ ଓଡିଶା-ଛତିଶଗଡ଼ ସୀମାନ୍ତ ସୂରଜଗଡ଼ରେ ଥିବା ମହାନଦୀର କ୍ଷେତ୍ର ପରିଦର୍ଶନ କରିଥିଲେ। ଏହି ସମୟରେ ମହାନଦୀକୁ ପାଣି ଛାଡ଼ିବା ପ୍ରସଙ୍ଗରେ ଉଭୟ ଓଡ଼ିଶା ଓ ଛତିଶଗଡ଼ ଅଧିକାରୀଙ୍କ ଭିତରେ ବାକ୍ବିତଣ୍ଡା Continue Reading




