ଭଦ୍ରକ, ୧୭/୫: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର ଦାସ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏକ ବିଲ୍ ପାସ କରିଦେବାକୁ କଣ୍ଟ୍ରାକ୍ଟରଙ୍କଠାରୁ ୧୦ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ଧରିଛି । ତାଙ୍କ ନିକଟରୁ ସମସ୍ତ ଟଙ୍କା ଜବତ କରାଯାଇଛି ।ଏକ ରାସ୍ତା କାମ ପାଇଁ କଣ୍ଟ୍ରାକ୍ଟର୍ ଜଣକ ବିଲ୍ ପାସ୍ କରି ଦେବାକୁ ଜେଇ ଅଶୋକ ଦାସଙ୍କୁ କହିଥିଲେ । ମାତ୍ର ବିଲ୍ ପାସ କରିବାକୁ ମନା […]Continue Reading
ଭଦ୍ରକ, ୧୦/୩: ଆକ୍ସନ ମୋଡ଼ରେ ଭଦ୍ରକ ଜିଲ୍ଲାପାଳ ଓ ଏସପି । ବିଳମ୍ବିତ ରାତିରେ ବେଆଇନ ଭାବେ ମାଟି ଚୋରା ଚାଲାଣ ହେଉଥିବା ସ୍ଥାନରେ ଭଦ୍ରକ ଜିଲ୍ଲାପାଳ ଓ ଏସପି ଚଢ଼ାଉ କରିଛନ୍ତି। ଘଟଣାସ୍ଥଳରୁ ଗୋଟିଏ ହାଇୱା ଓ ଜେସିବି ଜବତ କରାଯାଇ ୨ ଜଣଙ୍କୁ ଅଟକ ରଖାଯାଇଛି ।ସୂଚନା ଅନୁସାରେ, ଭଦ୍ରକ ଜିଲ୍ଲାପାଳ କୌଣସି ବିଶେଷ ସୂତ୍ରରୁ ବେଆଇନ ଭାବେ ଧାମରା ରେଳ ଲାଇନ ପାଖରୁ ମାଟି ଚାଲାଣ ହେଉଥିବା ଖବର ପାଇଥିଲେ ।ଏନେଇ ଭଦ୍ରକ […]Continue Reading
ଭଦ୍ରକ, ୩/୨: ଜିଲ୍ଲାପାଳ ହେବ ତ ଏମିତି । ଚାଷୀଙ୍କୁ ଅଭାବୀ ବିକ୍ରିରୁ ବଞ୍ଚାଇବା ପାଇଁ ନିଜେ ଚାଷୀ ବେଶରେ ମଣ୍ଡିକୁ ଆସିଲେ ଜିଲ୍ଲାପାଳ ।ଆଉ ମିଲରଙ୍କ ଆଖିରେ ଧୂଳି ଦେଇ ମଣ୍ଡି ଭିତରେ ପ୍ରବେଶ କଲେ ଏବଂ ଜାରି କଲେ କାରଣ ଦର୍ଶାଅ ନୋଟିସ୍ । ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟଙ୍କ ଏଭଳି ପଦକ୍ଷେପକୁ ନେଇ ବେଶ୍ ପ୍ରସଂଶା କରାଯାଉଛି ।ଭଦ୍ରକ ଜିଲ୍ଲାରେ ମଣ୍ଡିରେ ଚାଷୀଙ୍କୁ ମିଲର ଓ ବିଭିନ୍ନ ସେବା ସମବାୟ ସମିତି ଲୁଟୁଥିବା […]Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟଭଦ୍ରକ, ୧୩/୧: କୁଶଳୀ ହେବେ ଆଇଟିଆଇ ଛାତ୍ରଛାତ୍ରୀ। ବଢିବ ଟିପିଏନଓଡିଏଲ କର୍ମଚାରୀଙ୍କ ଦକ୍ଷତା। ସୁରକ୍ଷା ପଦ୍ଧତି ଏବଂ କାର୍ଯ୍ୟ ପ୍ରଣାଳୀ ସମ୍ପର୍କିତ ତାଲିମ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପିଏନଓଡିଏଲ ପକ୍ଷରୁ ଭଦ୍ରକ ଜିଲ୍ଲା ସ୍ଥିତ ରାହାଞ୍ଜରେ ନୂତନ କୌଶଳ ବିକାଶ କେନ୍ଦ୍ରର ଲୋକାର୍ପଣ କରାଯାଇଛି।ଏହି କୌଶଳ ବିକାଶ କେନ୍ଦ୍ର ଟିପିଏନଓଡିଏଲର କର୍ମଚାରୀଙ୍କ ଦକ୍ଷତା ବିକାଶ କରିବା ସହିତ ବିଏ କର୍ମଚାରୀ ଓ Continue Reading
ଭଦ୍ରକ, ୨୭/୧୨ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ନରସିଂହପୁର ଗାଁରେ ଏକ ଅଘଟଣ ଘଟିଯାଇଛି । ବିଲରେ ଧାନ କାଟୁଥିବା ବେଳେ ୧୧ କେଭି ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ମୃତ ଚାଷୀ ଜଣଙ୍କ ପ୍ରମୋଦ ଦାସ ବୋଲି ଜଣାପଡିଛି ।ସୂଚନା ଅନୁସାରେ, ଆଜି ସକାଳେ ପ୍ରମୋଦ ଧାନ କାଟିବାକୁ ବିଲକୁ ଯାଇଥିଲେ । ଏହି ସମୟରେ ସେ ହଠାତ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ । […]Continue Reading
