ଭୁବନେଶ୍ୱର,୧୨/୧୨: କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ନୂତନ ସେବା ଲୋକାର୍ପିତ ହୋଇଯାଇଛି । ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସବୁଜ ପତାକା ଦେଖାଇ ଜରୁରୀକାଳୀନ ପ୍ରଶମନ ସେବା ବାହାନକୁ ଉଦଘାଟନ କରିଛନ୍ତି ।ଏହି ଗାଡ଼ିଗୁଡ଼ିକ ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଖୁବଶୀଘ୍ର ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦବୀ ପୂରଣ ହେବ ଏବଂ Continue Reading
ଭୁବନେଶ୍ୱର,୧୧/୧୨: ଡିସେମ୍ବର ୩୧ରେ ମିଳିବ । ଏସ୍ସି,ଏସ୍ଟି ଛାତ୍ରୀଛାତ୍ରଙ୍କୁ ଏହି ମାଧୋସିଂ ହାତ ଖର୍ଚ୍ଚ ମିଳିବ । ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ । । ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା ।ଏହି ଯୋଜନା ପାଇଁ Continue Reading
ଭୁବନେଶ୍ୱର,୧୧/୧୨: ଆଜି ବି ଆନ୍ଦୋଳନରେ ମିଶନ ଶକ୍ତି ମହିଳା । ୩ ଦିନ ହେଲା ଲୋୟର ପିଏମଜିରେ ଗର୍ଜୁଛନ୍ତି ମହିଳା । ମିଶନ ଶକ୍ତି ଅଧିନରେ ୬ଟି କ୍ୟାଡର କାମ କରୁଥିବା ସିଆରପି, ଏମବିକେ, ପ୍ରାଣୀମିତ୍ର, କୃଷି ମିତ୍ର, ବ୍ୟାଙ୍କ ମିତ୍ର, ଏଲଏସପି ମାନେ ୯ ମାସର ବକେୟା ଦରମା ଦାବିରେ ଲୋୟର ପିଏମଜିରେ ଧାରଣାରେ ବସି ରହିଛନ୍ତି।ତେବେ ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବାବେଳେ ବିଧାନସଭା ଉଠୁଛି ପଡୁଛି। ଗତକାଲି ବିରୋଧୀ ଦଳ […]Continue Reading
ଭୁବନେଶ୍ୱର, ୧୦/୧୨: ଓଡ଼ିଶାର ଖାଲିଥିବା ଗୋଟିଏ ରାଜ୍ୟସଭା ଆସନ ପାଇଁ ଆଜି ବିଧାନସଭା ପକ୍ଷରୁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ସୁଜିତ କୁମାର ଏକ ମାତ୍ର ପ୍ରାର୍ଥୀ ଥିବା ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତାକାଲି ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ । ଆସନ୍ତା ୧୩ ତାରିଖରେ ନାମାଙ୍କନ ଯାଞ୍ଚ କରାଯିବ । ଯେହେତୁ ସେ ଏକମାତ୍ର ପ୍ରାର୍ଥୀ ରହିଛନ୍ତି, ସେଥିପାଇଁ ନାମାଙ୍କନ ଯାଞ୍ଚ କରାଯାଇ ସେହିଦିନ ହିଁ ଫଳାଫଳ ଘୋଷଣା […]Continue Reading
ଭୁବନେଶ୍ୱର,୧୦/୧୨: ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର କାର୍ୟ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍ କ୍ଲର୍କ) ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ଜଣେ ଆଇନଜୀବୀଙ୍କଠୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର କନିଷ୍ଠ କିରାଣି (ଜୁନିୟର୍ କ୍ଲର୍କ) ଦେବଯାନୀ ଭିଜିଲାନ୍ସ ଜାଲରେ ଧରାପଡ଼ିଥିଲେ।ଭିଜିଲାନ୍ସ ଅଧିକାରୀମାନେ ସାକ୍ଷୀଙ୍କ ଉପସ୍ଥିତିରେ ଲାଞ୍ଚ ଟଙ୍କା ଜବତ କରିଥିଲେ। ଏପରିକି ଭିଜିଲାନ୍ସ ପକ୍ଷରୁ Continue Reading
