Home Posts tagged Baripada
Top Stories
By Tapaswini Sahoo Baripada/ Odisha, Jan 23 : Bajaj Finance Ltd. (BFL), India’s largest private-sector Non-Banking Financial Company (NBFC) and part of Bajaj Finserv, organised a cyber fraud awareness programme in Baripada — Knockout Digital Fraud — to inform digital users about different types of threats and best practices to safeguard their finances. The event […]Continue Reading
Odisha News
ବାରିପଦା,୧୭/୧୨: ବାରିପଦାରେ ପୁଣି ଲଜ୍ଜା । ୫ ବର୍ଷର ଶିଶୁକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ବାରିପଦା ସଦର ଥାନା ଅଞ୍ଚଳରୁ ଆସିଛି ଏଭଳି ଅଭିଯୋଗ ।ନାତୁଣୀ ସହ ଗାଁର ପଡ଼ୋଶୀ ସମ୍ପର୍କୀୟ ଅଜା ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ଆସିଛି । ଅଭିଯୁକ୍ତ ଅଜା ଦିଲ୍ଲୀପ ହେମ୍ବ୍ରମ ବୋଲି ଜଣାପଡିଛି ।ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ।ଏହି ଘଟଣା ପରେ ଶିଶୁଟି ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ […]Continue Reading
Odisha News
ବାରିପଦା,୮/୧୨: ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ ଛାତ୍ରଙ୍କୁ ଛୁରାମାଡ଼ ହୋଇ ସେ ଗୁରୁତର ହୋଇଛନ୍ତି। ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ ଦୁଇ ବାଣିଜ୍ୟ ଦ୍ୱିତୀୟ ବର୍ଷର ପ୍ରହ୍ଲାଦ ବିନ୍ଧାଣି ।ଅବସ୍ଥା ଗୁରୁତର ଥିବାରୁ ଛାତ୍ରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏ ନେଇ ଅଭିଯୁକ୍ତ ଛାତ୍ରକୁ ଅଟକ ରଖି ପୋଲିସ ତଦନ୍ତ ଜାରି ରଖିଛି । ଅଭିଯୁକ୍ତ ଛାତ୍ର […]Continue Reading
Odisha News
ବାରିପଦା,୨୯/୭ : ମୟୂରଭଞ୍ଜ ଜିଲା କୁଳିଅଣା ଥାନା ସରପଙ୍ଖା ନୂଆଗାଁ ଗ୍ରାମରେ ଏକ ଲୋମହର୍ଷଣ ହତ୍ୟାକାଣ୍ଡକୁ ପୋଲିସ ଖୁଲାସା କରିଛି। ସ୍ତ୍ରୀ ଓ ଶାଶୁଙ୍କୁ ମାରି ଘରବାଡିରେ ପୋତି ଉପରେ କଦଳୀ ଗଛ ଲଗାଇ ଦେଇଥିଲେ ଅଭିଯୁକ୍ତ।ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି । ଅଭିଯୁକ୍ତ ଜଣକ ହେଲେ ସେହି ଗ୍ରାମର ଦେବାଶିଷ ପାତ୍ର। ମୃତକ ଦ୍ୱୟ ହେଲେ ଅଭିଯୁକ୍ତଙ୍କ ସ୍ତ୍ରୀ ସୋନାଲି ଦଳାଇ ଓ ଶାଶୁ ସୁମତା ଦଳାଇ।ସୂଚନାଯୋଗ୍ୟ, ୧୨ ଜୁଲାଇରେ ସୋନାଲି ବାପଘରୁ Continue Reading
Odisha News
ବାରିପଦା,୨୪/୬: ମୟୁରଭଞ୍ଜ ଜିଲା କୁଳିଅଣା ଥାନା କୁଚେଇ ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଦିନ ଦ୍ୱି ପ୍ରହରରେ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ ବ୍ୟାଙ୍କରୁ ଲକ୍ଷାଧିକ ଟଙ୍କା ସହ ହାର୍ଡଡିସ୍ ଲୁଟି ନେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ମିଳିଥିବା ସୂଚନା ମୁତାବକ, ୨ଟି ବାଇକ୍‌ରେ ୫ଜଣ ଦୁର୍ବୃତ୍ତ ଆସି ବ୍ୟାଙ୍କ ସମ୍ମୁଖରେ ପହଞ୍ଚି ଥିଲେ। ପରେ ସେମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ ବନ୍ଧୁକ ସହ ଭୁଜାଲି Continue Reading
