
ଭୁବନେଶ୍ୱର, ୫/୧୨ : ରାଜ୍ୟରେ ଆଳୁ ସଙ୍କଟ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ବଡ଼ ବୟାନ ଦେଇଛନ୍ତି । ସରକାରଙ୍କୁ ବଦନାମ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜନୀତି କରୁଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।ସରକାରକୁ ବଦନାମ କରିବାକୁ କୃତ୍ରିମ ଆଳୁ ଅଭାବ ତିଆରି କରାଗଲା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଆଳୁ ଦେବାକୁ ମନା କଲେ, ପୁଣି ରାଜି ହେଲେ ଆଳୁ ଦେବାକୁ । କାହିଁକି ଏମିତି […]Continue Reading