ଭୁବନେଶ୍ୱର, ୧୫/୧୦ : ଧାନ କିଣିବା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ମଣ୍ଡି ଦାୟିତ୍ୱରେ ରହିବେ ମନ୍ତ୍ରୀ । ପ୍ରତି ମଣ୍ଡିରେ ରହିବେ ଜଣେ ଲେଖାଏଁ ପ୍ରାଧିକୃତ ଅଧିକାରୀ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।ମଙ୍ଗଳବାର ଧାନ କିଣା ପାଇଁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ମନ୍ତ୍ରୀ କହିଛନ୍ତି ଯେ ୩୦ ଜିଲ୍ଲାରେ ଜିଲ୍ଲାପାଳଙ୍କ […]Continue Reading
ଭୁବନେଶ୍ୱର,୧୫/୧୦: ଏମ୍ପି ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା। ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ୱ ଦିଆଯାଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ବୈଜୟନ୍ତଙ୍କୁ ଇନଚାର୍ଜ ଭାବେ ନିଯୁକ୍ତି କରିଛି। ସେହିପରି ଏମ୍ପି ଅତୁଲ ଗର୍ଗଙ୍କୁ ସହକାରୀ ଇନଚାର୍ଜ ଭାବେ ମଧ୍ୟ ନିଯୁକ୍ତି ମିଳିଛି। ଉଭୟଙ୍କୁ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତି ଦେଇଛନ୍ତି।ଦିଲ୍ଲୀ ବିଧାନସଭା ନିର୍ବାଚନ ଆଗକୁ ଅଛି। ସେଥିପାଇଁ Continue Reading
By Our Correspondent Bhubaneswar, Oct 14: The International Training Program on Deep Sea Minerals was officially launched today at SS Bhatnagar Hall, CSIR-IMMT, Bhubaneswar. Dr. Ramanuj Narayan, Director of CSIR-IMMT, inaugurated the program, joined by Dr. Kali Sanjay, Head of the Hydro & Electrometallurgy Department, CSIR-IMMT, Mr. P.K. Dash, Administrative Officer, Continue Reading
ଭୁବନେଶ୍ୱର,୧୪/୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି। ସବୁଠୁ ଚମକାଇ ଦେଇଛି ଦଳର ବରିଷ୍ଠ ନେତା ତଥା ବଡ଼ଚଣାର ପୂର୍ବତନ ବିଧାୟକ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ। ଲେନିନ ତାଙ୍କୁ ଦଳ ଛାଡ଼ି ପଳାନ୍ତୁ କହିବା ପରେ ଅମର କଡ଼ା କଥା ଶୁଣାଇ ଦେଇଛନ୍ତି।ସେ କହିଛନ୍ତି, ‘ଦିନ ଥିଲା ମୁଁ ବିଜେଡିରେ ଟିକେଟ ବାଣ୍ଟୁଥିଲି। ଏବେ ମୁଁ ଦଳରେ […]Continue Reading
ଭୁବନେଶ୍ୱର,୯/୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟୟେ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି।ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି Continue Reading
ଭୁବନେଶ୍ୱର,୯/୧୦ :ମାଓବାଦୀ ପ୍ରଭାବିତ ୧୦ ଜିଲାର ୫୮୩ ଗ୍ରାମର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରାଯାଇଛି। ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଏଥିରେ ଲକ୍ଷ୍ୟ ରଖାଯାଇଛି।ରାଜ୍ୟ ସରକାର ସମସ୍ତ ବିଭାଗର ମିଳିତ ସହଯୋଗରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’କୁ ଅନୁଧ୍ୟାନ କରିବା ପାଇଁ ରାଜ୍ୟ, ଜିଲା ଓ ବ୍ଲକ Continue Reading
ଭୁବନେଶ୍ୱର, ୮/୧୦: ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଭିଜିଲାନ୍ସ ସ୍କାନରକୁ ଆସିଛନ୍ତି ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରମେଶ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି ।ମଙ୍ଗଳବାର ସକାଳୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରମେଶଙ୍କ ଘରେ ପଶିଥିଲା । Continue Reading
ଭୁବନେଶ୍ୱର,୭/୧୦ : ଦେଶର ସର୍ବବୃହତ ହୀରାକୁଦ ଜଳ ଭଣ୍ଡାରର ହେବ ନବକଳେବର । ଏଥିପାଇଁ ୮୫୫ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ଆସନ୍ତା ୪ ବର୍ଷରେ ହୀରାକୁଦ ଡ୍ୟାମ୍ ପ୍ରକଳ୍ପ କେନାଲ୍ ପଦ୍ଧତିରେ ନବୀକରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏ ନେଇ ଜଳସମ୍ପଦ ବିଭାଗ ପକ୍ଷରୁ ସଂକଳ୍ପ ପତ୍ର ଜାରି କରାଯାଇଛି ।୧୯୫୭ ମସିହାରେ ମହାନଦୀ ତଟରେ ନିର୍ମିତ ହୋଇଥିବା ବୃହତ ସବୁଠୁ ବଡ଼ ମାଟି ନଦୀ ବନ୍ଧ ହୀରାକୁଦର […]Continue Reading
ଭୁବନେଶ୍ୱର,୭/୧୦: ଆଉ ହେବନି ବସ୍ ଧର୍ମଘଟ। ସୋମବାର ସନ୍ଧ୍ୟାରୁ ହେବାକୁ ଥିବା ବସ ଧର୍ମଘଟ ପ୍ରତ୍ୟାହୃତ କରିନେଲେ ଘରୋଇ ବସ୍ ମାଲିକ ସଂଘ। ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ ମାଲିକ ସଂଘ ନିଷ୍ପତ୍ତିରୁ ଓହରି ଯାଇଛନ୍ତି।ପରିବହନ ମନ୍ତ୍ରୀଙ୍କ ସହ ବୈଠକ ପରେ ଧର୍ମଘଟରୁ ଓହରିଲା ସଂଘ। ଲକ୍ଷ୍ମୀ ବସ ଚଳାଚଳକୁ ବିରୋଧ କରି ଧର୍ମଘଟ ଡାକରା ଦିଆଯାଇଥିଲା। ବସ୍ ଧର୍ମଘଟ ପ୍ରତିହତ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ପରିବହନ ମନ୍ତ୍ରୀଙ୍କ ବାସଭବନରେ ବିସିଥିଲା। ମାନସ Continue Reading
ଭୁବନେଶ୍ୱର,୭/୧୦: ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ର ସୋମବାର ବ୍ୟାଙ୍କ ଖାତାକୁ ୧ ଟଙ୍କା ଆସିବ ବୋଲି ଏନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରୀଡ଼ା।ତେବେ ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ଦିଆଯିବ ବୋଲି ମଧ୍ୟ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆଜି ସୁଦ୍ଧା ୧ କୋଟି ମହିଳାଙ୍କ ଆବେଦନ ପୂରଣ ହୋଇପାରେ। ୩୨ ଲକ୍ଷ ଏମ୍ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଥିବା ପ୍ରଭାତୀ କହିଛନ୍ତି।Continue Reading




