Home Posts tagged Bhuabenswar
Top Stories
 By Swagatika Mohapatra Bhubaneswar,  June 24: Kalinga Institute of Industrial Technology Deemed-To-Be-University (KIIT-DU) has securing an impressive 4th position in India among both government and private institutes in the Times Higher Education (THE) Sustainability Impact Rankings 2026, up from the 5th position last year. On a global scale, the University has Continue Reading
Odisha News
ଭୁବନେଶ୍ୱର,୨୪/୨: ସୁପର ମାର୍ଟ ଲାଗିଛି ନିଆଁ । ସୋମବାର ରାତିରୁ ନିଆଁ ଲାଗିଥିବା ବେଳେ ମଙ୍ଗଳବାର ସକାଳ ସୁଧା ମଧ୍ୟ ନିଆଁ ଲାଗିଥିବା ନେଇ ଦେଖାଯାଇଛି । ଏବେ ବି ଜଳୁଛି ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟ ।ଖବର ଅନୁସାରେ, ସୋମବାର ରାତି ପ୍ରାୟ ୧୦ଟାରୁ ସୁପରମାର୍ଟର ୩ୟ ମହଲାରେ ନିଆଁ ଲାଗିଛି । ତେବେ ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି । ଦୀର୍ଘ ଘଣ୍ଟା ପରେ ବି ହୁତୁ […]Continue Reading
Odisha News
ଭୁବନେଶ୍ୱର,୩/୯: ଜେଲ୍ ଏଡିଜି ଅମିତାଭ ଠାକୁରଙ୍କ ନାଁରେ କେହି ଜଣେ ଫେକ୍ ଆକାଉଣ୍ଟ ଖୋଲିଥିବା ଜଣାପଡିଛି।ଇନ୍‌ଷ୍ଟାଗ୍ରାମରେ ଏକ ଫେକ୍ ଆକାଉଣ୍ଟ ଖୋଲାଯାଇଥିବା ନେଇ ଏଡିଜି ଠାକୁର ମଙ୍ଗଳବାର ସାଇବର କ୍ରାଇମରେ ଅଭିଯୋଗ କରିଛନ୍ତି।ଏହି ଫେକ୍ ଆକାଉଣ୍ଟରେ କୌଣସି ମେସେଜ ପାଇଲେ ଆର୍ଥିକ କାରବାର ନ କରିବାକୁ ଏଡିଜି ଠାକୁର ଲୋକଙ୍କୁ ଅନୁରୋଧ କରିଛନ୍ତି।ଅନ୍ୟପକ୍ଷେ ଅଭିଯୋଗକୁ ଭିତ୍ତି କରି ଏକ ଟିମ୍ ଘଟଣାର ତଦନ୍ତ ଆରମ୍ଭ କରିଛି। କିଏ ଏବଂ କେଉଁ ଉଦେଶ୍ୟରେ ଏହି Continue Reading
Odisha News
ଭୁବନେଶ୍ବର, ୨୪/୭: ସପ୍ତଦଶ ଓଡ଼ିଶା ବିଧାନସଭାରେ ଭବାନୀ ଶଙ୍କର ଭୋଇ ଉପବାଚସ୍ପତି ହୋଇଛନ୍ତି। ତାଙ୍କର ନାମକୁ ଗୃହରେ ବୁଧବାର ଅପରାହ୍ଣରେ ବାଚସ୍ପତି ସୁରମା ପାଢ଼ୀ ଘୋଷଣା କରିଛନ୍ତି।ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ଶାସକ ଦଳ ସମେତ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଓ କଂଗ୍ରେସର ନେତା ରାମଚନ୍ଦ୍ର କାଡ଼ାମ ସମର୍ଥନ ଜଣାଇଛନ୍ତି। ଶ୍ରୀ ଭୋଇ ନିର୍ଦ୍ଵନ୍ଦରେ ନିର୍ବାଚିତ ହେଲା ପରେ ତାଙ୍କୁ ବିଧାୟକମାନେ ଶୁଭେଚ୍ଛା ଜଣାଇଛନ୍ତି।ଉପବାଚସ୍ପତି ହେଲା Continue Reading
Odisha News Ollywood News
ଭୁବନେଶ୍ୱର,୨୪/୮: ଓଡ଼ିଶାର ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଏବେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ।ଚିକିତ୍ସା ସହାୟତା ପାଇଁ ପରିବାର ସଦସ୍ୟଙ୍କୁ ଏକ ଲକ୍ଷ ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି ପ୍ରତିନିଧି ଦଳ । ପ୍ରତିନିଧି ଦଳରେ ଓଡିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ Continue Reading
Odisha News
ଭୁବନେଶ୍ୱର,୧୬/୭: ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକାରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ବର୍ଷା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରୀ Continue Reading