ବରଗଡ଼,୧୦/୯: ପରିବାରର ମୁଖ୍ୟଙ୍କ ବିୟୋଗରେ ସ୍ତ୍ରୀ ଓ ପୁଅଝିଅ ଭାଙ୍ଗି ପଡ଼ିଥିଲେ। ଏହି କାରଣରୁ ବିଷପିଇ ଜୀବନ ହାରିବାକୁ ଚାହୁଁଥିଲେ। କୀଟନାଶକ ପିଇଲା ପରେ ମା’, ପୁଅ ଓ ଝିଅ ଗୁରୁତର ହୋଇଥିଲେ।ତେବେ ଡାକ୍ତରଖାନା ନେବା ସମୟରେ ଭାଇଭଉଣୀଙ୍କ ମୃତ୍ୟୁ ପରେ ମା’ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ବରଗଡ଼ ଜିଲ୍ଲା ସୋହେଲା ଥାନା ଅଧୀନ ମାଷ୍ଟର୍ପଡ଼ାରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକମାନେ ହେଲେ ବଂଶୀଧର ସାହୁ ଓ ସୁବର୍ଣ୍ଣ ମହାଜନ।ସୂଚନା Continue Reading