ଭଦ୍ରକ, ୧୫/୧୨ : ରାସ୍ତାରେ ଚାଲି ଚାଲି ଯାଉଥିବା ଜଣେ ବ୍ୟକ୍ତିଙ୍କ ଉପରେ ଚଢ଼ି ଯିବା ପରେ ଓଲଟି ପଡ଼ିଲା ଏକ ଯାତ୍ରୀବାହୀ ବସ୍। ଫଳରେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ବସ୍ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାଟି ଘଟିଛି ଭଦ୍ରକ ଜିଲ୍ଲା ବନ୍ତ ଥାନା ଜାଗୁଳାଇପଦା ଛକ ନିକଟରେ।ଆଜି ସକାଳ ପ୍ରାୟ ସାଢ଼େ ୭ଟା ବେଳେ ଅରୁପାନନ୍ଦ ନାମକ ଏହି ଘରୋଇ ବସ୍ଟି ଭଦ୍ରକରୁ ବନ୍ତ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ […]Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟ ଭଦ୍ରକ, ୯/୧୨ : ବ୍ରାଉନ୍ସୁଗର ମାଫିଆଙ୍କ ଘରେ ହୋଇଥିଲା ରେଡ୍। ଆଉ ଚଢଉ ବେଳେ ମୁଢି, ମିକ୍ସଚର, ଚାଉଳ ଡବାରୁ ବାହାରିଥିଲା ପୁଳା ପୁଳା ଟଙ୍କା। ଏତେ ଟଙ୍କା ବାହାରିଥିଲେ ଯେ ହାତରେ ଗଣି ପାରିନଥିଲା। ତେଣୁ ଟଙ୍କା ଗଣିବା ପାଇଁ ମେସିନ୍ ଆଣିବାକୁ ପଡ଼ିଥିଲା। ବର୍ତ୍ତମାନ ସୁଦ୍ଧା ୨୫ ଲକ୍ଷରୁ ଅଧିକ ଟଙ୍କା ଜବତ କରିସାରିଲାଣି ପୁଲିସ୍। ଏବେ ମଧ୍ୟ ଚଢ଼ଉ ଜାରି ରହିଛି। ଏହି ଘଟଣାରେ ଭଦ୍ରକ ପୁଲିସ୍ ମହିଳା […]Continue Reading
ଭଦ୍ରକ, ୧୩/୧୧: ରାସ୍ତା କଡ଼ରୁ ଜଣେ ପୂର୍ବତନ ସରପଞ୍ଚଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ହେଲେ ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ବନ୍ଧଗାଁର ପୂର୍ବତନ ସରପଞ୍ଚ ଚିତ୍ତରଂଜନ ରାଉତ ।ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି । ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବାବେଳେ ପୁଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।ମିଳିଥିବା ପ୍ରାଥମିକ ସୂଚନା ମୁତାବକ, ଚିତ୍ତରଞ୍ଜନ ରାଉତ ଗତକାଲି ଏକ Continue Reading
ଭଦ୍ରକ, ୧୭/୧୦ : ଭଦ୍ରକ ଜିଲ୍ଲା ବାସୁଦେବବପୁରରେ ଏକ ନାଳି ପାଖରୁ ଉଦ୍ଧାର ହେଲା ମଣିଷ ଖପୁରୀ । ଖପୁରୀ ସହ ଦାନ୍ତ ଓ ହାଡ଼ ବି ଉଦ୍ଧାର ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।ପ୍ରାୟ ୧୫ ଦିନ ହେବ ସ୍ଥାନୀୟ ଅଞ୍ଚଳର ଜଣେ ମହିଳା ଓ ତାଙ୍କ ମା’ ନିଖୋଜ ଥିବା ବେଳେ ଏହା ସେମାନଙ୍କ ଶରୀରର ଅବଶିଷ୍ଟାଶଂ ବୋଲି ଚର୍ଚ୍ଚା ହେଉଛି। ଏହି ଘଟଣାରେ ପୁଲିସ୍ ମୃତା ମହିଳାଙ୍କ ସ୍ୱାମୀ […]Continue Reading
ଭଦ୍ରକ,୨୮/୯: ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଭାଙ୍ଗି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିଛି।ଉତ୍ତେଜନା ପରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ କରି ଜିଲା ପ୍ରଶାସନ ପକ୍ଷରୁ Continue Reading




