Home Posts tagged Bhubaneswar (Page 12)
Top Stories
By Tapaswini Sahoo Bhubaneswar/Odisha,  July 12 :  Nippon Paint participated in SMARTCOR 2026 – 1stInternational Conference on Materials for Corrosion Resistance and Smart Control, held on July 10–11, 2026, at CSIR–Institute of Minerals and Materials Technology (CSIR-IMMT), Bhubaneswar, highlighting Advanced Coil Coatings for a sustainable future. The premier, global Continue Reading
Odisha News
ଭୁବନେଶ୍ଵର, ୧୧/୭ : ରାଜନୈତିକ ରାଲିରେ ସ୍କୁଲ-ଛାତ୍ରୀଙ୍କୁ ସାମିଲ ମାମଲାରେ ବିଜେଡି ନେତାଙ୍କ ମୁସ୍କିଲ ବଢିବାକୁ ଯାଉଛି। ମାମଲାରେ ବିଜେଡି ସଭାପତି ଓ ନେତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛି ଶିଶୁ ଅଧିକାର ସୁରକ୍ଷା ଆୟୋଗ। କାହିଁକି ରାଲିରେ ନବାଳିକ ଛାତ୍ରଛାତ୍ରୀଙ୍କୁ ସାମିଲ୍ କରାଗଲା ସେ ନେଇ କାରଣ ଦର୍ଶାଇବାକୁ ଆୟୋଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ସୂଚନା ଅନୁଯାୟୀ, ଝାରସୁଗୁଡ଼ାରେ ବିଜୁ ଜନତା ଦଳ ପକ୍ଷରୁ ଏକ ରାଜନୈତିକ ପ୍ରତିବାଦ ସଭାର Continue Reading
Odisha News
ଭୁବନେଶ୍ୱର, ୧୧/୭ : ଭୁବନେଶ୍ୱର ଊଉଚ ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ ଓଚଝ ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ ପଦରୁ ଇସ୍ତଫା ଦେବା ପ୍ରଶାସନିକ ସ୍ତରରେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି।ଏହି ଯୁବ ଅଫିସର ଜଣକ ହେଲେ ୨୦୨୫ ବ୍ୟାଚର ଓଚଝ ସିଏ ରାମଦାସ । ମହାରାଷ୍ଟ୍ରର ବାସିନ୍ଦା ଅଭିଜିତ ସିଭିଲ ସର୍ଭିସେସ […]Continue Reading
Odisha News
ଭୁବନେଶ୍ବର, ୧୦/୭: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ସୁଭଦ୍ରା ପାଇଁ ୩ ଲକ୍ଷ ୧୭ ହଜାର ୯୬୬ ଜଣ ନୂଆ ଆବେଦନ କରିଛନ୍ତି । ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି ।ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୬-୨୭ ବର୍ଷରେ ୩ ଲକ୍ଷ ୧୭ ହଜାର ୯୬୬ ନୂଆ ଆବେଦନ ଆସିଛି । ଡିବିଟି, ର-କଣଉ, ଫିଲ୍ଡ ଭେରିଫିକେସନ ଏବଂ ବ୍ୟାଙ୍କ ସମନ୍ୱୟ ସମସ୍ୟା ରହିଛି । […]Continue Reading
Odisha News
ଭୁବନେଶ୍ୱର, ୯/୭: ୨୦୨୭ରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଏବେଠାରୁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ।ନିର୍ବାଚନ ପ୍ରକ୍ରିୟାକୁ ସୁଚାରୁ ଓ ସ୍ୱଚ୍ଛ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆସନ୍ତା ଜୁଲାଇ ୨୧ ତାରିଖ ସକାଳ ୧୧ଟା ୩୦ ମିନିଟରେ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ଏକ ଉଚ୍ଚସ୍ତରୀୟ ଭିଡିଓ କନଫରେନ୍ସ ଅନୁଷ୍ଠିତ ହେବ।