Home Posts tagged Bhubaneswar
Top Stories
By Sukant Mohanty Bhubaneswar, May 25: In a significant move to tackle Bhubaneswar’s mounting traffic congestion, the Odisha government has announced plans for an ambitious underground metro rail system. The proposed metro line will connect Patia to the new CRP Road, aiming to resolve existing transportation bottlenecks in the rapidly growing city. Odisha works minister Continue Reading
Odisha News
ଭୁବନେଶ୍ୱର,୨୫/୫: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଓଡ଼ିଶାରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଝଟ୍‌କା ପବନ ମଧ୍ୟ ବହିବ। ଆଗାମୀ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ତେବେ ଏହା ବାତ୍ୟା ରୂପ ନେବାର କୌଣସି ଆଶଙ୍କା ନାହିଁ ବୋଲି ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି। Continue Reading
Odisha News
ଭୁବନେଶ୍ୱର,୨୪/୫: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ଚଉଉୠକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୃତକ ଜଣ ହେଲେ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ। ସେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀଙ୍କ ଗୁଳିରେ Continue Reading
Odisha News
ଭୁବନେଶ୍ୱର, ୨୩/୫: ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଶୁକ୍ରବାର ଏକ ଅଣହିନ୍ଦୁ ବିଦେଶୀ ନାଗରିକ ଲିଙ୍ଗରାଜ ମନ୍ଦିରରେ ପ୍ରବେଶ କରିଛନ୍ତି । ଘଟଣା ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଛି । ଅପରପକ୍ଷେ ଅଣ ହିନ୍ଦୁ ପ୍ରବେଶ ପରେ ମନ୍ଦିରର ସୁଦ୍ଧିକରଣ କରାଯାଇଥିବା ସୂଚନା ମିଳିଛି ।ସୂଚନାନୂସାରେ, ଆଜି ଦିନ ପ୍ରାୟ ୧୨ ଟା ୩୦ ସମୟରେ ଜଣେ ଅଣହିନ୍ଦୁ ବିଦେଶୀ ନାଗରିକ ଲିଙ୍ଗରାଜ […]Continue Reading
Odisha News
ଭୁବନେଶ୍ୱର,୨୩/୫: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓ ଅନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି।ଫଳରେ ଓଡ଼ିଶା ଉପକୂଳ ପ୍ରଭାବିତ ହେବାର ଅନୁମାନ କରାଯାଇଛି। ଏହି ଝଡ଼, ଯାହାର ନାମ ସମ୍ଭାବ୍ୟ ‘ଶକ୍ତି’ ରଖାଯାଇଛି। ମେ’ ୨୩ରୁ ୨୮ ତାରିଖ ମଧ୍ୟରେ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶର ଖୁଲନା ଓ ଚଟ୍ଟୋଗ୍ରାମ ଅଞ୍ଚଳକୁ ପ୍ରଭାବିତ କରିବାର ଆଶଙ୍କା ରହିଛି।ଏପରିକି ମେ Continue Reading
Odisha News
ଭୁବନେଶ୍ୱର,୨୩/୫: ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ୨୭ ପରିବର୍ତ୍ତେ ମେ ୨୬ରେ କରିବା ପାଇଁ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭କୁ ସ୍ଥିରହୋଇଥିଲା।ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା Continue Reading
Odisha News
ଭୁବନେଶ୍ୱର,୨୨/୫: ଏଣିକି ସରକାର ଆଦିବାସୀ(SC/ST)ଙ୍କ ଜମି କିଣିବେ। ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେ ନାହିଁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ରାଜ୍ୟ ସରକାର ଖୁବ୍‌ଶୀଘ୍ର କର୍ପସ ଫଣ୍ଡ୍ ଗଠନ କରିବେ। ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉକ୍ତ କମିଟି ଗଠନ ହେବ।ଏହି କମିଟିରେ SC/ST ବିଭାଗ ସଚିବ, ନିର୍ଦ୍ଦେଶକ, ବିଶେଷଜ୍ଞ ରହିବେ। SC/ST ବିଭାଗ ଗୃହ କମିଟି, ବିଧାୟକଙ୍କ Continue Reading
Odisha News
ଭୁବନେଶ୍ୱର, ୨୨/୫: ଓଡ଼ିଶା କର୍ମଚାରୀ ପ୍ରବଣନ ଆୟୋଗ (ଓଏସଏସି) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ତଥା ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ଶ୍ରୀ ଅଭୟ । କାର୍ଯ୍ୟକାଳ ସରିବା ପୂର୍ବରୁ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି । ରାଜ୍ୟ ସରକାର ତାଙ୍କର ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି ।ତେବେ ଓଏସଏସସିର ସଦସ୍ୟ ଥିବା ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସୁଧାକର ବୁର୍ଗୀ ଏହି ଦାୟିତ୍ୱ ହସ୍ତାନ୍ତର କରାଯାଇଛି । ପରବର୍ତ୍ତୀ Continue Reading
Odisha News
ଭୁବନେଶ୍ୱର ୨୨/୫: ପୁଣି ଓଡିଶାକୁ ଫେରିଛି କରୋନା । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ ।ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ ହୋମ୍ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି । ଓଡିଶାକୁ କରୋନାର ନୂଆ ମାମଲା ସାମନାକୁ ଆସିବା ପରେ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପସିଛି […]Continue Reading
Odisha News
ଭୁବନେଶ୍ୱର, ୨୧/୫ : ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ। ବିଜ୍ଞପ୍ତି ପ୍ରକାଶ ପାଇବାର କିଛି ସମୟ ଭିତରେ ବଡ଼ ନିଷ୍ପତି ନିଆଯାଇଛି। ସଅଳ ମୌସୁମୀ ପାଇଁ ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଏନେଇ ସାମ୍ବାଦିକ ସମ୍ମଳନୀରେ ସ୍ପଷ୍ଟ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର ସଚିବ ଶ୍ରୀଯୁକ୍ତ ସନ୍ତୋଷ ଦାସ। ମୌସୁମୀ ଶେଷ ହେଲେ ପୁଣି ଥରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସେ ସୂଚନା ଦେଇଛନ୍ତି।ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ, ଓ ୱାର୍ଡମେମ୍ବରଙ୍କୁ ମିଶାଇ ୧୧୩୧ Continue Reading