ଭୁବନେଶ୍ୱର,୪/୧: ରାଜ୍ୟ ସରକାରଙ୍କ ‘ଆମ ବସ୍’ ବାରମ୍ବାର ଦୁର୍ଘଟଣା ଘଟାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ବେଗ ପ୍ରକାଶ କରିଛନ୍ତି। ସେ କଡ଼ା ନିର୍ଦ୍ଦେଶ ଦେଇ କହିଛନ୍ତି, ଡ୍ରାଇଭରଙ୍କୁ ନିୟମିତ ଟ୍ରେନିଂ ଦିଆଯିବ। ବିଶେଷକରି ଆମ ବସ୍ ଡ୍ରାଇଭରମାନଙ୍କ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ ଦିଆଯିବ।ଡ୍ରାଇଭରମାନଙ୍କ ମଧ୍ୟରେ ସମ୍ବେଦନଶୀଳ ମନୋଭାବ ସୃଷ୍ଟି ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏମ୍ଭିଆଇମାନଙ୍କ ଦ୍ୱାରା ଆମ ବସ୍ଗୁଡ଼ିକର ଫିଟନେସ୍ Continue Reading




