ଭୁବନେଶ୍ୱର, ୮/୧୦ : ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜିଠାରୁ ଓଡ଼ିଶାରୁ ଫେରିବା ପ୍ରକ୍ରିୟା ଆରମ୍ଭ କରିଥିବା ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ଵାଭାବିକଠୁ ଢେର ଅଧିକ ରହିଛି।ଉମାଶଙ୍କର ଦାସ କହିଛନ୍ତି, ବର୍ତ୍ତମାନ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ Continue Reading




