ଭଦ୍ରକ,୧୧/୭ : ଭଦ୍ରକ ଜିଲ୍ଲା ପୁରୁଣା ବଜାରରେ ନକଲି ଜର୍ଦ୍ଦା ତିଆରି କାରଖାନା ଠାବ ହୋଇଛି। ସେଠାରୁ ବିପୁଳ ପରିମାଣରେ ନକଲି ଜର୍ଦ୍ଦା ଜବତ ହୋଇଛି।ଏହା ସହ ଦୁଇଜଣ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ଗିରଫ ବ୍ୟକ୍ତିମାନେ ହେଲେ ସେକ୍ ରବାନି ଓ ସେକ୍ ଖାଲିକ୍।ପୁରୁଣାବଜାରେ ନକଲି ଜର୍ଦ୍ଦା ତିଆରି କାରଖାନା ଥିବା ନେଇ ପୁଲିସ ଖବର ପାଇଥିଲା। ଗତକାଲି ରାତିରେ ନକଲି ଜର୍ଦ୍ଦା କାରଖାନା ଚାଲିଥିବା ୩ଟି ସ୍ଥାନରେ ଚଢାଉ କରିଥିଲା ପୁଲିସ।ସେଠାରୁ Continue Reading

ଭୁବନେଶ୍ୱର,୧୬/୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।ଭଦ୍ରକ ଜିଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନ ଥିଲେ।ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ Continue Reading
ଭଦ୍ରକ/ଧାମରା, ୩/୬: ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୁଲିସ ବିଳମ୍ବିତ ରାତିରେ ଆଉ ୫ ଜଣଙ୍କୁ ଗିରଫ କରିଥିବା ଜଣାଯାଇଛି। ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି।ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ ନାୟକଙ୍କୁ ଏଯାଏ ପୁଲିସ ଧରିବାରେ ସକ୍ଷମ ହୋଇନଥିବା ହେତୁ ବିଜେପି ପକ୍ଷରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।ସୂଚନାଯୋଗ୍ୟ, ନିର୍ବାଚନ ପ୍ରଚାରର Continue Reading
ଭଦ୍ରକ,୧/୬: ସାଧାରଣ ନିର୍ବାଚନ ପାଇଁ ରାଜ୍ୟରେ ଶେଷ ପର୍ୟ୍ୟାୟ ମତଦାନ ଜାରି ଥିବା ବେଳେ ଭଦ୍ରକ ଗ୍ରାମାଞ୍ଚଳରେ ଥିବା ଏକ ମତଦାନ କେନ୍ଦ୍ର ସାମ୍ନାରୁ ଜଣେ ମହିଳାଙ୍କୁ ତାଙ୍କର ସ୍ବାମୀ ଅତି ନୃଶଂସ ଭାବେ ବୁଥ ସାମ୍ନାରେ ହାଣିଛି। ଆକ୍ରମଣର ଶିକାର ହୋଇଥିବା ମହିଳାଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଛି। ମୃତ ମହିଳା ହେଲେ ରଶ୍ମିରେଖା ବେହେରା।ସୂଚନା ଅନୁଯାୟୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତ ମୁକ୍ତାଡିହି ଗାଁର ପ୍ରଭାକର ରାଉତଙ୍କୁ Continue Reading

ଚାନ୍ଦବାଲି,୨୮।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଚାନ୍ଦବାଲିଠାରେ ଏକ ଜନସଭା କରି ବିଜେଡି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରତ୍ନ ଭଣ୍ଡାର ଚାବିକୁ ନେଇ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ମୁଁ ନବୀନ ବାବୁଙ୍କୁ ପଚାରୁଛି, ରତ୍ନଭଣ୍ଡାର ଚାବି କୁଆଡ଼େ ଗଲା। ଡୁପ୍ଲିକେଟ ଚାବି ହୋଇଛି କି ନାହିଁ ନବୀନ ବାବୁଙ୍କୁ ପଚାରୁଛି। ଯାଞ୍ଚ ରିପୋର୍ଟ କାହିଁକି ଚାପିଛନ୍ତି, ବିଜେଡି କାହାକୁ ବଞ୍ଚାଇବାକୁ Continue Reading