କଟକ , ୧୦/୧୨ : ବଦଳିଛି ପାଗ। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ଏହାସହ ଆସନ୍ତା ୫ଦିନ ଯାଏ ରାଜ୍ୟରେ ପାଗ କୋହଲା ରହିବ ।ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ୧୧ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଖୋର୍ଦ୍ଧା, କଟକ, ଢେଙ୍କାନାଳ, ପୁରୀ ଏବଂ ଯାଜପୁରରେ କୋହଲା ପାଗ ଦେଖିବାକୁ ମିଳିବ। […]Continue Reading
ଭୁବନେଶ୍ୱର, ୯/୧୨: ରାଜ୍ୟ ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ଟିମ୍ ପୁଣି ଜଣେ ସରକାରୀ କର୍ମଚାରୀଙ୍କୁ ଲାଞ୍ଚ ନେବାବେଳେ ଧରିଛି । ସେ ହେଲେ ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟାର କାର୍ଯ୍ୟାଳୟର କନିଷ୍ଠ କିରାଣୀ । ତାଙ୍କ ନାମ ହେଲା ଦେବଜାନୀ କର ।ସେ ଜଣେ ଅଭିଯୋଗକାରୀଙ୍କ ଠାରୁ ୨୦,୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ତାଙ୍କଠାରୁ ନଗଦ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ । କନିଷ୍ଠ କିରାଣୀ ଦେବଜାନୀଙ୍କର Continue Reading
ଭୁବନେଶ୍ୱର, ୯/୧୨: ଏବେ ସମ୍ପୂର୍ଣ୍ଣ ବିଶ୍ୱର ଯୁବପୀଢ଼ୀ ଅନଲାଇନ ଟ୍ରେଡିଂରେ ପାଗଳ । ଟ୍ରେଡିଂରେ ପଇସା ଲଗାଇ ରାତାରାତି ଧନୀ ହେବାର ନିଶା ଆଜିକାଲିର ଯୁବପୀଢ଼ୀ କିମିୟାଁ କରିଛି । କିନ୍ତୁ ଅନଲାଇନ ଟ୍ରେଡ଼ିଂର ମାୟା ଜାଲର ଶୀକାର ହୋଇଯାଉଛନ୍ତି ଲୋକ । ଫେକ୍ ଟ୍ରେଡ଼ିଂର ଶୀକାର ହୋଇଯାଉଛନ୍ତି ଲୋକେ ।ତେବେ ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ବଢ଼ିବାରେ ଲାଗିଛି । ମାତ୍ର ପାଞ୍ଚ ବର୍ଷ ମଧ୍ୟରେ ୫୯ ହଜାର ୪୩୭ ଲୋକ ଅନଲାଇନ […]Continue Reading
ଭୁବନେଶ୍ୱର, ୯/୧୨ : ପୁଣି ଥରେ ପଦାରେ ପଡ଼ିଛି କଂଗ୍ରେସ କଳି । ଏଥର ବିଧାନସଭା ଗୃହ ଭିତରେ । ଅଧିବେଶନ ଚାଲିଥିବାବେଳେ ଦୁଇ କଂଗ୍ରେସ ବିଧାୟକ ଦାଶରଥୀ ଗମାଙ୍ଗୋ ଓ ସି ଏସ୍ ରାଜନ ଏକ୍କା ମଧ୍ୟରେ କଥାକଟି ହୋଇଥିବା ଦେଖିବାକୁ ମିଳିଥିଲେ । ତେବେ କଳିକୁ ତୁଟାଇବାକୁ ଅନ୍ୟ ବିଧାୟକଙ୍କୁ ହସକ୍ଷେପ କରିବାକୁ ପଡ଼ିଥିବା ଜଣାପଡ଼ିଛି ।ସୋମବାର ବିଧାନସଭା ଅଧିବେଶନ ଚାଲିଥିଲା । ଏହି ସମୟରେ ମୋହନା କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଓ […]Continue Reading
ଭୁବନେଶ୍ୱର,୯/୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ ଭରିଛନ୍ତି ।ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ଭାଜପାରେ ମିଶିଥିଲେ।ନାମାଙ୍କନ Continue Reading




