ଭୁବନେଶ୍ୱର,୨୬/୧୦ : କଟକ ଓ ଭୁବନେଶ୍ୱରରେ ଥିବା ଆପାର୍ଟମେଣ୍ଟଗୁଡ଼ିକର ପ୍ରବେଶ ଓ ପ୍ରସ୍ଥାନ ପଏଣ୍ଟଗୁଡ଼ିକରେ ଲାଗିବ IP ଯୁକ୍ତ କ୍ୟାମେରା। ଏହି କ୍ୟାମେରା ଲଗାଇବା ପାଇଁ ସମସ୍ତ ଆପାର୍ଟମେଣ୍ଟର ବାସିନ୍ଦା କଲ୍ୟାଣ ସଂଘଗୁଡ଼ିକୁ ସୂଚନା ଜାରି କରାଯାଇଥିବା କହିଛନ୍ତି ପୁଲିସ କମିଶନର ଏସ୍ ଦେବଦତ୍ତ ସିଂହ। ଆପାର୍ଟମେଣ୍ଟଗୁଡ଼ିକରେ ଚୋରି ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ରୋକିବାକୁ ଏଭଳି ପଦକ୍ଷେପ ନେଇଛି କଟକ-ଭୁବନେଶ୍ୱର କମିଶନରେଟ ପୁଲିସ୍।ପୁଲିସ କମିଶନର Continue Reading
ଭୁବନେଶ୍ୱର,୨୪/୧୦:ଉପକୂଳ ମୁହାଁଇବା ସହ ପ୍ରଭାବ ଦେଖାଇଲାଣି ଭୀଷଣ ବାତ୍ୟା \’ଦାନା\’ । ଓଗଊ ପୂର୍ବାନୁମାନ କରିଥିବା ସ୍ଥାନରେ ହିଁ ସ୍ଥଳଭାଗ ଛୁଇଁବ ବାତ୍ୟା । ଲ୍ୟାଣ୍ଡଫଲ୍ ବେଳେ ୧୦୦-୧୨୦ କିମି ବେଗରେ ବହିବ ପବନ । ଏହା ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ପବନର ବେଗ ବି ବଢ଼ିଲାଣି । ମାତ୍ର ଏଯାଏ ‘ଦାନା’ର କୌଣସି ଆଖି ଦେଖାଯାଇନି ବୋଲି କହିଛନ୍ତି ଓଗଊ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ।ସେ କହିଛନ୍ତି, ସାଇକ୍ଲୋନ୍ Continue Reading
ଭୁବନେଶ୍ୱର,୨୩/୧୦ : ରାଜ୍ୟର ମୋହନ ମାଝୀ ସରକାର ଆଜି ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ତତ୍କାଳ ପ୍ରଭାବରୁ ବରଖାସ୍ତ କରିଛନ୍ତି ।ବିଜେଡି ସରକାର ସମୟରେ ମହିଳା ଆୟୋଗରେ ଥଇଥାନ ହୋଇଥିବା ଆଗଧାଡ଼ିର ବିଜେଡି ନେତ୍ରୀମାନେ ନିଜଆଡ଼ୁ ଇସ୍ତଫା ନଦେବା ପରେ ରାଜ୍ୟର ବିଜେପି ସରକାର ନିଜ କ୍ଷମତାର ଉପଯୋଗ କରି ସେମାନଙ୍କୁ ବରଖାସ୍ତ କରିଥିବା ଜଣାପଡ଼ିଛି । ଏହାସହିତ ରାଜ୍ୟରେ ମହିଳା ଆୟୋଗର ନୂଆ ଅଧ୍ୟକ୍ଷା ଓ ସଦସ୍ୟା ନିମନ୍ତେ ଚୟନ […]Continue Reading
ଭୁବନେଶ୍ୱର,୨୩/୧୦ : ରାଜ୍ୟରେ ୨୦୨୩ ବର୍ଷ ପାଇଁ ଓସିଏସ୍ ପରୀକ୍ଷା ଦେବାକୁ ଯାଉଥିବା ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର ଆସିଛି ।ବାତ୍ୟା ଦାନାକୁ ନେଇ ଓଡ଼ିଶା ଲୋକ ସେବା ଆୟୋଗ (OPSC) ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି । ଆସନ୍ତା ୨୭ ତାରିଖ ରବିବାର ହେବାକୁ ଥିବା ଓସିଏସ୍ ପ୍ରିଲିମ୍ସ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆଗାମୀ ୭ ଦିନ ପରେ ପରବର୍ତ୍ତୀ ତାରିଖ ନେଇ ନିଷ୍ପତି ଗ୍ରହଣ କରାଯିବ ବୋଲି ଓପିଏସସି ପକ୍ଷରୁ କୁହାଯାଇଛି […]Continue Reading
