ଭୁବନେଶ୍ୱର,୫/୧୧: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆମ୍ବ ଟାକୁଆ ମୃତ୍ୟୁ ମାମଲାର ଆରଡିସି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଅନ୍ୟପକ୍ଷରେ ଏ ନେଇ କଂଗ୍ରେସ ରାଜନୀତି ଆରମ୍ଭ କରିଛି । ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କ ଅପାରଗତାକୁ ଦାୟୀ କରି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ Continue Reading
ଭୁବନେଶ୍ୱର, ୫/୧୧: କେନ୍ଦ୍ର ସରକାର ଉତ୍କଳ କେଶରୀ ଡାକ୍ତର ହରେକୃଷ୍ଣ ମହତାବଙ୍କୁ ଏକ ବଡ଼ ଶ୍ରଦ୍ଧାଞ୍ଜଳୀ ଦେବାକୁ ଯାଉଛନ୍ତି ।ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ଜାତୀୟ ସ୍ତରରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୋଦୀ ସରକାର । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି ଯେ Continue Reading
ଭୁବନେଶ୍ୱର,୪/୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି।ଚଳିତ ବର୍ଷ ୮୦ ଲକ୍ଷ ଟନ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। କୁଇଣ୍ଟାଲ ୩୧୦୦ ଟଙ୍କାରେ ସରକାର ଧାନ କିଣିବେ। ଗଝଚ ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନପୁଟ ସହାୟତା ମିଳିବ। ୪-୫ଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର […]Continue Reading
ଭୁବନେଶ୍ୱର,୩/୧୧: ବିଜେଡି ଖୁବ୍ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର।ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି, ସେ ଚେଇଁକି ସ୍ବପ୍ନ ଦେଖୁଛନ୍ତି। ଖୁବ୍ଶୀଘ୍ର କ’ଣ ଆଗାମୀ ଦଶନ୍ଧି ଯାଏ ବି ବିଜେଡି କ୍ଷମତାକୁ ଆସିପାରିବ ନାହିଁ। ଦୁଇ ନେତାଙ୍କ ଏପରି କଥାରେ କଥାରେ ଆକ୍ରମଣ ପ୍ରତି ଆକ୍ରମଣ ରାଜନୈତିକ ମହଲରେ ହଲଚଲ୍ ସୃଷ୍ଟି Continue Reading
ଭୁବନେଶ୍ୱର,୩/୧୧: ୨୦୨୫ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ରବିବାରଠାରୁ ଆରମ୍ଭ ହୋଇଛି। ଏହା ନଭେମ୍ବର ୧୮ ତାରିଖ ରାତି ୧୧.୪୫ ମିନିଟ୍ଯାଏ ଚାଲିବ।ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଲାଗି ଅନ୍ଲାଇନ୍ରେ ଫର୍ମ ପୂରଣ କରାଯାଉଛି। bseodisha.ac.inରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।Continue Reading
ଭୁବନେଶ୍ୱର, ୨/୧୧ : ଗତ ମାସରେ ଆସିଥିବା ସାମୁଦ୍ରିକ ଝଡ ‘ଦାନା’ ଓଡିଶା ଉପକୂଳରେ ତାଣ୍ଡବ ରଚିବା ପରେ ନଭେମ୍ବର ମାସରେ ଆଉ ଏକ ବାତ୍ୟାର ସୃଷ୍ଟି ନେଇ ଆଶା ଆଶଙ୍କା ଲାଗିରହିଛି। ତେବେ ବର୍ତ୍ତମାନ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନାକୁ ଖଣ୍ଡନ କରିଛି ପାଣିପାଗ ବିଭାଗ। ଆସନ୍ତା ଏକ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନାହିଁ। ରାଜ୍ୟରେ ନଭେମ୍ବର ୩ରୁ ୫ ତାରିଖ ପର୍ୟ୍ୟନ୍ତ ଶୁଖିଲା ପାଗ ରହିବା ସହିତ ୬ […]Continue Reading
ଭୁବନେଶ୍ୱର,୧/୧୧: ଏଣିକି ବାର ମାଲିକଙ୍କୁ ପଡ଼ିବ ମହଙ୍ଗା। ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଛଡା ବାରରେ ନାଚକୁ ଅବକାରୀ ବିଭାଗ ସମ୍ପୂର୍ଣ୍ଣ ବ୍ୟାନ କରିଛି। ବିଭାଗ ପକ୍ଷରୁ ଆସିଥିବା ଗାଇଡ୍ଲାଇନକୁ ଉଲ୍ଲଙ୍ଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।ଯେଉଁମାନେ ଅମାନିଆ ଯେଉଁମାନେ ଗାଇଡଲାଇନ୍ ଉଲ୍ଲଙ୍ଘନ କରିବେ ସେମାନଙ୍କ ଲାଇସେନ୍ସ ସରକାର ରଦ୍ଦ କରିବେ । ଏପରିକି ଗୀତ କେତେ ଡେସିବିଲ Continue Reading
ଭୁବନେଶ୍ୱର, ୩୦/୧୦ : ଯାତ୍ରାରେ ଦିନକୁ ଦିନ ଅଶ୍ଳୀଳ ନୃତ୍ୟ ବଢିବାରେ ଲାଗିଛି । କଳାକାରମାନେ ଅଶ୍ଳୀଳ ନୃତ୍ୟର ସୀମା ଲଙ୍ଘୁଥିବା ଦେଖିବାକୁ ମିଳିଛି । ଏହାକୁ ରୋକିବା ପାଇଁ ମଧ୍ୟ ବୁଦ୍ଧିଜୀବୀ ମହଲରେ ଦାବି ଉଠିଲାଣି ।ଏହା ମଧ୍ୟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରାରେ ଏଭଳି ନାଚକୁ ନେଇ ଚର୍ଚ୍ଚା ହେଉଛି। ଯାତ୍ରାରେ ଏଭଳି ନୃତ୍ୟ ଓଡ଼ିଆ ସଂସ୍କୃତି ବିରୋଧୀ। ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ Continue Reading
ଭୁବନେଶ୍ୱର,୩୦/୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ।Continue Reading
ଭୁବନେଶ୍ୱର,୩୦/୧୦ : ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଆସିଲା ବଡ଼ ଖବର। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି କର୍ମୀଙ୍କ ଟଙ୍କା ମିଳିବ। ବାଦ ପଡ଼ିଥିବା ସବୁ Continue Reading




