ଭୁବନେଶ୍ୱର, ୧୬/୮ : ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏନେଇ ଟ୍ୱିଟ୍ କରି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହି ଘୂର୍ଣ୍ଣିବଳୟ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ Continue Reading
ଭୁବନେଶ୍ୱର,୧୪/୮: ଖୁବ୍ ଶୀଘ୍ର ଓଡ଼ିଶାକୁ ମିଳିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ରାଉରକେଲାରୁ ଭୁବନେଶ୍ୱର ଯାଏଁ ଯାତ୍ରା କରିବ। ଏଥିଲାଗି ରୋଡଚାର୍ଟ ପ୍ରସ୍ତୁତ ହୋଇସାରିଛି।ଏନେଇ ଆଜି ଭୁବନେଶ୍ୱରରେ ଆଜି ରାଜଧାନୀ ଏକ୍ସପ୍ରେସରେ ତେଜସ୍ କୋଚର ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହା ପୁରୀରୁ ଭୁବନେଶ୍ବର, କଟକ, ଢେଙ୍କାନାଳ, ଅନୁଗୁଳ, ତାଳଚେର, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା Continue Reading
ଭୁବନେଶ୍ୱର,୧୪/୮: ରାଜ୍ୟରେ ଆଗୁଆ ନିର୍ବାଚନ ଓ ବିଜେଡି-ବିଜେପି ମେଣ୍ଟ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ।ସେ କହିଛନ୍ତି, ରାଜ୍ୟ ସରକାର କାହିଁକି ଆଗୁଆ ନିର୍ବାଚନ କରାଇବାକୁ ଚାହୁଁଛନ୍ତି? ୫ବର୍ଷ ପାଇଁ ଜନାଦେଶ ମିଳିଛି, ୫ବର୍ଷ କାମ କରନ୍ତୁ’। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟର ପ୍ରଶ୍ନ ନାହିଁ। ବିଜେପି ଏକାକୀ ନିର୍ବାଚନ ଲଢ଼ିବ। ଯେବେ ବି ନିର୍ବାଚନ ହେବ, ସେଥିଲାଗି ବିଜେପି ପ୍ରସ୍ତୁତ Continue Reading
ଭୁବନେଶ୍ୱର,୧୩/୮: ରାଜଧାନୀରେ ଶନିବାର ୮ଟି ଡ୍ୟାନ୍ସ ବାର ଉପରେ ଚଢ଼ାଉ କରିଛି ଅବକାରୀ ବିଭାଗ। ଡ୍ୟାନ୍ସ ବାରଗୁଡ଼ିକ ସମସ୍ତ ନିୟମ ମାନୁଛନ୍ତି କି ନାହିଁ, ତାହା ଯାଞ୍ଚ କରିବା ପାଇଁ ଏହି ଚଢ଼ାଉ କରାଯାଇଥିଲା ବୋଲି କହିଛନ୍ତି ଭୁବନେଶ୍ୱର ଅବକାରୀ ଇନ୍ସପେକ୍ଟର ବିକାଶ ନାୟକ।ସେ କହିଛନ୍ତି, ଚଢ଼ାଉ ବେଳେ ଡ୍ୟାନ୍ସ ବାରରେ ନିୟୋଜିତ ଝିଅ ମାନଙ୍କର ପରିଚୟପତ୍ର ଯାଞ୍ଚ କରାଯାଇଥିଲା। ସେମାନଙ୍କ ବୟସ ଜାଣିବା ପାଇଁ ଆଧାର କାର୍ଡ ଯାଞ୍ଚ କରାଯାଇଥିଲା। ସେହିପରି ବାର Continue Reading
ଭୁବନେଶ୍ବର,୧୩/୮: ଓଡ଼ିଶାରେ ବିଜେଡି ସହ ମେଣ୍ଟ ହେବ ନାହିଁ ବୋଲି ଆଜି ପୁଣି ଜଣେ କେନ୍ଦ୍ର ମନ୍ତ୍ରୀ ଘୋଷଣା କରିଛନ୍ତି। ଆଜି ଭୁବନେଶ୍ବରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା କହିଛନ୍ତି, ମୋତେ ଲାଗୁଛି ଓଡ଼ିଶାରେ ମେଣ୍ଟ ହେଲା ଭଳି କୌଣସି କଥା ନାହିଁ। ଏବେ ନାହିଁ କି ଆଗକୁ ବି ମେଣ୍ଟ ହେବନି ବୋଲି ଲାଗୁଛି। ଓଡ଼ିଶାରେ ବିଜେପିର ସ୍ଥିତି ସୁଦୃଢ଼ ଅଛି। ଏହି କାରଣରୁ ଆଗାମୀ ସାଧାରଣ ନିର୍ବାଚନରେ ଦଳ ଭଲ ପ୍ରଦର୍ଶନ […]Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଭୁବନେଶ୍ବର,୧୨/୮ : ନକ୍ସଲ ଆକ୍ରମଣରେ ଓଡ଼ିଆ ସିଆରପିଏଫ ଯବାନ ସୁଶାନ୍ତ ଖୁଣ୍ଟିଆ ଶହୀଦ ହେବା ନେଇ ଲେଖକ ଇଂ ତାରାପ୍ରସାଦ ମିଶ୍ର ଓ ଲେଖିକା ରଚିତା ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଖବର ବିଷୟରେ ଜାଣି ସେ ବହୁତ ଦୁଃଖିତ ବୋଲି ଟ୍ବିଟ ବାର୍ତ୍ତାରେ କହିଛନ୍ତି ।