
ଭୁବନେଶ୍ୱର,୨୮/୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି।ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ୟ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା Continue Reading