Home Posts tagged Bhubaneswar (Page 116)
Business News Top Stories
By Nalini Sahu Bhubaneswar, Dec. 4: Utkal Hospital, a leading super multi-specialty healthcare provider in Odisha, has achieved a historic breakthrough by successfully performing its first cadaveric kidney transplant, setting a new benchmark in the state’s medical care. The patient, a 36-year-old woman battling end-stage kidney disease, had been undergoing regular dialysis Continue Reading
Odisha News
ଭୁବନେଶ୍ୱର, ୩/୧୨ : ରାଜଧାନୀ ଭୁବନେଶ୍ୱର ବିମାନବନ୍ଦରରେ ସ୍ୱତନ୍ତ୍ର ବିମାନଯୋଗେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ମହାମହିମ ଆଜିଠୁ ପାଞ୍ଚ ଦିନ ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରୁ ସିଧା ମହାମହିମଙ୍କ କାରକେଡ କଡ଼ା ସୁରକ୍ଷାବଳୟ ମଧ୍ୟରେ ନିଳାଦ୍ରୀବିହାର ଅଭିମୁଖେ ଯାତ୍ରା କରୁଛି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁରଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉଦଘାଟନୀ ଉତ୍ସବରେ Continue Reading
Odisha News
ଭୁବନେଶ୍ୱର,୩/୧୨: ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି। ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାପଡିଛି। ଆସନ୍ତା ୨୦ରେ ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ ପତ୍ରର ଶେଷ ତାରିଖ ଡିସେମ୍ବର ୧୦ ତାରିଖ ରହିଛି।ଏହାସହ ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୩ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ ରହିଛି। ଏହାପରେ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ।ସୂଚନାଯୋଗ୍ୟ, ବିଜେଡି ଟିକେଟ୍‌ରୁ ରାଜ୍ୟ ସଭାକୁ Continue Reading
Odisha News
ଅଶୋକ କୁମାର ବରାଳଙ୍କ ରିପୋର୍ଟଭୁବନେଶ୍ୱର, ୨/୧୨ : ରାଜ୍ୟରେ ଆଳୁ କେଜି ୪୦ ଟଙ୍କାରୁ ଉର୍ଦ୍ଧ୍ୱ ହୋଇଥିବା ବେଳେ ଅନ୍ୟ ସମସ୍ତ କଞ୍ଚାପନି ରିବାର ଦାମ୍ ପ୍ରାୟ କେଜି ପ୍ରତି ୫୦ଟଙ୍କା ରହିଛି । ବର୍ତ୍ତମାନ କଞ୍ଚା ପନି ରିବା ଉତ୍ପାଦନ କମ୍ ହେଉଥିବାରୁ ସେ ସବୁରଦାମ ଅଧିକ ରହିବା ସ୍ୱାଭାବିକ ହେଲେ ଆଳୁ ଦାମ ବୃଦ୍ଧି ପାଇଁ ଉଭୟ ଆଳୁ ବେପାରୀ ଏବଂ ସରକାର ପଶ୍ଚିମବଙ୍ଗ ସରକାରକୁ ଦାୟୀ କରୁଛନ୍ତି । ବେପାରୀମାନେ ସେମାନଙ୍କର ଲାଭକୁ […]Continue Reading
Odisha News
ଓଡ଼ିଶା,୨/୧୨ : ଆଜି ଉତ୍ତରପ୍ରଦେଶରୁ ଓଡ଼ିଶାରେ ୩ ଶହ ଟ୍ରକ୍ ଆଳୁ ପହଞ୍ଚିଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏଥର ଲୋକଙ୍କୁ ଆଉ ହଇରାଣ ହେବାକୁ ପଡ଼ିବନି। ବଜାରରେ ଏବେ ପୁଣି ଶସ୍ତାରେ ମିଳିବ ଆଳୁ।ଭୁବନେଶ୍ବର: ଆଜି ଉତ୍ତରପ୍ରଦେଶରୁ ଓଡ଼ିଶାରେ ୩ ଶହ ଟ୍ରକ୍ ଆଳୁ ପହଞ୍ଚିଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ […]Continue Reading
