ବ୍ରହ୍ମପୁର, ୧୫/୭ : ରେଶମ ସହର ବ୍ରହ୍ମପୁରରେ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବଡ଼ବଜାର ଥାନା ଅନ୍ତର୍ଗତ ଶାନ୍ତିନଗର ଲେନ୍-୫ ଅଞ୍ଚଳରେ ଜଣେ ଯୁବତୀ କିରୋସିନ ଢାଳି ଆତ୍ମହତ୍ୟା କରିଛନ୍ତି। ବୁଧବାର ସକାଳେ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।ମିଳିଥିବା ସୂଚନା ଅନୁଯାୟୀ, କୌଣସି କାରଣକୁ ନେଇ ଯୁବତୀ ଜଣଙ୍କ ଆଜି ସକାଳେ ନିଜ ଶରୀରରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ Continue Reading




