Home Posts tagged Bhubaneswar (Page 11)
Odisha News
ଭୁବନେଶ୍ୱର, ୨୧/୭ : ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର ସଂକ୍ଷିପ୍ତ ପୁନରୀକ୍ଷଣ (SIR) ପ୍ରକ୍ରିୟା ଶେଷ ହେବା ପରେ ରାଜ୍ୟରେ ନୂତନ ଭୋଟର ତାଲିକା ପ୍ରସ୍ତୁତ କରାଯିବ। ଏ ନେଇ ସୋମବାର ଅନୁଷ୍ଠିତ ବୈଠକ ପରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସୂଚନା ଦେଇଛନ୍ତି।ସଚିବଙ୍କ କହିବା ଅନୁଯାୟୀ, ଅକ୍ଟୋବର ୨୬ରୁ ନଭେମ୍ବର ୭ ପର‌୍ୟ୍ୟନ୍ତ ଘରକୁ ଘର […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର,୧୮/୭ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି ରାଜ୍ୟ ନିର୍ବାଚନ ଆୟୋଗ (SEC)।ଜାତୀୟ ଜନଗଣନା ପ୍ରକ୍ରିୟା ଶେଷ ହେବା ପରେ ଆସନ୍ତା ବର୍ଷ ଏପ୍ରିଲ କିମ୍ବା ମେ\’ ମାସରେ ପଞ୍ଚାୟତ ଓ ପୌର ନିର୍ବାଚନ ଏକାସାଙ୍ଗରେ କରାଯିବାର ସମ୍ଭାବନା ରହିଛି। ଏନେଇ ରାଜ୍ୟ ନିର୍ବାଚନ ଆୟୋଗର ସଚିବ ସନ୍ତୋଷ କୁମାର ଦାଶ ସୂଚନା ଦେଇଛନ୍ତି।ସେ କହିଛନ୍ତି, ନିର୍ବାଚନ ପାଇଁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୮/୭: ଓଡ଼ିଶାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆସିଛି ଏକ ବଡ଼ ପରିବର୍ତ୍ତନ। କ୍ୟାନସର ରୋଗୀଙ୍କ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି ଏକ ବଡ଼ ଆଶ୍ୱସ୍ତି।ଏବେ ଆଉ ଅର୍ଥ ଅଭାବରୁ କ୍ୟାନସର ଚିକିତ୍ସା ଅଧାରେ ଅଟକିବ ନାହିଁ। ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କ୍ୟାନସର ଚିକିତ୍ସାକୁ ସାମିଲ କରାଯାଇଛି ଏବଂ ଏଥିପାଇଁ ୧୨୧ଟି ନୂଆ ଚିକିତ୍ସା ପ୍ୟାକେଜ୍ ଯୋଡ଼ାଯାଇଛି। ଏହି ପଦକ୍ଷେପ ହଜାର ହଜାର କ୍ୟାନସର ରୋଗୀ ଓ Continue Reading
Odisha News
ଭୁବନେଶ୍ୱର, ୧୮/୭: ରାଜ୍ୟରେ ବର୍ଷାର ଲଗାଣ ଜାରି ରହିଛି। ଲଘୁଚାପ ପ୍ରଭାବରେ ଗତ କାଲି ରାତିଠାରୁ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅବିରତ ବର୍ଷା ହେଉଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଭୁବନେଶ୍ୱର, କଟକ ଓ ପୁରୀରେ ସାରା ରାତି ବର୍ଷା ଯୋଗୁଁ ଅନେକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ରାସ୍ତାରେ ପାଣି ଜମିଥିବାରୁ ଯାତାୟାତ ବ୍ୟାହତ ହେବା ସହ ଲୋକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ୨୪ ଘଣ୍ଟାରେ କେବଳ ପୁରୀରେ ୭୨ ମିଲିମିଟର Continue Reading
Odisha News