Odisha News
ଭୁବନେଶ୍ଵର, ୧/୧୨ : ଡିଜିପି ସମ୍ମିଳନୀ ପାଇଁ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିଲ୍ଲୀ ଫେରି ଯାଇଛନ୍ତି।ଆଜି ଡିଜିପି ସମ୍ମିଳନୀ ସଂପନ୍ନ ହେବା ପରେ ଅପରାହ୍ଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହ ମନ୍ତ୍ରୀ ଅମିତ ଶାହ ସ୍ଵତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ଏବଂ ଗୃହ ମନ୍ତ୍ରୀଙ୍କ ଏହି ଗସ୍ତ ଭିନ୍ନ ଭିନ୍ନ ଦୃଷ୍ଟି କୋଣରୁ ଥିଲା ବେଶ ଗୁରୁତ୍ବ ପୂଣ୍ଣ ।ଏହି ତିନି ଦିନିଆ Continue Reading
Odisha News
ଭୁବନେଶ୍ୱର,୧/୧୨: ଆଜି ଅର୍ଥାତ୍ ଡିସେମ୍ବର ୧ରେ ବିଶ୍ବ ଏଡ୍‌ସ ଦିବସ। ଏହି ଅବସରରେ ରାଜ୍ୟରେ ଏଡ୍‌ସ ରୋଗୀଙ୍କୁ ନେଇ ଚିନ୍ତା ଘାରିଛି। ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଥିବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୨୦ ହଜାର ଏଡ୍‌ସ ରୋଗୀ ଥିବାବେଳେ ସୁବର୍ଣ୍ଣପୁରରେ ସର୍ବନିମ୍ନ ୧୫୦ ଏଡ୍‌ସ ରୋଗୀ ଅଛନ୍ତି।ଆଉ ଏଡ୍‌ସ ରୋଗୀ ମଧ୍ୟ ରାଜ୍ୟରେ ବିଶେଷ ଚିହ୍ନଟ Continue Reading
Odisha News
ଭୁବନେଶ୍ୱର,୩୦/୧୧ : ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ମଧ୍ୟାହ୍ନ ଖର୍ଚ୍ଚ ୭ଟଙ୍କା ୬୪ ପଇସା କରାଗଲା। ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୮ ଟଙ୍କା […]Continue Reading
Odisha News
ଭୁବନେଶ୍ୱର,୩୦/୧୧: ଭୁବନେଶ୍ୱରରେ ଏବେ ଡିଜିପି ସମ୍ମିଳନୀ ଚାଲିଥିବା ବେଳେ ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ଟାର୍ଗେଟ କରିଛି ଖଲିସ୍ତାନୀ ଆତଙ୍କୀ ପନ୍ନୁ। ଏହାକୁ ନେଇ ସମଗ୍ର ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଠଇ ହୋଇଛି। ତେବେ ରାଜଧାନୀ ଭୁବନେଶ୍ୱର ସମ୍ପୂର୍ଣ୍ଣ ଭାବେ ସୁରକ୍ଷା ବଳୟରେ ଥିବା ବେଳେ ଯେକୌଣସି ପ୍ରକାର ଚ୍ୟାଲେଞ୍ଜକୁ ସାମନା କରିବାକୁ ପ୍ରସ୍ତୁତ ଥିବା ଭୁବନେଶ୍ୱର ଡିସିପି ପିନାକ ମିଶ୍ର କହିଛନ୍ତି ।ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକପୂର୍ଣ୍ଣ ଇ-ମେଲ Continue Reading
Odisha News
ଭୁବନେଶ୍ୱର, ୨୯/୧୧ : ‘ଯେଉଁ ଲୋକମାନେ କ୍ଷମତାକୁ ନିଜ ଜନ୍ମସିଦ୍ଧ ଅଧିକାର ମାନନ୍ତି, ସେମାନେ ଗତ ୧୦ ବର୍ଷ ହେଲା କେନ୍ଦ୍ରରେ କ୍ଷମତାରୁ ଦୂରରେ ଅଛନ୍ତି। ଜନତା ଆଉ କାହାକୁ ଆଶୀର୍ବାଦ କଲେ, ସେମାନେ ସେହି ରାଗ ଜନତାଙ୍କ ଉପରେ ସୁଝାନ୍ତି।ସେମାନେ ଏତେ ରାଗି ଯାଇଛନ୍ତି ଯେ ଦେଶ ବିରୋଧରେ ଷଡ଼ଯନ୍ତ୍ର କରିବାରେ ଲଗିପଡ଼ିଛନ୍ତି। ଦେଶକୁ ଭୁଲ ବାଟରେ ନେଇଯିବା ପାଇଁ ଲୋକଙ୍କୁ ବାଟବଣା କରିବା ଆରମ୍ଭ କରି ଦେଇଛନ୍ତି। ସେମାନେ ମିଛ ଓ ଅପପ୍ରଚାରର ଦୋକାନ […]Continue Reading