Home Posts tagged BEGUNIA
Odisha News
ବେଗୁନିଆପଡା,୨୭/୪ : ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ପୂର୍ବ ଶତ୍ରୁତାରୁ ସେମାନଙ୍କୁ ପିଟିପିଟି ହତ୍ୟା କରିବା ପରେ ଜାଳି ଦେବାକୁ ଚେଷ୍ଟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତକ ଦୁଇ ଭାଇ ସୁମୁଣ୍ଡଳ ଗାଁର ସଞ୍ଜୟ ବାରିକ(ବଡ) ଓ ଅଜୟ ବାରିକ(ସାନ)। ଘଟଣା ସ୍ଥଳରେ ବେଗୁନିଆପଡ଼ା ପୋଲିସ, ପୁରୁଷୋତ୍ତମପୁର ଏସଡିପିଓ ପହଞ୍ଚି ଘଟଣାର ଛାନଭିନ ଆରମ୍ଭ Continue Reading
Odisha News
ବେଗୁନିଆ,୧୦/୭: ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବିରେ ବେଗୁନିଆ ସ୍ୱାସ୍ଥ୍ୟ କ୍ରିୟାନୁଷ୍ଠାନ କମିଟି ୫୦ ଦିନ ଧରି ଧାରଣାରେ ବସିବା ପରେ ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବେଗୁନିଆ ବନ୍ଦ ଡାକରା ଦେଇଛି।କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବେଗୁନିଆ ଦେଇ ଯାଇଥିବା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି। ବେଗୁନିଆ ବଜାର ସହିତ ବିଭିନ୍ନ ଅନୁଷ୍ଠାନ ବନ୍ଦ ରହିଛି।ଖୋର୍ଦ୍ଧା Continue Reading