![](https://odishanewsonline.com/wp-content/uploads/2025/02/bhakta.png)
ଭୁବନେଶ୍ୱର,୧୧/୨ : ବହୁ ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି।ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଛି। ତେବେ ପିସିସି ସଭାପତି ହେବା ପରେଭକ୍ତ ଚରଣ ଦାସ ଗଣମାଧ୍ୟମ ଆଗରେ ସମସ୍ତ ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ Continue Reading