Home Posts tagged Bhubaneswar (Page 123)
Odisha News
ଭୁବନେଶ୍ୱର,୭/୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆମର ବାର ବର୍ଷର ତପସ୍ୟାକୁ ଭାଜପା ସରକାର ଶୁଖୁଆ ପୋଡ଼ାରେ ଶେଷ କରିଦେଲେ। ବିଜେଡି ସରକାରଙ୍କ ବିକାଶମୂଳକ ଯୋଜନା ଲୋକମାନଙ୍କୁ ବଞ୍ଚିବାକୁ ଶକ୍ତି ଦେଉଥିଲା । ଏବେ ଭାଜପା ସରକାର ବିନା କାରଣରେ ଆଦିବାସୀଙ୍କ ଚାଉଳକୁ ବନ୍ଦ Continue Reading
Odisha News
ଭୁବନେଶ୍ୱର, ୭/୧୧: ଚାରି ଧାମକୁ ଯାତ୍ରା କରିବା ଓଡ଼ିଶା ବାସୀଙ୍କ ପାଇଁ ଏବେ ସହଜ ହୋଇଯିବ । ଏଣିକି ଗୋଟିଏ ବସରେ ବସି ଶ୍ରଦ୍ଧାଳୁମାନେ ଚାରି ଧାମ ଦର୍ଶନ କରିପାରିବେ ।ଏମିତିକି ସୁବିଧା ଉପଲବ୍ଧ କରିବାକୁ ଯାଉଛନ୍ତି ରାଜ୍ୟର ମୋହନ ସରକାର । ଏ ନେଇ ସୂଚନା ଦେଇଛନ୍ତି ସଡ଼କ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ।ପରିବହନ ମନ୍ତ୍ରୀ କହିଛନ୍ତି, ଚାରି ଧାମ ଯାତ୍ରା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ବସର ବ୍ୟବସ୍ଥା କରିବାକୁ […]Continue Reading
Odisha News
ଭୁବନେଶ୍ୱର, ୭/୧୧ : ବାରମ୍ବାର ବାରମ୍ବାର ବିମାନ ବାତିଲ ହେବା ପରେ ତାତିଛନ୍ତି ଯାତ୍ରୀ। ଅସନ୍ତୋଷ ପ୍ରକାଶ କରିବା ସହ ବିମାନ ବନ୍ଦରରେ ଧାରଣାରେ ବସିଛନ୍ତି ୬୦ରୁ ଅଧିକ ଯାତ୍ରୀ। ଏପରି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ।ଭୁବନେଶ୍ୱରରୁ ହାଇଦ୍ରାବାଦ ଯିବାକୁ ଥିବା ବିମାନ ଓଢ ୨୯୩୨ ଗତକାଲି ସକାଳ ୯ ଟା ୫୫ରେ ଥିବାବେଳେ କୌଣସି କାରଣ ପାଇଁ ବାତିଲ ହୋଇଥିଲା। ଏହି ବିମାନ ଆଜି ସକାଳ ୮ଟା ୪୫କୁ ଧାର‌୍ୟ୍ୟ […]Continue Reading
Odisha News
ଓଡ଼ିଶା, ୬/୧୧ : ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା-୨୦୨୩ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ଯୋଗୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା ।ତେବେ ଆସନ୍ତା ଡିସେମ୍ବର ୧୫ତାରିଖରେ ପ୍ରିଲିମିନାରୀ ପରୀକ୍ଷା କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ ଆପାତତଃ ନିଷ୍ପତ୍ତି ନେଇଛନ୍ତି । ଆୟୋଗଙ୍କ ପକ୍ଷରୁ ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।ଆୟୋଗଙ୍କ ସଚିବଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ସିଭିଲ୍ Continue Reading
Odisha News
ଓଡ଼ିଶା, ୬/୧୧ : ରାଜଧାନୀ ଭୁବନେଶ୍ୱରରେ ଗଡ଼ବ ମେଟ୍ରୋ ଟ୍ରେନ୍‌। ୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ ସରିବ। ପ୍ରତି ୧୦ ମିନିଟ୍ ବ୍ୟବଧାନରେ ଗଡ଼ିବ ମେଟ୍ରୋ। ଆଜି ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ।ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ କହିଛନ୍ତି, ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ। ଭୂମିଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ୍‌। ତେବେ ରାଜମହଲ, ଜୟଦେବ ବିହାର ଓଭରବ୍ରିଜ Continue Reading