ଭୁବନେଶ୍ୱର,୨୩/୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଅଭିମୁଖେ ଆସୁଥିବାବେଳେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ବୈଠକରେ ମୋଟ୍ ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୨୦୨୪-୨୫ ଖରିଫ ବିପଣନ ବର୍ଷ ପାଇଁ ନୂଆ ଖାଦ୍ୟ ଓ ଧାନ ସଂଗ୍ରହଣ ନୀତି ସମେତ ସୁଭଦ୍ରା Continue Reading
ଭୁବନେଶ୍ବର, ୨୩/୧୦ : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ନେଇ ଅପଡେଟ୍ ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି, ବାତ୍ୟା ‘ଦାନା’ର ପ୍ରଭାବ ଭଦ୍ରକ, କେନ୍ଦ୍ରାପଡ଼ା ଓ ବାଲେଶ୍ବର ଜିଲ୍ଲାରେ ଅଧିକ ରହିବ। ଏହାଛଡ଼ା ଯାଜପୁର ଏବଂ ଜଗତସିଂହପୁର ଜିଲ୍ଲା ବି ପ୍ରଭାବିତ ହେବ। ଧାମରା ଓ ଭିତରକନିକା ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହାର ପ୍ରଭାବରେ ସମୁଦ୍ରରେ ଜୁଆର ଆସିବ ଏହି ଦୁଇ ସ୍ଥାନରେ ମଧ୍ୟରେ Continue Reading
ଭୁବନେଶ୍ୱର,୨୩/୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ବାତ୍ୟାଟି ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବେ ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି। ବାତ୍ୟାଟି Continue Reading
ଭୁବନେଶ୍ବର, ୨୨/୧୦ : ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ଆସନ୍ତା ୨୩ରୁ ୨୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର ୧୪ଟି ଜିଲ୍ଲାରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ଏନେଇ ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ‘ଦାନା’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, Continue Reading
ଭୁବନେଶ୍ୱର, ୨୨/୧୦ : ଆଜି ସକାଳେ ୱେଲ୍ ମାର୍କଡ ଲୋ ପ୍ରେସର ଅବପାତରେ ପରିଣତ ହୋଇଛି। ତାହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ।ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ । ବାତ୍ୟା ପ୍ରଭାବରେ ଆସନ୍ତାକାଲି ସନ୍ଧ୍ୟା ବା ରାତିରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ Continue Reading
ଭୁବନେଶ୍ୱର,୨୨/୧୦: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ କ୍ଷ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । କୈଳାଶ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ ଭାବରେ କାର୍ୟ୍ୟରତ ଥିବା ଜଣାପଡିଛି।ଠିକା କାମରେ ଦୁର୍ନୀତି କରୁଥିବାନେଇ ତାଙ୍କ ନାମରେ ଅନେକ ଅଭିଯୋଗ ହୋଇଥିଲା । ସେନେଇ ଆଜି ତାଙ୍କ ପୈତୃକ ଘର ସମେତ ଆଉ ୧୦ଗୋଟି ସ୍ଥାନରେ ଆଜି ସକାଳେ ମିଳିତ ଭାବରେ ଚଢ଼ାଉ କରାଯାଇଛି […]Continue Reading