ରାଜ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ଓଏସ୍‌ୱାନ୍ (ଙଝଡଇଘ) Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର,୯/୭ : ଗତ ୧ ତାରିଖରେ କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ କ୍ୟାବିନେଟ ଅନୁମୋଦିତ ହୋଇଥିଲା।ଆଉ ଏବେ ବିଧିବଦ୍ଧ ଭାବେ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହାକୁ କାର୍ଯ୍ୟକାରୀକରାଯାଇଛି।ବର୍ତ୍ତମାନ ନାମଲେଖା ପର୍ବ ଚାଲିଥିବା ବେଳେ ଯୁକ୍ତ ଦୁଇରେ ନାମଲେଖା ଫି\’କୁ ସଂପୂର୍ଣ ଭାବେ ମାଗଣା କରାଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି। Continue Reading
Odisha News
ଭୁବନେଶ୍ୱର,୮/୭ : ରାଜ୍ୟରେ ଶକ୍ତିକ୍ଷେତ୍ର ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ଅବାସ ଯୋଜନାର ପ୍ରଦତ୍ତ ଘର ସହ ପ୍ରଧାମନ୍ତ୍ରୀ ସୂର୍ଯ୍ୟଘର ଯୋଜନାକୁ ସମନ୍ବିତ କରାଯିବ। ଏହାଦ୍ବାରା ଘରର ବିଦ୍ୟୁତ୍ ବ୍ୟବହାର ଉପରେ ନିର୍ଭରତା ହ୍ରାସ ପାଇବ।ଆଜିର ଏହି ବୈଠକରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବୈଠକର ଅଧ୍ୟକ୍ଷତା କରିଥିଲେ। ଶକ୍ତି କ୍ଷେତ୍ରର ସୁଧାର, ସୁରକ୍ଷା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ଭୁବନେଶ୍ୱର,୬/୭ :ଚାକିରି ଛାଡିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା । ସେ ରାଜ୍ୟ ସରକାରଙ୍କୁ ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ।ବ୍ୟକ୍ତିଗତ କାରଣ ପାଇଁ ସେ ଚାକିରି ଛାଡୁଥିବା କଥା ଉଲ୍ଲେଖ କରିଛନ୍ତି ।ଏନେଇ ସରକାରୀ ସୂତ୍ରରୁ ସ୍ପଷ୍ଟ ହୋଇଛି । ତେବେ ସେ ଆଇପିଏସ ଚାକିରି ଛାଡିବା ପରେ କଣ କରିବେ ଏବେ ତାକୁ ନେଇ ଅନେକ ପ୍ରଶ୍ନ ଉଠିଛି ।ଟାଇମ୍ସ ଅଫ୍ ଇଣ୍ଡିଆର ରିପୋର୍ଟ ଅନୁସାରେ, ସରକାରଙ୍କ ପାଖରେ ଜଗମୋହନଙ୍କ Continue Reading
Odisha News
ଭୁବନେଶ୍ୱର, ୩/୭: ଓଡ଼ିଶାରେ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ (Special Intensive Revision) ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ଭାରତ ନିର୍ବାଚନ ଆୟୋଗ (ECI) ବଡ଼ ପଦକ୍ଷେପ ନେଇଛନ୍ତି।ରାଜ୍ୟର ୧୦ ଜଣ ବରିଷ୍ଠ IAS ଅଧିକାରୀଙ୍କୁ ଇଲେକ୍ଟୋରାଲ ରୋଲ ଅବଜରଭର ଭାବେ ନିଯୁକ୍ତ କରାଯାଇଛି।୧ ଜୁଲାଇ ୨୦୨୬କୁ ଯୋଗ୍ୟତା ତାରିଖ Qualifying Date) ଭାବେ ଧରି ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଏହି ଅଧିକାରୀମାନେ ତଦାରଖ Continue Reading
Odisha News
ଭୁବନେଶ୍ୱର, ୩/୭ : ଓଡ଼ିଶା ମେଡିକାଲ ସେବା ସଂଘର ଆନ୍ଦୋଳନରତ ଡାକ୍ତରଙ୍କ ଉପରେ ରାଜ୍ୟ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଆନ୍ଦୋଳନରେ ସାମିଲ ଓଏମ୍ଏଚ୍ଏସ୍ କ୍ୟାଡର ସମସ୍ତ ଡାକ୍ତରଙ୍କ ଦରମା ବନ୍ଦ କରିବା ଏବଂ ଚୁକ୍ତି ଭିତ୍ତିକ ଡାକ୍ତରଙ୍କୁ କାର୍ଯ୍ୟରୁ ବହିଷ୍କାର କରିବାକୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶ ଜାରି କରିଛି । ରାଜ୍ୟର ସମସ୍ତ ସରକାରୀ ମେଡିକାଲ୍ କଲେଜ ଓ ହସ୍‌ପିଟାଲ୍‌, ସିଡିଏମ୍ ଓ ପିଏଚ୍‌ଓଙ୍କୁ Continue Reading