Home Posts tagged Bhubaneswar (Page 112)
Odisha News
ଭୁବନେଶ୍ୱର,୨୨/୧୨ : ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ତେବେ ତାଙ୍କର ମୃତ୍ୟୁ କେମିତି ହେଲା, ତାହା ସ୍ପଷ୍ଟ ହୋଇପାରିନାହିଁ।ମିଳିଥିବା ସୂଚନା ଅନୁଯାୟୀ, ବିଜୟ ମହାନ୍ତି ଭୁବନେଶ୍ୱରର ଏକ ଗେଷ୍ଟ ହାଉସ୍‌ରେ ଥିଲେ। କିନ୍ତୁ ସେଠାରେ ଅଚେତ ହୋଇଯାଇଥିଲେ। ଫଳରେ ତାଙ୍କୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି Continue Reading
Odisha News
ଭୁବନେଶ୍ୱର, ୨୧/୧୨ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି।ସେ ଦେଇଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର‌୍ୟ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, Continue Reading
Odisha News
ଭୁବନେଶ୍ୱର, ୨୧/୧୨ : ଆସନ୍ତା ଜାନୁଆରୀ ମାସରେ ମିଳିପାରେ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୨୦ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ତେବେ ବଣ୍ଡା ଘାଟିରେ ୧୨ହଜାରରୁ ଅଧିକ ମହିଳା ସୁଭଦ୍ରା ପାଇଁ ଆବେଦନ କରିଛନ୍ତି ।୯ହଜାର ମହିଳା ପ୍ରଥମ କିସ୍ତି ପାଇଛନ୍ତି, ୩ହଜାର ମହିଳା ଏଯାଏଁ ପାଇ ନାହାଁନ୍ତି । ତେବେ ଯେଉଁ ପ୍ରତିବନ୍ଧ ଥିଲା ତାର ସମାଧାନ ହୋଇଥିବା Continue Reading
Odisha News
ଭୁବନେଶ୍ୱର, ୨୧/୧୨ : ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ । ଭୁବନେଶ୍ୱର ପାଇଁ ୨୧ ଡିସେମ୍ବର ୨୦୨୪, ଶନିବାରରେ ଦିନ ଛୋଟ ହେବ ରାତି ସମୟ ଲମ୍ବା ରହିବ । ଭୁବନେଶ୍ଵରରେ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ପର୍ଯ୍ୟନ୍ତ ସୂର୍ଯ୍ୟାଲୋକ ରହିବ ।ଆଉ ତା ପରେ ସୂର୍ଯ୍ୟ ଅସ୍ତ ହୋଇଯିବେ । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ରବିବ ବୋଲି ମହାକାଶ […]Continue Reading
Top Stories
By Our Correspondent Bhubaneswar, Dec 20 : The Odisha Assembly of Small and Medium Enterprises (OASME), in collaboration with the Ministry of Micro, Small and Medium Enterprises (MSME) and the National Institute for Micro, Small and Medium Enterprises (ni-msme), successfully commenced the International Conference on Growth and Optimism in MSME Business: A Global Context Continue Reading
Odisha News
ଭୁବନେଶ୍ୱର,୨୦/୧୨: ନୂଆ ବର୍ଷ ପାଳନ ସମୟରେ ଅବକାରୀ ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶୁକ୍ରବାର ମନ୍ତ୍ରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହି ଚେତାବନୀ ଦେଇଛନ୍ତି।ନୂତନ ବର୍ଷ ପାଳନ ପୂର୍ବରୁ ବାର ମାଲିକଙ୍କ ଉପରେ ନଜର ରଖିବା ସହ ମନ୍ତ୍ରୀ କହିଛନ୍ତି ଯେ ନୂତନ ବର୍ଷ ପାଳନ ସମୟରେ ଦୁଇଟି ପ୍ରମୁଖ ଜିନିଷ – ଅନୈତିକ କାର୍ଯ୍ୟକଳାପ ଏବଂ ବେଆଇନ ମଦ ବିକ୍ରି ଉପରେ ବିଭାଗ ଧ୍ୟାନ ଦେଉଛି।ହରିଚନ୍ଦନ Continue Reading
Odisha News
ଭୁବନେଶ୍ୱର,୧୯/୧୨: କଂଗ୍ରେସ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଆଚରଣକୁ ନେଇ ଦେଶରେ ରାଜନୈତିକ ନିଆଁ କୁହୁଳିବା ଆରମ୍ଭ ହୋଇଛି । ବିଭିନ୍ନ ମହଲରେ ଏହି ଘଟଣାକୁ ନିନ୍ଦା କରାଯିବା ସହିତ ରାହୁଲଙ୍କୁ ବିରୋଧ କରାଯାଇଛି । ଏ ନେଇ ଓଡ଼ିଶାରେ ମଧ୍ୟ ଜୋରଦାର ବିରୋଧ କରାଯାଇଛି । ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି ।ବିଜେପି ଯୁବ ମୋର୍ଚ୍ଚା କହିଛି, ରାହୁଲ ଗାନ୍ଧୀ ଆଗରୁ ଅନେକ ଭୁଲ Continue Reading
Odisha News
ଭୁବନେଶ୍ୱର, ୧୮/୧୨ : ଘୋଷଣା ହୋଇଛି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି।‘ଭୂତି ଭକ୍ତି ବିଭୂତି’ ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ। ଆଧ୍ୟାତ୍ମିକ ଚିନ୍ତନମ ବିଶ୍ୱଦୃଷ୍ଟି ଏବଂ ମାନବିକ ଭାବନରେ ରୁଦ୍ଧିମନ୍ତ ଏହି ପୁସ୍ତକ ବେଶ ଉଚ୍ଚ ପ୍ରଶଂସିତ ହୋଇଛି। ଜଣେ ଉଚ୍ଚ ମୂଲ୍ୟବୋଧଭିତ୍ତିକ Continue Reading
Odisha News
ଭୁବନେଶ୍ୱର,୧୮/୧୨ : ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ ।Continue Reading
Odisha News
ଭୁବନେଶ୍ୱର, ୧୭/୧୨: ରାଜ୍ୟରେ ବିଭିନ୍ନ ସ୍ଥାନରେ ଠିକାଦାରମାନେ କାର୍ଯ୍ୟ ଗୁଡିକ ନିର୍ଦ୍ଧିଷ୍ଟ ସମୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମଙ୍ଗଳବାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା ପରେ ମନ୍ତ୍ରୀ ଠିକାଦାରମାନଙ୍କୁ ନିର୍ଦେଶ ଦେବା ସହିତ କଡା ଚେତାବନୀ ମଧ୍ୟ ଦେଇଛନ୍ତି।ମନ୍ତ୍ରୀ ଆହୁରି କହିଛନ୍ତି ”ପ୍ରକଳ୍ପ କାମର କ୍ୱାଲିଟିରେ ଯେପରି କମ୍ପରମାଇଜ୍ ନ କରାଯାଏ। ଏଥିସହିତ ଯଦି କୌଣସି ଠିକାଦାର ସମୟ ସୀମା Continue Reading