ଭଦ୍ରକ, ୫/୧: ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନରେନ୍ଦରପୁର ପଞ୍ଚାୟତ ଛାତ୍ରପଦା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ନିଆଁଲାଗି ୧୦ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଛାତ୍ରପଦା ଗାଁରେ ୭ଟି ପରିବାରର ପ୍ରାୟ ୧୦ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି ।୧୦ଗୋଟି ଗୋରୁ, ଶହେରୁ ଅଧିକ ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଏହାସହ ୧୦୦ରୁ ଅଧିକ ଧାନ ବସ୍ତା ପୋଡ଼ି ନଷ୍ଟ ହୋଇଯାଇଥିବା […]Continue Reading