ଭୁବନେଶ୍ୱର,୧୫/୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ।ବୁଧବାର ସକାଳ ୫.୩୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।ସୃଷ୍ଟି ହୋଇଥିବା ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୪/୭ : ରାଜ୍ୟର ବିକାଶକୁ ଆହୁରି ଗତିଶୀଳ କରିବା ଲକ୍ଷ୍ୟରେ ମୋହନ ସରକାର ନେଇଛନ୍ତି ଆଉ ଏକ ବଡ଼ ପଦକ୍ଷେପ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ୪୪ତମ ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି।ଏହି ନିଷ୍ପତ୍ତିଗୁଡ଼ିକ ଗ୍ରାମୀଣ ବିକାଶ, କୃଷି, ମତ୍ସ୍ୟଚାଷ, ଜଳସମ୍ପଦ, ସହଯୋଗ, ଖାଦ୍ୟ ଯୋଗାଣ ଓ ରାଜସ୍ୱ ପ୍ରଶାସନ ଭଳି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୪/୭ : ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ରାଜ୍ୟ ସରକାର ପୁଣି ଆଣିଛନ୍ତି ଏକ ବଡ଼ ସୁଯୋଗ। ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା-୨୦୨୬-୨୭ ପାଇଁ ଆଜି ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ଗାଇଡ୍‌ଲାଇନ୍ ଉନ୍ମୋଚନ କରିଛନ୍ତି। ପର୍ଯ୍ୟଟନ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ଯୋଜନାର ବିଭିନ୍ନ ନିୟମ ଓ ଆବେଦନ ପ୍ରକ୍ରିୟା ସମ୍ପର୍କରେ ସୂଚନା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ଭୁବନେଶ୍ୱର, ୧୩/୭ : ଓଡ଼ିଶାରେ ପୁଣି ସକ୍ରିୟ ହେବାକୁ ଯାଉଛି ବର୍ଷା। ଆସନ୍ତା ସାତ ଦିନ ଧରି ରାଜ୍ୟରେ ବ୍ୟାପକ ବର୍ଷା ସହ ବଜ୍ରପାତ, ଘଡ଼ଘଡ଼ି ଏବଂ ଦମକା ପବନର ସମ୍ଭାବନା ଥିବାବେଳେ ଭାରତୀୟ ପାଣିପାଗ ବିଭାଗ (IMD) ସତର୍କ ସୂଚନା ଜାରି କରିଛି।ବିଶେଷକରି ଜୁଲାଇ ୧୪ରୁ ୧୬ ମଧ୍ୟରେ ବର୍ଷାର ପ୍ରକୋପ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିପାଇଁ କନ୍ଧମାଳ, କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ Continue Reading
Odisha News
ଭୁବନେଶ୍ୱର, ୧୩/୭ : ଓଡ଼ିଶା ନିର୍ମାଣ ନିଗମ ଲିମିଟେଡର ବଲାଙ୍ଗିର ଲୋଏର୍ ସୁକତେଲ ପ୍ରକଳ୍ପରେ କାର‌୍ୟ୍ୟ ରତ ନିର୍ବାହୀ ଯନ୍ତ୍ରୀ ତଥା କୋରାପୁଟ ଆଇଟିଡିଏର ପୂର୍ବତନ ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ଘରେ ଚଢ଼ଉ ଜାରି ରହିଛି । ଖବର ଲେଖାଯିବା ବେଳକୁ ବାବୁଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି । ଯାହାକୁ ଦେଖି ଭିଜିଲାନ୍ସ ତାଜୁବ ହୋଇଯାଇଛି । ଏଯାବତ ତାଙ୍କର ଗୋଟେ ବାଣିଜ୍ୟିକ କୋଠା, ୮ଟି ମୂଲ୍ୟବାନ ଜମି, […]Continue Reading
Odisha News
ଭୁବନେଶ୍ବର, ୧୨/୭ : ବରିଷ୍ଠ ନେତା ତଥା ଚୌଦ୍ବାର-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ରବିବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।ଭୁବନେଶ୍ବରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଭାତ ବିଶ୍ଵାଳ ନିଜର ଶହଶହ ସମର୍ଥକଙ୍କ ସହିତ ବିଜେପିରେ ସାମିଲ ହୋଇଛନ୍ତି। ମିଶ୍ରଣ ପର୍ବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହିତ ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ।ଏହା Continue Reading