Home Posts tagged Bhubaneswar (Page 105)
Odisha News
ଭୁବନେଶ୍ୱର, ୧୮/୧: ରାସନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା । ଆୟକରଦାତା ରାସନ ହାତେଇଥିବା କହିଛନ୍ତି ମନ୍ତ୍ରୀ । ରାଜ୍ୟର ପ୍ରାୟ ୪ଲକ୍ଷ ଆୟକରଦାତା ରାସନ କାର୍ଡ ନେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି । ତେବେ ପ୍ରକୃତ ସତ୍ୟାସତ୍ୟ ଜାଣିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ରିପୋର୍ଟ ଆସିଲେ କାର‌୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି Continue Reading
Odisha News
ଭୁବନେଶ୍ୱର, ୧୭/୧ : ଆଗାମୀ ଦିନରେ ଓଡ଼ିଶାକୁ ଆହୁରି ଶିଳ୍ପ ଆସିବ । ଓଡ଼ିଶା ଏବଂ ସିଙ୍ଗାପୁର ମଧ୍ୟରେ ସମ୍ପର୍କ ଆହୁରି ସୁଦୃଢ଼ ହେବ ।ଶୁକ୍ରବାର ୮ଟି ପ୍ରକଳ୍ପକୁ ନେଇ ଓଡ଼ିଶା ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହେବା ପରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମଙ୍କ ସହିତ ରାଜ୍ୟ ସରକାରଙ୍କ ଚୁକ୍ତି ସ୍ୱାକ୍ଷରିତ ହୋଇଛି ।ଇଣ୍ଡଷ୍ଟ୍ରିଆଲ୍ ପାର୍କ, Continue Reading
Odisha News
ଭୁବନେଶ୍ୱର,୧୭/୧: ଭରତପୁର ଥାନା ଅଧୀନ ଘାଟିକିଆ ମୌଜାରେ ସରକାରୀ ଜମି ଉପରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମକୁ ଶୁକ୍ରବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବୁଲ୍‌ଡୋଜର ଲଗାଇ ଭାଙ୍ଗି ଦିଅଯାଇଛି। ନିର୍ଦ୍ଧାରିତ ସମୟ ୧୨ଟାରେ ଏହି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ଗୋଟିଏ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।ସୂଚନା ଯୋଗ୍ୟ, ବିଡିଏ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍ ପକ୍ଷରୁ ଗୁରୁବାର ଆଶ୍ରମ ନିକଟରେ Continue Reading
Odisha News
ଭୁବନେଶ୍ୱର,୧୬/୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ।ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ଜାନୁଆରୀ ମାସରୁ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ରାଜ୍ୟର ସମସ୍ତ ପଦ୍ମ Continue Reading
Odisha News
ଭୁବନେଶ୍ୱର, ୧୬/୧: ଦୁଇ ବର୍ଷ ପରେ ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ପୁଣି ଥରେ ରାଜନୀତି ପାଣିପାଗ ସରଗରମ ହୋଇଛି । ନବଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି କରିଛନ୍ତି ପରିବାର ଲୋକ ।ତେବେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଦୀପାଳି ତଦନ୍ତରେ ସନ୍ତୁଷ୍ଟ ନାହାଁନ୍ତି ଏବଂ ସିବିଆଇ ତଦନ୍ତ ଚାହୁଛନ୍ତି ବୋଲି ଲେଖିକି ସରକାରଙ୍କୁ ଦେବାକୁ କହିଛନ୍ତି ଆଇନ ମନ୍ତ୍ରୀ ।ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ Continue Reading
Odisha News
ଭୁବନେଶ୍ୱର,୧୫/୧: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ତଥା ଜନ ଅଭିଯୋଗ ବିଭାଗ (GA&PG) ବିଜ୍ଞପ୍ତି ପ୍ରକାଶ ପାଇଛି।ବିଜ୍ଞପ୍ତି ଅନୁଯାୟୀ, କେନ୍ଦୁଝର ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ୍ (ଏଡିଏମ୍) ଭାବରେ କାର୍ଯ୍ୟ କରୁଥିବା ଆଲୋକ କୁମାର ପ୍ରଧାନଙ୍କୁ ଓମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବରେ ପୋଷ୍ଟ Continue Reading
Odisha News
ଭୁବନେଶ୍ୱର, ୧୫/୧ : ବିମାନବନ୍ଦରରୁ ଜବତ ହେଲା ନିଶାଦ୍ରବ୍ୟ । ଭୁବନେଶ୍ୱର ବିମାନ ବନ୍ଦରରୁ ଜବତ ହୋଇଛି ୪କୋଟି ଟଙ୍କାର ନିଶାଦ୍ରବ୍ୟ । କଷ୍ଟମ ବିଭାଗ ଓ ଡିଆର୍‌ଆଇ ଟିମ୍ ଏହି ନିଶା ସାମଗ୍ରୀକୁ ଧରିଛି ।ସୂଚନା ଅନୁଯାୟୀ, ଭୁବନେଶ୍ବର ଏୟାରପୋର୍ଟରୁ ଧରା ହୋଇଛନ୍ତି ୪ କୋଟିର ଦାମୀ ନିଶାଦ୍ରବ୍ୟ । ଏହି ନିଶା ଦ୍ରବ୍ୟ ବ୍ୟାଙ୍କକ୍ ରୁ ଆସିଥିବା ସୂଚନା ମିଳିଛି । ସୂତ୍ରରୁ ଖବର ପାଇ ଏୟାରପୋର୍ଟରୁ ଧରିଛି କଷ୍ଟମ ବିଭାଗ । ନିଶାଦ୍ରବ୍ୟକୁ […]Continue Reading
Odisha News
ଭୁବନେଶ୍ୱର, ୧୩/୧୧: ୧୯୭୫ ମସିହାରେ ତତ୍କାଳୀନ ଇନ୍ଦିରା ଗାନ୍ଧୀ ସରକାର ଲାଗୁ କରିଥିବା ଜରୁରୀକାଳୀନ ପରିସ୍ଥିତିରେ ଯେଉଁମାନେ ଜେଲ୍ ଯାଇଥିଲେ ସେମାନଙ୍କ ପାଇଁ ଆସିଛି ବଡ଼ ଖବର ।ଜରୁରୀ ପରିସ୍ଥିତିରେ ସରକାର ବିରୋଧରେ ଲଢ଼ି ଯେଉଁମାନେ ଜେଲରେ ଅଟକ ଥିଲେ ସେମାନଙ୍କୁ ରାଜ୍ୟ ସରକାର ଭତ୍ତା ପ୍ରଦାନ କରିବେ । ସମସ୍ତ ଜୀବିତ ବ୍ୟକ୍ତିଙ୍କୁ ରାଜ୍ୟ ସରକାର ମାସିକ ୨୦ ହଜାର ଟଙ୍କା ଲେଖାଏଁ ଭତ୍ତା ପ୍ରଦାନ କରିବାକୁ ସୋମବାର ଘୋଷଣା କରିଛନ୍ତି ।୧୯୭୫, ଜୁନ ୨୫ରୁ Continue Reading
Odisha News
ଭୁବନେଶ୍ୱର,୧୩/୧: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ପାଦେ ଆଗେଇଛି ଓଡ଼ିଶା। ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ରାଜ୍ୟ Continue Reading