Home Posts tagged Bhubaneswar (Page 125)
Odisha News
ଭୁବନେଶ୍ୱର, ୪/୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ‘ମିସନ ଶକ୍ତି’କୁ ଓଡ଼ିଶାରେ କାର‌୍ୟ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିରେ ୱାନ୍ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ୍, ବେଟି ବଚାଓ ବେଟି ପଢାଓ, ମହିଳା ସଶକ୍ତୀକରଣ ପାଇଁ ହବ୍ ନିର୍ମାଣ, ସଖୀ ନିବାସ, ଶକ୍ତି ସଦନ, ଶିଶୁଗୃହ Continue Reading
Odisha News
ଭୁବନେଶ୍ବର, ୪/୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରରେ ପୁଣି ଏକ ବଦଳି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ (ସିଏମ୍ଓ)ରେ କାର୍ଯ୍ୟରତ ୪ ଅଧିକାରୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗକୁ ଫେରାଇ ଦିଆଯାଇଛି।ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍ଓରେ କାର୍ଯ୍ୟରତ ଥିଲେ ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର ଏବଂ ମନୋଜ କୁମାର ସ୍ବାଇଁଙ୍କୁ ଜିଏକୁ ଫେରାଇ ଦିଆଯାଇଛି।Continue Reading
Odisha News
ଭୁବନେଶ୍ୱର,୪/୭ : ‘ ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନ ଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ ।ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ଏପରି ମନ୍ତବ୍ୟ ଦେଇଛନ୍ତି।ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ Continue Reading
Odisha News
ଭୁବନେଶ୍ୱର,୪/୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବା ନେଇ ସେ କହିଛନ୍ତି। ସବୁଠୁ ବଡ଼ କଥା ହେଲା ଓଡ଼ିଆ ଭାଷାରେ ସରକାରୀ କାର‌୍ୟ୍ୟ କରାଯିବ।ଏଥିସହିତ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଏକ କମିଶନ ଗଠନ କରାଯିବ। Continue Reading
Odisha News
ଭୁବନେଶ୍ବର, ୪/୭: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ପ୍ରବେଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କରିଛନ୍ତି ।ତୃତୀୟ ମହଲାର ନିଜ ପ୍ରକୋଷ୍ଠରେ ଗୁରୁବାରଠାରୁ କାର୍ଯ୍ୟ ଆରମ୍ଭ। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଇ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ ଲୋକସେବା ଭବନକୁ Continue Reading
Odisha News
ଭୁବନେଶ୍ୱର, ୪/୭: ଆସନ୍ତା ଜୁଲାଇ ୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ । ଜୁଲାଇ ପ୍ରଥମମାର୍ଦ୍ଧରେ Continue Reading
Odisha News
ଭୁବନେଶ୍ବର/ମାଲକାନଗିରି, ୩/୭: ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ୀ ଆଉ ନାହାନ୍ତି। ଭୁବନେଶ୍ବରରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ୫୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି।ସୂଚନା ଅନୁସାରେ ଆଦିତ୍ୟ ମାଢ଼ୀଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ ଏକ ବର୍ଷ ହେଲା ଅସୁସ୍ଥ ଥିଲେ। ନିକଟରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ Continue Reading
Odisha News
ଭୁବନେଶ୍ୱର,୩/୭: ପୁଅଙ୍କ ଛୁରାମାଡରେ ବାପା ମୃତ। ଏଭଳି ଘଟଣା ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ରଙ୍ଗମାଟିଆର ଆପାର୍ଟମେଣ୍ଟରେ ଘଟିଥିବା ଅଭିଯୋଗ ହୋଇଛି। ଛୁରିରେ ବୀଭତ୍ସ ଭାବେ ପୁଅ ବାପାଙ୍କୁ ହତ୍ୟା କରିଛନ୍ତି। ହସ୍ପିଟାଲ ନେବା ବାଟରେ ବାପାଙ୍କର ମୃତ୍ୟୁ ଘଟିଛି। କୌଣସି କାରଣରୁ ବାପପୁଅଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ପୋଲିସ ମୃତଦେହ ଜବତକରି ଛାନଭିନ ଚଳାଇଥିବା ବେଳେ ଅଭିଯୁକ୍ତ ପୁଅଙ୍କୁ ଅଟକ ରଖିଛି।ମୃତକ ଜଣଙ୍କ ହେଉଛନ୍ତି Continue Reading
Odisha News
ଭୁବନେଶ୍ୱର,୩/୭: ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ଘରେ ରେଡ ହୋଇଥିବା ସୂଚନା ମିଳିଛି। ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ତହସିଲ କର୍ମଚାରୀ ଧରାପଡ଼ିଛନ୍ତି। ନୟାଗଡ଼ ଭାପୁର ଓ ଭୁବନେଶ୍ବର ସ୍ଥିତ ବାସଭବନରେ ରେଡ ଚାଲିଛି।Continue Reading
Odisha News
ଭୁବନେଶ୍ୱର,୧/୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଜି ସାକ୍ଷାତ କରିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ।ଆଗାମୀ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୃଙ୍ଖଳିତ ରଥଯାତ୍ରା ନୀତିକାନ୍ତିଠୁ ଆରମ୍ଭ କରି ରତ୍ନଭଣ୍ଡାର ଖୋଲାଯିବା ନେଇ ଆଲୋଚନା କରିଛନ୍ତି ଗଜପତି। ଗଜପତି ମହାରାଜା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ସମୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।ଆଲୋଚନା ପରେ Continue Reading