Home Posts tagged Bhubaneswar test Covid-19 positive
Odisha News
ଭୁବନେଶ୍ବର,୧୬/୭: ଗତକାଲି ଭଳି ଶନିବାର ବି ହଜାରେ ଉପରେ ରହିଛି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ। ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା […]Continue Reading
Odisha News
ଭୁବନେଶ୍ୱର,୧୫/୭: ଭୁବନେଶ୍ୱରରୁ ୯୦ଜଣ କୋଭିଡ଼-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରେ ୨୪ ଘଣ୍ଟାରେ ସର୍ବାଧିକ ୯୦ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ରୁ ୬୩ ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭ ପଜିଟିଭ୍ ଚିହ୍ନଟ ରହିଛନ୍ତି । ସେହିପରି ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍ କରି ସୂଚନା ଦେଇଛି ।ଭୁବନେଶ୍ୱରରୁ ୯୦ଜଣ କୋଭିଡ଼-୧୯ ସଂକ୍ରମିତ Continue Reading
Odisha News
ଭୁବନେଶ୍ୱର,୧୪/୭: ଭୁବନେଶ୍ୱରରୁ ଆଜି ପୁଣି ୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୫୧ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬ଟି ସ୍ଥାନୀୟ ମାମଲା ରହିଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ମଙ୍ଗଳବାର ଟୁଇଟ କରି ସୂଚନା ଦିଆଯାଇଛି।ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୬ ଜଣଙ୍କ ମଧ୍ୟରେ ହସ୍ପିଟାଲରୁ ୩୨ ଓ ୨୫ ବର୍ଷୀୟ ଦୁଇ ମହିଳା, ଚନ୍ଦ୍ରଶେଖରପୁରରୁ ୨୭ ବର୍ଷୀୟ ଯୁବକ ଓ ୫୦ Continue Reading
Odisha News
ଭୁବନେଶ୍ୱର,୧୪/୭: ଓଡ଼ିଶାରେ ଆଜି ପୁଣି ୪ ଜଣ ଜୀବନ ନେଇଛି କରୋନା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ ଛୁଇଁଛି।୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ୨ ଜଣ ଥିବା ବେଳେ ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।କଟକର ଜଣେ ୭୧ ବର୍ଷୀୟ ବୃଦ୍ଧ ଆଜି କରୋନାରେ ଆଖି ବୁଜିଛନ୍ତି। ସେ ପୂର୍ବରୁ […]Continue Reading
Odisha News
ଭୁବନେଶ୍ୱର,୧୩/୭: ସୋମବାର ଦିନ ଭୁବନେଶ୍ୱରରୁ ୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ମଧ୍ୟରୁ ୧୦ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ବେଳେ ୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ଜଣା ପଡିଛି ।ଆଜି ଜଣେ ବର୍ଷକର ଶିଶୁ କନ୍ୟା ଏବଂ ଜଣେ ୭ବର୍ଷର ବାଳକ କରୋନା ଆକ୍ରାନ୍ତ ହୋଇଛନ୍ତି । ବର୍ଷକର ଶିଶୁକନ୍ୟାଟି ରାଧାକ୍ରିଷ୍ଣ ତଳ ବସ୍ତିର ହୋଇଥିବା ବେଳେ ୭ବର୍ଷର ବାଳକ ଜଣକ ୟୁନିଟ-୫ର କେଶରୀନଗର ବସ୍ତିର ବୋଲି ଜଣାପଡିଛି । ଏ […]Continue Reading
Odisha News
ଭୁବନେଶ୍ୱରରୁ ପୁଣି ୬୪ କରୋନା ଆକ୍ରାନ୍ତ ଚିହ୍ନଟଭୁବନେଶ୍ୱର,୧୨/୭: ଭୁବନେଶ୍ୱରରୁ ରବିବାର ଦିନ ପୁଣି ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୬ ରହିଥିବାବେଳେ ଲୋକାଲ କେସ୍ ୨୮ ରହିଛି। ସେପଟେ ଭୁବନେଶ୍ୱର ସହରରୁ ଆଉ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ପଜିଟିଭ ସଂଖ୍ୟା ୭୦୪ ରିହିଛି । ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୩୨୭ ଜଣ । ଆକ୍ଟିଭ ଅଛନ୍ତି ୩୬୮ ଜଣ । ସେଥି ମଧ୍ୟରୁ […]Continue Reading
Odisha News
ଭୁବନେଶ୍ୱର,୬/୭: ସୋମବାର ଦିନ ଭୁବନେଶ୍ୱରରୁ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୭ଜଣଙ୍କ ମଧ୍ୟରୁ ୧୦ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ବେଳେ ୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୨ଜଣ କରୋନା ଯୋଦ୍ଧା ରହିଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ ।ଚିହ୍ନଟ ୧୦ ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ହେଉଛନ୍ତି ଡୁମଡୁମା ରଘୁନାଥ ନଗର ବସ୍ତିର ୪୦ […]Continue Reading
Odisha News
ଭୁବନେଶ୍ବର ୨।୭: ଭୁବନେଶ୍ବରରୁ ପୁଣି ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ୧୩ଜଣଙ୍କ ମଧ୍ୟରେ ୮ଜଣ ଘରୋଇ ସଙ୍ଗରୋଧରେ ଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି । ଏହା ସହ ଆଜି ୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ପକ୍ଷରୁ ଟୁଇଟର ଯୋଗେ ସୂଚନା ଦିଆଯାଇଛି।ଭୁବନେଶ୍ବରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୫ରେ ପହଞ୍ଚିଛି । ଏଥିମଧ୍ୟରୁ ୨୦୧ ଜଣ ସୁସ୍ଥ […]Continue Reading
Seo wordpress plugin by www.seowizard.org.