କଟକ, ୩୦/୧୨: ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି।ମଙ୍ଗଳବାର ସକାଳୁ ଏକକାଳୀନ ୪ଟି ସ୍ଥାନରେ ରେଡ୍ ମାରିଛି ଭିଜିଲାନ୍ସ ଟିମ୍। ଚଢାଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଜବତ କରାଯାଇଛି। ଭୁବନେଶ୍ବର ବଡ଼ଗଡ଼ ବ୍ରିଟ କଲୋନୀ ସ୍ଥିତ ଶାଶୁଙ୍କ ଘରୁ ଏହି ୭୫ ଲକ୍ଷ ଜବତ ହୋଇଛି। ଏଥିସହ ୩ଟି ସୁଉଚ୍ଚ କୋଠା, ଗୋଟିଏ ଫ୍ଲାଟ ଓ ୪ଟି ଦାମୀ ପ୍ଲଟ ପାଇଛି […]Continue Reading




