Home Posts tagged bhubaneswar celibrates 77th foundation days
Odisha News
ଓଡ଼ିଶା,୧୩/୪ : ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍‌, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି ମନ୍ଦିରମାଳିନୀ ସହରର ସ୍ବତନ୍ତ୍ର ପରିଚୟ। ୪୦ହଜାର ଜନସଂଖ୍ୟାକୁ ନେଇ ଭୁବନେଶ୍ୱରକୁ ରାଜ୍ୟର ରାଜଧାନୀ ଘୋଷଣା କରାଯିବା ସହ ୧୯୪୮ ଏପ୍ରିଲ ୧୩ରେ ଏଥିପାଇଁ ଶିଳାନ୍ୟାସ କରାଗଲା।୧୯୫୨ ଅକ୍ଟୋବର ପହିଲାରେ ବିଜ୍ଞାପିତ ଅଞ୍ଚଳ ପରିଷଦ, ୧୯୭୯ରେ ମ୍ୟୁନିସିପାଲିଟି ଓ ୧୯୯୪ରେ Continue Reading