Odisha News
ଭୁବନେଶ୍ୱର, ୬/୧୧: ମୋ ବସରେ ଲଗାମ ଲଗାଇଛନ୍ତି ସରକାର । ଡ୍ରାଇଭରମାନଙ୍କ ବେପରୁଆ ଗାଡ଼ି ଚଲାଇବା ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଏଣିକି ୪୦ କିଲୋମିଟରରୁ ଅଧିକ ବେଗରେ ଗଡ଼ିବନି ମୋ ବସ୍ । କାରଣ ମୋ ବସରେ ଲାଗିବ ସ୍ପିଡ୍ ଗଭର୍ଣ୍ଣର । ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।ରାଜ୍ୟର ବିଭିନ୍ନ ସ୍ଥାନରେ ମୋ ବସ୍ ଦୁର୍ଘଟଣା ଘଟାଇବା ନେଇ ଅଭିଯୋଗ ଆସୁଛି […]Continue Reading
Odisha News
ଭୁବନେଶ୍ୱର,୫/୧୧: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆମ୍ବ ଟାକୁଆ ମୃତ୍ୟୁ ମାମଲାର ଆରଡିସି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଅନ୍ୟପକ୍ଷରେ ଏ ନେଇ କଂଗ୍ରେସ ରାଜନୀତି ଆରମ୍ଭ କରିଛି । ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କ ଅପାରଗତାକୁ ଦାୟୀ କରି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ Continue Reading
Odisha News
ଭୁବନେଶ୍ୱର, ୫/୧୧: କେନ୍ଦ୍ର ସରକାର ଉତ୍କଳ କେଶରୀ ଡାକ୍ତର ହରେକୃଷ୍ଣ ମହତାବଙ୍କୁ ଏକ ବଡ଼ ଶ୍ରଦ୍ଧାଞ୍ଜଳୀ ଦେବାକୁ ଯାଉଛନ୍ତି ।ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ଜାତୀୟ ସ୍ତରରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୋଦୀ ସରକାର । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି ଯେ Continue Reading
Odisha News
ଭୁବନେଶ୍ୱର,୪/୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି।ଚଳିତ ବର୍ଷ ୮୦ ଲକ୍ଷ ଟନ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। କୁଇଣ୍ଟାଲ ୩୧୦୦ ଟଙ୍କାରେ ସରକାର ଧାନ କିଣିବେ। ଗଝଚ ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନପୁଟ ସହାୟତା ମିଳିବ। ୪-୫ଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର […]Continue Reading
Odisha News
ଭୁବନେଶ୍ୱର,୩/୧୧: ବିଜେଡି ଖୁବ୍‌ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର।ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି, ସେ ଚେଇଁକି ସ୍ବପ୍ନ ଦେଖୁଛନ୍ତି। ଖୁବ୍‌ଶୀଘ୍ର କ’ଣ ଆଗାମୀ ଦଶନ୍ଧି ଯାଏ ବି ବିଜେଡି କ୍ଷମତାକୁ ଆସିପାରିବ ନାହିଁ। ଦୁଇ ନେତାଙ୍କ ଏପରି କଥାରେ କଥାରେ ଆକ୍ରମଣ ପ୍ରତି ଆକ୍ରମଣ ରାଜନୈତିକ ମହଲରେ ହଲଚଲ୍ ସୃଷ୍ଟି Continue Reading