ଭଦ୍ରକ, ୧୭/୪: ଆଜି ହେଉଛି ପବିତ୍ର ରାମ ନବମୀ। ଏହି ପବିତ୍ର ଦିନରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କର ସବୁଠି ଚାଲିଛି ପୂଜା ଆରାଧନା। ପଲ୍ଲୀଠୁ ସହର ସବୁଠି ହୋଇପଡିଛି ଉତ୍ସବ ମୁଖର।ରାମ ନବମୀ ପାଇଁ ଚଳଚଞ୍ଚଳ ଭଦ୍ରକ। ସଂପୂର୍ଣ୍ଣ ଗେରୁଆମୟ ହୋଇଉଠିଛି ଅଞ୍ଚଳ, ଜୟ ଶ୍ରୀରାମ ଧ୍ୱନୀରେ କମ୍ପୁଛି ଗାଁ ଦାଣ୍ଡ। ସହର ଠାରୁ ପୁରପଲ୍ଲୀ ଯାଏ ସବୁଆଡେ ଉତ୍ସବମୁଖର ପରିବେଶ। ଗାନ୍ଧି ପଡିଆରେ ପୂଜା ପାଠ ସହ ଯଜ୍ଞ ଓ ହନୁମାନ ଚାଳିଶା ପାଠ ହେଉଛି। […]Continue Reading
ଭଣ୍ଡାରିପୋଖରୀ, ୧୪/୪: ଭଦ୍ରକ ଜିଲ୍ଲା ଥାନା ଦେଇ ଯାଇଥିବା ୧୬ନଂ ଜାତୀୟ ରାଜପଥର ଆଖୁଆପଦା ଯଶୋଟିକିରି ନିକଟରେ ରାଜପଥ ଡିଭାଇଡର ଉପରେ ଚଢ଼ିଗଲା କାର।ଏଥିରେ ୫ବର୍ଷର ଶିଶୁ କନ୍ୟା ସହିତ ଦୁଇ ଜଣଙ୍କର ଶୋଚନୀୟ ମୃତ୍ୟୁ। ଗାଡ଼ିରେ ଥିବା ଅନ୍ୟ ୩ଜଣ ଗୁରୁତରଙ୍କ ମଧ୍ୟରୁ ସମସ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିବା ଜଣାପଡ଼ିଛି।ମଧ୍ୟପ୍ରଦେଶ ଅଞ୍ଚଳର ବାସିନ୍ଦା ଜଗନ୍ନାଥ ଦର୍ଶନ ସାରି ଫେରିବା ବେଳେ Continue Reading
ଭଦ୍ରକ, ୪/୪ : ଶେଷରେ ସବୁ କଳ୍ପନାକଳ୍ପନାର ଅନ୍ତ ଘଟାଇ ବୁଧବାର ରାତିରେ ଭଦ୍ରକ ଜିଲ୍ଲାର ବରିଷ୍ଠ ବିଜେଡ଼ି ନେତା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁତ୍ର ଅସିତ୍ ପଟ୍ଟନାୟକ ( ବୁଲୁ ) ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ବିଜେଡ଼ି ଦଳର ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଏହି ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେଉଁଠି ସମ୍ମାନ ନାହିଁ ସେ ଦଳରେ ରହିବି କାହିଁକି।ଅସିତଙ୍କର […]Continue Reading
ଭଦ୍ରକ, ୨/୩ : ଗୋଟିଏ ଦିନରେ ଗୋଟିଏ ପରିବାରର ଦୁଇ ଜଣ ସଦସ୍ୟଙ୍କର ଆତ୍ମହତ୍ୟା! ମୃତକ ଦ୍ୱୟ ସଂପର୍କରେ ଭାଇଭଉଣୀ। ଘଟଣାଟି ଘଟିଛି ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା କୋଠାର ଗାଁରେ।ଗାଁର ବିଦ୍ୟାଧର ବେହେରାଙ୍କ ପୁଅ ସନାତନ ବେହେରା ଆଜି ସକାଳେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହା ପରେ ମଧ୍ୟାହ୍ନରେ ବିଦ୍ୟାଧର ବେହେରାଙ୍କ ବଡ଼ ଭାଇଙ୍କ ଝିଅ ଅର୍ଥାତ୍ ସନାତନଙ୍କ ବଡ଼ ବାପା ଝିଅ ନିରୁପମା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। […]Continue Reading
ଭଦ୍ରକ,୧୫/୨: ବିଜେଡି ବିଧାୟକଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ସକାଳେ ଇଡି ପକ୍ଷରୁ ଚଢାଉ କରାଯାଇଛି।ବିଜେଡି ବିଧାୟକଙ୍କ ଭଦ୍ରକ ନୂଆବଜାର ବାସଭବନରେ ଇଡିର ୬ଜଣିଆ ଟିମ୍ ଚଢାଉ କରିଛନ୍ତି। ଏଥିସହ ଇଡି ବିଜେଡି ବିଧାୟକଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ କରିଛି।ଭଦ୍ରକ ସହରର ୪ଟି ସ୍ଥାନରେ ଓ ଭୁବନେଶ୍ୱରର ୬ଟି ସ୍ଥାନରେ ଇଡି ରେଡ୍ କରିଥିବା ସୂଚନା ରହିଛି। ବରପଦା ଇଞ୍ଜିନିୟରିଂ Continue Reading