Home Posts tagged bhitarakanika national park open after three month
Odisha News
କେନ୍ଦ୍ରାପଡ଼ା,୧/୮ : ଦୀର୍ଘ ତିନି ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତର କନିକା ଜାତୀୟ ଉଦ୍ୟାନ। ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ କାରଣରୁ ଭିତରକନିକାକୁ ବନ୍ଦ ରଖାଯାଇଥିଲା।ପର୍ଯ୍ୟଟକମାନଙ୍କୁ ନିଆରା ଅନୁଭୂତି ଦେବାପାଇଁ ଚଳିତବର୍ଷ ଡାଙ୍ଗମାଳ ଠାରେ ୧୫ ଫୁଟ ଉଚ୍ଚରେ ବନ ବିଭାଗ କରିଛି ସ୍କାଏ ୱକ୍ଷକ୍।ଏହାର ଲମ୍ବ ୬୦୦ ମିଟର ରହିଛି। ଏହା ଉପର ଦେଇ ଯିବା ବେଳେ ପର୍ଯ୍ୟଟକମାନେ ପ୍ରାକୃତିକ ପରିବେଶକୁ ମନଭରି ଉପଭୋଗ କରିବା ସହ ଜାତିଜାତିକା Continue Reading
Seo wordpress plugin by www.seowizard.org.