ମାଟି ମା’ର ସେବାରେ ସୁଶାନ୍ତଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ । ବୀର ଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ […]Continue Reading
ଭୁବନେଶ୍ବର,୧୨/୮: ବିଭିନ୍ନ ମାମଲାର ଉତ୍କୃଷ୍ଟ ତଦନ୍ତ ପାଇଁ ଚଳିତ ବର୍ଷ ୪ ଜଣ ଓଡ଼ିଆ ପୁଲିସ ଅଧିକାରୀଙ୍କୁ ପଦକ ମିଳିବ। ଏନେଇ ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ପଦକ ଘୋଷଣା ହୋଇଛି। ଦେଶର ବିଭିନ୍ନ ରାଜ୍ୟରୁ ଚଳିତ ବର୍ଷ ଏହି ପଦକ ଲାଗି ୧୪୦ ଜଣ ପୁଲିସ ଅଧିକାରୀ ମନୋନୀତ ହୋଇଛନ୍ତି। ଏଥିରେ ୨୨ ଜଣ ମହିଳା ପୁଲିସ ଅଧିକାରୀ ସାମିଲ ଅଛନ୍ତି। ଓଡ଼ିଶାରୁ ଯେଉଁ ୪ ଜଣ ତାଲିକାରେ ସାମିଲ ଅଛନ୍ତି, ସେମାନେ ହେଲେ ଇନ୍ସପେକ୍ଟର ଦୁର୍ଗେଶ […]Continue Reading
ଭୁବନେଶ୍ବର,୧୨/୮: ଅଗଷ୍ଟ ୧୨ ତାରିଖ ହେଉଛି ଜାତୀୟ ହାତୀ ଦିବସ। ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଜଙ୍ଗଲ ପରିମାଣ କମୁଥିବାରୁ ହାତୀପଲ ଜନବସତି ମୁହାଁ ହୋଇଛନ୍ତି। ଏବେ ସେମାନଙ୍କ ସୁରକ୍ଷା ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ଏହି ବିଶାଳକାୟ ପ୍ରାଣୀ ପାଇଁ ପ୍ରାୟ ସବୁ ଦେଶରେ କଠୋର ଆଇନ କାନୁନ ଥିବାବେଳେ କ୍ରମାଗତ ଭାବେ ହାତୀ ଶୀକାର ଯୋଗୁ ସେମାନଙ୍କ ସଂଖ୍ୟା କମିବାରେ ଲାଗିଛି।ସୁରକ୍ଷା ଦୃଷ୍ଟିକୋଣରୁ ହାତୀ ସମ୍ପର୍କରେ ଜନସଚେତନତା କରାଯାଉଛି। ତେବେ ସବୁ Continue Reading
ଭୁବନେଶ୍ୱର,୧୧/୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରୀ ମିଳିଛି। ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରୀଛାତ୍ରଙ୍କ ପାଇଁ ଆଡ୍ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷିତ ଯୁବପିଢ଼ିଙ୍କ ପାଇଁ ଡିଜିଟାଲ-ଇ ପାଠ୍ୟକ୍ରମ ରଖାଯିବ।ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବତୀ/ଯୁବକଙ୍କୁ ଦକ୍ଷ କରାଯିବା ନେଇ Continue Reading
ଭୁବନେଶ୍ୱର,୧୧/୮: ଝାଡ଼ଖଣ୍ଡରେ ଆଜି ସକାଳେ ମାଓବାଦୀଙ୍କ ଆକ୍ରମଣରେ ସିଆରପିଏଫ୍ ଯବାନ ତଥା ଓଡ଼ିଆ ପୁଅ ସୁଶାନ୍ତ କୁମାର ଖୁଣ୍ଟିଆ ସହିଦ ହୋଇଯାଇଛନ୍ତି । ମିଳିଥିବା ସୂଚନା ମୁତାବକ ସୁଶାନ୍ତଙ୍କ ଘର କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌରପରିଷଦ ୪ ନମ୍ଵର୍ ୱାର୍ଡ ଖୁଣ୍ଟିଆ ସାହି ବୋଲି ଜଣାପଡିଛି ।ଆଜି ସକାଳେ ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ଗୋଇଲକେରା ପୁଲିସ ଷ୍ଟେସନ ଅନ୍ତର୍ଗତ ହାତିବୁରୁ ଜଙ୍ଗଲରେ ସିଆରପିଏଫ ୬୦ ବାଟାଲିୟନର ଯବାନମାନେ ସର୍ଚ୍ଚ ଅପରେସନ Continue Reading