Home Posts tagged Bhuabenswar (Page 2)
Odisha News
ଭୁବନେଶ୍ୱର,୬।୧୦: ରାଜଧାନୀରେ ପୋଲିସ କ୍ବାର୍ଟରରୁ ଚୋରି ହୋଇଛି। ଭରତପୁର ଥାନା ଅନ୍ତର୍ଗତ ବରମୁଣ୍ଡା ବସଷ୍ଟାଣ୍ଡ ପଛପଟେ ଥିବା ହାବିଲଦାର ବାସୁଦେବ ପଣ୍ଡାଙ୍କ ସରକାରୀ କ୍ବାର୍ଟରରୁ ଚୋରି ହୋଇଛି ।ଖବର ଅନୁଯାୟୀ, ପୋଲିସ କର୍ମଚାରିଙ୍କ ପାଇଁ ଥିବା ବରମୁଣ୍ଡା ଟେଲକୋ ପୋଲିସ କଲୋନୀର ୮୨ ନମ୍ଵର୍ କ୍ବାର୍ଟରରୁରେ ହାବିଲଦାର ବସୁଦେବଙ୍କ ମାଉସୀ ପୁଅ ଭାଇଙ୍କ ପରିବାର ରହୁଥିଲେ । ବୁଧବାର ସନ୍ଧ୍ୟା ୭ଟାରେ ଘର ଚାବି ପକାଇ ଦୂର୍ଗା ପୂଜା ଦେଖିବାକୁ ବାହାରିଥିଲେ Continue Reading
Odisha News
ଭୁବନେଶ୍ୱର, ୫/୧୦: ନ୍ୟୁଡ୍ କଲ୍ ପରେ ଆଇପିଏସ୍ ଅଫିସର କହି ଭିଡିଓ କଲ୍, ଧମକ ଦେଇ ନେଇଗଲେ ୭୧ ହଜାର । ଠକାମିର ଶିକାର ପରେ ସାଇବର ଥାନାରେ ଏପରି ଏକ ଅଭିଯୋଗ ହୋଇଛି ।ଜଟଣୀର ଜଣେ ଔଷଧ ବିତରକ ନ୍ୟୁଡ୍କଲରେ ଫଶିଥିବା ଜଣାପଡ଼ିଛି । ସୋସିଆଲ ମିଡିଆରେ ନ୍ୟୁଡ୍ ଭିଡିଓକଲକୁ ଭାଇରାଲ କରିବା ସହ ବର୍ଦ୍ଦି ପିନ୍ଧି ପୋଲିସ୍ର ପରିଚୟ ଦେଇ ବ୍ଲାକମେଲ କରିଥିବା ଅଭିଯୋଗ ହୋଇଛି । ୩ଟି କିସ୍ତିରେ ଲୁଟେରା ୭୦ ହଜାର […]Continue Reading
Odisha News
ଭୁବନେଶ୍ୱର ୨୪/୮: ସପ୍ଟୱେର ଇଂଜିନିୟର ଶ୍ବେତା ଆତ୍ମହତ୍ୟା ଘଟଣା । ଆସିଲା ଶ୍ବେତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ । ଶ୍ବାସରୁଦ୍ଧ ଯୋଗୁଁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ସେହିପରି ବେକ ବ୍ୟତିତ୍ୱ ଶରୀରର ଅନ୍ୟ କୌଣସି ସ୍ଥାନରେ କ୍ଷତ ଚିହ୍ନ ନାହିଁ । ରିପୋର୍ଟ ଆଧାରଣରେ ତଦନ୍ତ ହେବ ପୋଲିସ ପକ୍ଷରୁ କୁହାଯାଇଛି।ସେହିପରି ଅନ୍ୟପଟେ ଶ୍ୱେତାଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ଆମ ଝିଅର ମୃତ୍ୟୁ ପଛରେ ହିଁ ସୌମ୍ୟଜିତଙ୍କ ହାତ ରହିଛି । ସେ Continue Reading
Odisha News
ଭୁବନେଶ୍ବର, ୧୩/୮: ମହାନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯଦି ଉପର ମୁଣ୍ଡରେ ଅର୍ଥାତ ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ବି ଏହି ଭଳି ବର୍ଷା ଜାରି ରହେ, ତେବେ ମହାନଦୀ ରେ ସ୍ୱଳ୍ପ ଧରଣର ବନ୍ୟା ଆମେ ଦେଖିବା।ଆସନ୍ତା କାଲି ସକାଳ ୮ଟା ବେଳେ ମୁଣ୍ଡଳୀ ଦେଇ ୬ଲକ୍ଷ କ୍ୟୁସେକ ପାଣି ଅତିକ୍ରମ କରିବ। […]Continue Reading
