Home Posts tagged bari
Odisha News
ବରୀ,୨୭/୨: ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ପଞ୍ଚାୟତ ହାଇସ୍କୁଲ ରାମପୁରର ଜନୈକ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ପ୍ରସବ କରିଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ବରୀ ପୋଲିସ ପଚରାଉଚରା ଚଳାଇଛି।ସୂଚନା ମୁତାବକ, ଛାତ୍ରୀଜଣଙ୍କ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଥିଲେ। ସେ ଦୁଇଟି ବିଷୟରେ ପରୀକ୍ଷା ଦେବା Continue Reading
Odisha News
ବରୀ, ୩/୫: ଯାଜପୁର ଜିଲ୍ଲା ବରୀରୁ ନିର୍ବାଚନ ଲଢ଼ିବେ ଦେବାଶିଷ ନାୟକ। ବିଜେପି ଛାଡ଼ି ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ହେଉଛି। ବିଜେପିରୁ ଟିକେଟ୍ ନମିଳିବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଦେବାଶିଷ। ଗତକାଲି ବରୀରୁ ଉମେଶ ଜେନାଙ୍କୁ ପ୍ରାର୍ଥୀ କରିଛି ଭାରତୀୟ ଜନତା ପାର୍ଟି। ବିଜେପି ଟିକେଟରେ ନିର୍ବାଚନ ଲଢ଼ିବା ନେଇ କିଛି ଦିନ ତଳେ ବିଜେଡ଼ି ଛାଡ଼ିଥିଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ।ଏବେ ଟିକେଟ ନ ମିଳିବା ପରେ ସାମାଜିକ ଗଣମାଧ୍ୟମରେ Continue Reading