Odisha News
ବାରିପଦା,୨୨/୩ : ୨ ଦିନ ପାଇଁ ଶିମିଳିପାଳ ବନ୍ଦ ରହିବ। ଶନିବାର ଓ ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏନେଇ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି ।ଶିମିଳିପାଳ ଅୟାରଣ୍ୟରେ ବର୍ଷା ଯୋଗୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ କରାଯାଇଛି। ଶିମିଳିପାଳ ମଧ୍ୟରେ ପାହାଡିଆ ମାଟି ରାସ୍ତାରେ ଅଘଟଣକୁ Continue Reading
Odisha News
ବାରିପଦା, ୩୦/୧: ମୟୁରଭଞ୍ଜ କରଞ୍ଜିଆ ଥାନା ନିକଟସ୍ଥ ପାଟ୍‌ବିଲ୍ ଆର୍‌ଆଇଙ୍କ ଠାରୁ ଲୁଟିନେଲେ ସୁନା ଚେନ୍ ଓ ଟଙ୍କା। ୨ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ରାଜସ୍ବ ନିରୀକ୍ଷକ ଅଫିସରୁ ଲୁଟି ଫେରାର ହୋଇଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି।Continue Reading
Odisha News
ବାରିପଦା,୨୪/୧ : ରାସନ ଚାଉଳ ଭାଗବଣ୍ଟାକୁ ନେଇ ନୃଶଂସ ପୁଅ ଏକ ଦାଆରେ ମା’ ବେକକୁ କାଟି ହତ୍ୟା କରିବା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଶରତଚନ୍ଦ୍ରପୁର ୱାର୍ଡ ନଂ. ୭ରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଏହି ଘଟଣା ଘଟିଛି। ପରିବାର ଲୋକେ ଅଭିଯୁକ୍ତ ପୁଅ ରୋହିଦାସ ସିଂଙ୍କୁ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆର୍‌ଏମ୍ ମେଡିକାଲରେ ଭର୍ତ୍ତି କରିଛନ୍ତି।ସୂଚନା […]Continue Reading
Odisha News
ବାରିପଦା,୧୩/୧: ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା ନେଇ ଜଣାପଡ଼ିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢ଼େ ୧୧ ଫୁଟ ଉଚ୍ଚ ମହିନ୍ଦ୍ରାର ବୟସ ୬୫ ବର୍ଷ ହେବ ବୋଲି ଜଣାପଡ଼ିଛି।ଶିମିଳିପାଳ ଅଭୟାରଣ୍ୟର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହିନ୍ଦ୍ରା ହାତୀ ପିଠିରେ ବସି କର୍ମଚାରୀମାନେ ପାଟ୍ରୋଲିଂ କରୁଥିଲେ। ଶିକାରୀ ଓ Continue Reading
Odisha News
ମୟୂରଭଞ୍ଜ, ୨୬/୧୦ : ଜିଏସ୍‌ଟି ଫାଙ୍କିବା ସନ୍ଦେହରେ ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ଏକ ଲଜିଷ୍ଟିକ୍ ଗାଡ଼ିକୁ ଅଟକ ରଖିଛି ପୁଲିସ୍‌। ଉକ୍ତ ଗାଡ଼ିରେ ପ୍ରାୟ ୨୦ କେଜିରୁ ଊର୍ଦ୍ଧ୍ୱ ସୁନା ଥିବା ଜଣାଯାଇଛି। ସୁନା କେଉଁଠୁ ଆସୁଥିଲା ଓ କାହା ପାଖକୁ ଯାଉଥିଲା ତାହାର ଛାନଭିନ୍ ଚାଲିଥିବା ବେଳେ କମ୍ପାନୀର ଦୁଇ କର୍ମଚାରୀ ଅଟକ ଅଛନ୍ତି।ଗତକାଲି ମଧ୍ୟ ରାତ୍ରରେ କୋଲକତାରୁ ଏକ ଲଜିଷ୍ଟିକ୍ ଗାଡ଼ିରେ ପ୍ରାୟ ୨୦ କେଜି ସୁନା ବାରିପଦା […]Continue Reading