ଓଡ଼ିଶା , ୧୭/୧୧ : ଆଜି ପ୍ରଦାନ କରାଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର । ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର, ଜୟୀରାମ ସାମଲଙ୍କୁ ଦିଆଗଲା ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’। ଶ୍ରେଷ୍ଠ ଫିଲ୍ମ ଭାବେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍ଚିନି ଏବଂ ୨୦୨୨ ବର୍ଷ ପାଇଁ ଦମନ ପୁରସ୍କୃତ ହୋଇଛି।ଆଜିର ପୁରସ୍କାର ବିତରଣ ସମାରୋହରେ ମୁଖ୍ୟଅତିଥି […]Continue Reading
ଭୁବନେଶ୍ୱର, ୧୭/୧୧ : ନାବାଳକଙ୍କୁ କଳକୀ ଅବତାର କହି ପାଦ ତଳେ ତୁଳସୀ ଓ ଫୁଲମାଳ ଲାଗି ପୂଜା କରାଗଲା। ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସଂପ୍ରତି ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେବାରେ ଲାଗିଛି । ଏହାକୁ ନେଇ ବିଭିନ୍ନ ସଙ୍ଗଠନ ତୀବ୍ର ବିରୋଧ କରିଛନ୍ତି। ଏହି ଘଟଣାରେ ନିଜ ଆଡୁ ହସ୍ତକ୍ଷେପ କରି ମାମଲା ରୁଜୁ କରିଛି ଶିଶୁ ଆୟୋଗ।ଏହାସହ ଘଟଣା ସମ୍ପର୍କରେ ଭରତପୁର ଥାନାକୁ ରିପୋର୍ଟ […]Continue Reading
By Our Correspondent Bhubaneswar, Nov 16 : Odisha Assembly of Small & Medium Enterprises (OASME) in association with FUTUREX TRADE FAIR AND EVENTS PVT LTD., New Delhi today announced their forthcoming “PROPACK ODISHA-2024” and “ODISHA PLAST-2024” from 21st to 24thNovember 2024 at Janata Maidan, Bhubaneswar. The 3rd Edition of this 4-dayslong expo willfocus mostly on Continue Reading
ଓଡ଼ିଶା, ୧୬/୧୧ : ବିଜେଡିକୁ ବଡ଼ ଝଟ୍କା। ବିଜେଡି ହାତରୁ ଗଲା ଆଉ ଗୋଟିଏ ବ୍ଲକ୍। ଅନାସ୍ଥାରେ ହାରିଲେ ଢେଙ୍କାନାଳ ସଦର ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଆଜି ହୋଇଥିବା ଅନାସ୍ଥା ଭୋଟ୍ରେ ୧୭ ଜଣ ଅଧ୍ୟକ୍ଷାଙ୍କୁ ସମର୍ଥନ କରିଥିଲେ। କିନ୍ତୁ ୪୪ ଖଣ୍ଡ ଭୋଟ୍ ଅନାସ୍ଥା ସପକ୍ଷରେ ପଡ଼ିଥିଲା। ଖଣ୍ଡିଏ ଭୋଟ୍ ନାକଚ ହୋଇଥିଲା।ଢେଙ୍କାନାଳ ସଦର ବ୍ଲକରେ ବିଜେଡି ସମର୍ଥିତ ରାଜଶ୍ରୀ ନାୟକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ତେବେ ସାଧାରଣ ନିର୍ବାଚନରେ ବିଜେଡିର Continue Reading
ଭୁବନଶ୍ୱର,୧୬/୧୧: ଓଡ଼ିଶାର ଦୁଗ୍ଧଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ଦୁଗ୍ଧଚାଷୀଙ୍କ ପାଇଁ ଲାଗୁ ହେବ ଡିବିଟି। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।