ଭୁବନେଶ୍ୱର,୨୬/୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର ଅନେକ ଜିଲାରେ ଆସନ୍ତା ୫ ଦିନ ପର୍ୟ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ Continue Reading
ଭୁବନେଶ୍ବର, ୨୫/୭: ଡବଲ ଇଂଜିନ ସରକାର ଡବଲ ନିରାଶ କରିଛି। ଆମେ ଏହି ବଜେଟ୍ ନେଇ ଖୁସି ନାହୁଁ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହା କହିଛନ୍ତି।ସେହିପରି କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କହିଛନ୍ତି, ଚାଷୀ ଓ ମହିଳାଙ୍କ ପାଇଁ କିଛି ନାହିଁ। ଯାହା ଆଗରୁ ଥିଲା, ସେଥିରେ ୧୦ରୁ ୧୫ ପ୍ରତିଶତ ଟଙ୍କା ବଢ଼ିଛି। ଏହା ଏକ ହାୱା। ମୋହନ ସରକାରଙ୍କ ବଜେଟ୍ରେ କେବଳ ନାମ ପରିବର୍ତ୍ତନ ହୋଇଛି। […]Continue Reading
ଭୁବନେଶ୍ବର, ୨୫/୭ : ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ମୁଖମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି । ସାମାଜିକ ସୁରକ୍ଷା ଭତ୍ତାକୁ ମାସିକ ୩୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।ପ୍ରଥମ ପର୍ଯ୍ୟାୟରେ ଏହା ୮୦ ବର୍ଷରୁ ଅଧକ ବୟସର ବରିଷ୍ଠ ନାଗରିକ ଓ ୮୦ପ୍ରତିଶତରୁ କମ ହୋଇନଥିବା ଦିବ୍ୟାଙ୍ଗମାନଙ୍କୁ ମିଳିବ ।ଉଭୟ ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧିନରେ ଏହି ଭତ୍ତା ମିଳିବ । ଭିନ୍ନକ୍ଷମଙ୍କ ସୁରକ୍ଷା […]Continue Reading
ଭୁବନେଶ୍ବର, ୨୫/୭ : ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇଥିବା ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ମୃତ୍ୟୁ ମାମଲାରେ ତାଙ୍କ ସ୍ୱାମୀ ଶ୍ରୀଧର ଜେନାଙ୍କୁ ପୁଲିସ୍ ବାନ୍ଧିଛି। ଶ୍ରୀଧରଙ୍କ ବିରୋଧରେ ମୃତ ମଧୁମିତାଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବା ବେଳେ ଭୁବନେଶ୍ୱରର ଧଉଳି ଥାନା ପୁଲିସ ତାଙ୍କୁ ଗିରଫ କରିଛି ।ମଧୁମିତାଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୁଲିସ୍ ଶ୍ରୀଧରଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ବେଳେ ତାଙ୍କ ଭାଇଙ୍କୁ ପଚରାଉଚରା Continue Reading
ଭୁବନେଶ୍ବର, ୨୫/୭ : ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି । ବଜେଟର ପ୍ରଥମ ପର୍ଯ୍ୟାୟର ସେ କୃଷି ବଜେଟ ସଂପର୍କରେ ଘୋଷଣା କରିଛନ୍ତି ।କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ହେଉଛି ରାଜ୍ୟର ପ୍ରମୁଖ ନିଯୁକ୍ତିପ୍ରଦାନକାରୀ କ୍ଷେତ୍ର । ୨୦୨୩-୨୪ ଆର୍ଥିକ ୨୪୮୨୯ କୋଟି ୨୦୨୪-୨୫ରେ ୩୬% ବୃଦ୍ଧି କରି ୩୩୯୧୯ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଧାନକ୍ରୟ ବ୍ୟସ୍ଥାକୁ […]Continue Reading
