Home Posts tagged berhampur superintendent suspended inspector
Odisha News
ଭୁବନେଶ୍ୱର,୨୨/୮: ଚିକିଟି ମଦ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ଆକ୍ସନ ମୋଡରେ ଅଛନ୍ତି। ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି।ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି ହୋଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି କୋରାପୁଟକୁ ବଦଳି ହୋଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି। ୨ ଅଧିକାରୀଙ୍କ Continue Reading
Seo wordpress plugin by www.seowizard.org.