ଶନିବାର ଆୟୋଜିତ ଓମ୍ଫେଡ୍ ସମୀକ୍ଷା ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଅନ୍ୟ ରାଜ୍ୟ ଭଳି ଓଡ଼ିଶାର ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଯିବ। ପଞ୍ଚାୟତ କ୍ଷୀର ଧାରା କେନ୍ଦ୍ରରେ କ୍ଷୀର ଦେଲେ ଟଙ୍କା ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ। ଡିବିଟି ମାଧ୍ୟମରେ ଏହି Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟଭୁବନେଶ୍ୱର, ୧୬/୧୧ : ଗ୍ରାହକ ସେବାରେ ଉନ୍ନତି ଆଣିବା ଓ ବିଦ୍ୟୁତ ସେବା ବ୍ୟାହତ ବିଷୟରେ ସୂଚନା ପ୍ରକ୍ର୍ରିୟାର ସରଳୀକରଣ କରିବା ଲାଗି ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏନ୍ଓଡିଏଲ୍) ପକ୍ଷରୁ ନୂଆ ମିସଡ୍ କଲ୍ ଅଭିଯୋଗ ପଞ୍ଜୀକରଣ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି ଯାହା ଗ୍ରାହକମାନଙ୍କୁ ଅତ୍ୟାବଶ୍ୟକୀୟ ସେବା ଓ ସମ୍ପର୍କିତ ସୂଚନା ପାଇବା ସହଜ କରିଛି Continue Reading
ଭୁବନେଶ୍ୱର, ୧୬/୧୧ : ଆଜିଠାରୁ ୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ। ରାଜ୍ୟକୁ ପୁଞ୍ଜି ଆଣିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରିଛନ୍ତି। ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଲାଗି ସେ ଉଚ୍ଚସ୍ତରୀୟ ବୈଠକରେ ଭାଗ ନେବେ।ଏହାସହିତ ସିଙ୍ଗାପୁର ଉପ ପ୍ରଧାନମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ଅଧିକାରୀମାନଙ୍କୁ ଭେଟିବେ। ସେ ସିଙ୍ଗାପୁର ଯିବା ପୂର୍ବରୁ କହିଛନ୍ତି କି Continue Reading
ଓଡ଼ିଶା,୧୪/୧୧ : ଘୋଷଣା ହେଲା ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଏକାଥରକେ ୨୦୨୦, ୨୦୨୧ ଓ ୨୦୨୨ ମସିହା ପାଇଁ ଘୋଷଣା ହୋଇଛି ଏହି ପୁରସ୍କାର। ଏଥିସହ ଜୀବନ ବ୍ୟାପୀ ସାଧନା ପାଇଁ ସର୍ବୋଚ୍ଚ ପୁରସ୍କାର ‘ମୋଦନ ସୁନ୍ଦର ଦେବ ଗୋଗୋମୀ’ ବିଜେତାଙ୍କ ନାଁ ମଧ୍ୟ ଘୋଷଣା କରାଯାଇଛି। ଉଚ୍ଚଶିକ୍ଷା, କ୍ରିଡ଼ା, ଯୁବ ବ୍ୟାପାର, ଓଡ଼ିଆ ଭାଷା ସଂସ୍କୃତି ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଏହି ଘୋଷଣା କରିଛନ୍ତି।୨୦୨୦ ମସିହା ପାଇଁ ବିଶିଷ୍ଟ ଲେଖକ ତଥା ନାଟ୍ୟକାର ଅନନ୍ତ Continue Reading
ଭୁବନେଶ୍ୱର, ୧୪/୧୧: ରାଜ୍ୟରେ ହେବାକୁ ଥିବା ଦଶମ ଶ୍ରେଣୀ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ୨୦୨୫, ଫେବୃଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ରେ ଶେଷ ହେବ ।ସକାଳ ୯ଟାରୁ ପୂର୍ବାହ୍ନ ୧୧ ଘଣ୍ଟା ୩୦ ମିନିଟ୍ ଯାଏ ପରୀକ୍ଷା ଚାଲିବ । କେବଳ ଗଣିତ ପାଇଁ ଅତିରିକ୍ତ ୧୫ ମିନିଟ୍ ସମୟ ଦିଆଯିବ । ସେଥିପାଇଁ ଗଣିତ ପରୀକ୍ଷା ୧୧ ଘଟିକା ୪୫ ମିନିଟରେ ଶେଷ […]Continue Reading
ଭୁବନେଶ୍ୱର, ୧୩/୧୧ : ଓଲିଉଡ ଏବେ ଦୁଇ ଫାଳ । ଗୋଟିଏ ପଟେ ମନୋଜ ମିଶ୍ର, ଆଉ ଗୋଟାଏ ପଟେ ପୁରା ଓଲିଉଡ୍ । ସାଇବର ଥାନାରେ ଅଭିଯୋଗ ପରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଅଭିନେତା ମନୋଜ ମିଶ୍ର । ଓଲିଉଡ୍ ମୋ ବୋପାର ନୁହେଁ, କିନ୍ତୁ ଯିଏ ଓଡ଼ିଆ ସିନେମାର ଶତ୍ରୁ, ସିଏ ମୋର ଶତ୍ରୁ ବୋଲି କହିଛନ୍ତି ମନୋଜ ।ବୁଧାବର ଏକ ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି, ଯେଉଁ ଫିଲ୍ମ ମୁଁ […]Continue Reading




