ଭୁବନେଶ୍ୱର, ୧୨/୨: ଆଜି ସର୍ବଭାରତୀୟ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା। ବିଭିନ୍ନ ଦାବି ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଓ ସ୍ୱାଧୀନ ଫେଡେରେସନ୍ ପକ୍ଷରୁ ଏହି ଧର୍ମଘଟ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଥିବାରୁ ଜନଜୀବନ ପ୍ରଭାବିତ ହେବା ଆଶଙ୍କା ରହିଛି। ଏହି ବନ୍ଦକୁ କଂଗ୍ରେସ ଏବଂ ବିଜୁ ଶ୍ରମିକ ସାମ୍ମୁଖ୍ୟ (ବିଜେଡି) ନୈତିକ ସମର୍ଥନ ଜଣାଇଛନ୍ତି। କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ୍ ମିଳିତ ମଞ୍ଚ ପକ୍ଷରୁ Continue Reading