Odisha News
ଭୁବନେଶ୍ବର,୧୫/୭: ରାଜଧାନୀର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ପାରିବାରିକ କଳହରୁ ଏକ ଦମ୍ପତି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଉଭୟଙ୍କ ଭିତରୁ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ, ସ୍ୱାମୀ ଗୁରୁତର ଥିବା ଜଣାଯାଇଛି। ଲକ୍ଷ୍ମୀ ସାଗର ସିଦ୍ଧେଶ୍ଵରୀ ଆପାର୍ଟମେଣ୍ଟରେ ଘଟିଛି ଏହି ଘଟଣା।ସୂଚନା ଅନୁଯାୟୀ, ପୁଅ ଓ ଝିଅ ସ୍କୁଲ ଯାଇଥିବା ବେଳେ ସ୍ୱାମୀ ଓ ସ୍ତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଫ୍ୟାନରେ ଓଢ଼ଣୀ ଲଗାଇ ସ୍ୱାମୀ Continue Reading
Odisha News
ଭୁବନେଶ୍ୱର ୨୧/୬: ଡାକରା ଆସିଛି । ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସର ବିଧାୟକ । ରାଜ୍ୟର ୯ କଂଗ୍ରେସ ବିଧାୟକଙ୍କୁ AICC ପକ୍ଷରୁ ଦିଲ୍ଲୀ ଡାକରା ଆସିଛି ।ସମସ୍ତେ ଆଜି ସନ୍ଧ୍ୟାରେ ଦିଲ୍ଲୀ ଅଭିମୁଖେ ବାହାରିବେ । ଏନେଇ ବିଧାୟକ ତାରାପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି ।ସୂଚନାଯୋଗ୍ୟ, ନାସନାଲ ହେରାଲ୍ଡ ଅର୍ଥ ହେରଫେର୍ ମାମଲାରେ ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧିଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ କରିଛି ।ଇତିମଧ୍ୟରେ ରାହୁଲଙ୍କୁ ୪ ଥର ଜେରା Continue Reading
Odisha News
ଭୁବନେଶ୍ୱର, ୭/୨ : କରୋନାର ତୃତୀୟ ଲହରି ଭିତରରେ ଆଜିଠୁ ଅଷ୍ଟମରୁ ଦ୍ୱାଦଶ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଆଜିଠୁ ଛାତ୍ରଛାତ୍ରୀମାନେ ସ୍କୁଲ ଯିବେ। କରୋନା କଟକଣା ଭିତରେ ଆରମ୍ଭ ହେଉଛି ଅଷ୍ଟମରୁ ଦ୍ୱାଦଶ ପିଲାଙ୍କ କ୍ଲାସରୁମରେ ପାଠପଢ଼ା। ଅଷ୍ଟମ ଶ୍ରେଣୀ ପିଲାଙ୍କ କ୍ଲାସ ସକାଳ ୧୦ରୁ ଦିନ ଗୋଟାଏ ଏବଂ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ କ୍ଲାସ ସକାଳ ୧୦ଟାରୁ ଅପରାହ୍ନ ୪ଟା ଯାଏଁ ଚାଲିବ।ଏଥିପାଇଁ କୋଭିଡ୍ ଗାଇଡଲାଇନ୍ ଅନୁଯାୟୀ, ବିଭିନ୍ନ ସ୍କୁଲରେ ସିଟିଂ Continue Reading
Odisha News
ଭୁବନେଶ୍ୱର, ୧/୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ […]Continue Reading
Seo wordpress plugin by www.seowizard.org.