ଭୁବନେଶ୍ୱର,୨୪/୭ : ମାସେ ଭିତରେ ନୂଆ ହିତାଧିକାରୀ ରାଶନ କାର୍ଡ ପାଇବେ। ଏନେଇ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାଶନ କାର୍ଡ ପାଇପାରନ୍ତି। ଏଥିସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ପ୍ରକ୍ରିୟା ବି ଆରମ୍ଭ ହୋଇଛି। ବର୍ତ୍ତମାନ KYC ଅପଡେଟ କରାଯାଉଛି।ରାଜ୍ୟରେ ୧୪ ଲକ୍ଷ ୫୦ ହଜାର ମୃତ ହିତାଧିକାରୀଙ୍କ ନାମରେ ରାଶନ ହଡ଼ପ ହେଉଥିଲା। ଖାଦ୍ୟ ଯୋଗାଣ ଓ […]Continue Reading
ଭୁବନେଶ୍ବର, ୨୪/୭ : ଭାରତୀୟ ରେଳ ଭିତ୍ତିଭୂମିକୁ ମଜବୁତ କରିବା ଲାଗି କେନ୍ଦ୍ର ସରକାର ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ୨,୬୨,୦୦୦ କୋଟି ଟଙ୍କାର ବଜେଟ୍ ରଖିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଦିନ ବଜେଟ୍ ଉପସ୍ଥାପନ କରିଛନ୍ତି।ଏହି ବଜେଟ୍ରେ ଓଡ଼ିଶା ପାଇଁ ୧୦,୫୮୬ କୋଟି ଟଙ୍କାର ବଜେଟ୍ ରଖାଯାଇଛି। ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବୁଧବାର ସାମ୍ବାଦିକ ସମ୍ମିଳନୀରେ Continue Reading
ଭୁବନେଶ୍ୱର,୨୪/୭: ଭାଜପା ଏମ୍ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ IPU ଉପସଭାପତି। ଅପରାଜିତା ଓଚଟ କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି।ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ ଏକ୍ସରେ ଜଣାଇଛନ୍ତି।ଗତ ମାର୍ଚ୍ଚ ମାସରେ ଜେନିଭାରେ ଓଚଟ ଆସେମ୍ବଲୀରେ ଅପରାଜିତା ଭାଗ ନେଇଥିଲେ। ସେ IPU କାର୍ଯ୍ୟକାରୀ କମିଟିର ସଦସ୍ୟ ଅଛନ୍ତି। ଏସିଆ ପାସିଫିକ ଗ୍ରୁପ ସାଂସଦକୁ ନେଇ IPU Continue Reading
ଭୁବନେଶ୍ୱର, ୨୪/୭: ସାରା ରାଜ୍ୟରେ ଏବେ ବର୍ଷା ଲାଗିରହିଛି। ଉତ୍ତରଠୁ ଦକ୍ଷିଣ ଏବଂ ପୂର୍ବରୁ ପଶ୍ଚିମ ସବୁଠି ଲଗାଣ ବର୍ଷାରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି।ମଙ୍ଗଳବାର ଅନୁଗୋଳରେ ସର୍ବାଧିକ ୫୭ ମି.ମି. ବର୍ଷା ହୋଇଥିବା ବେଳେ ବଲାଙ୍ଗୀରରେ ୪୬, ନୂଆପଡ଼ା ୩୦, ପାରାଦୀପ ୨୯, ତାଳଚେର ୧୮, ଢେଙ୍କାନାଳ ୧୫.୨, ପୁରୀ ୧୫.୬, ଖୋର୍ଦ୍ଧା ୧୩, ଭୁବନେଶ୍ୱର ୧୨.୯, କୋରାପୁଟ ୧୦.୮ ଓ ଟିଟିଲାଗଡ଼ରେ ୧୧ ମିମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ Continue Reading
ଭୁବନେଶ୍ୱର, ୨୩/୭ :ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ସୋମବାର ପୁରୀରେ ସର୍ବାଧିକ ୪୬ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଅଧିକାଂଶ ଜିଲାରେ ପ୍ରବଳ ବର୍ଷିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଜାରି ରହିବ। ଦୁଇଦିନ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଫଳରେ ଏସବୁ ଜିଲାଗୁଡ଼ିକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, Continue Reading




