Home Posts tagged bhabani sanker bhoi deputy speaker in odisha assembly
Odisha News
ଭୁବନେଶ୍ବର, ୨୪/୭: ସପ୍ତଦଶ ଓଡ଼ିଶା ବିଧାନସଭାରେ ଭବାନୀ ଶଙ୍କର ଭୋଇ ଉପବାଚସ୍ପତି ହୋଇଛନ୍ତି। ତାଙ୍କର ନାମକୁ ଗୃହରେ ବୁଧବାର ଅପରାହ୍ଣରେ ବାଚସ୍ପତି ସୁରମା ପାଢ଼ୀ ଘୋଷଣା କରିଛନ୍ତି।ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ଶାସକ ଦଳ ସମେତ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଓ କଂଗ୍ରେସର ନେତା ରାମଚନ୍ଦ୍ର କାଡ଼ାମ ସମର୍ଥନ ଜଣାଇଛନ୍ତି। ଶ୍ରୀ ଭୋଇ ନିର୍ଦ୍ଵନ୍ଦରେ ନିର୍ବାଚିତ ହେଲା ପରେ ତାଙ୍କୁ ବିଧାୟକମାନେ ଶୁଭେଚ୍ଛା ଜଣାଇଛନ୍ତି।ଉପବାଚସ୍ପତି ହେଲା Continue Reading
Seo wordpress plugin by www.seowizard.org.