Home Posts tagged Bhubaneswar (Page 126)
Odisha News
କଟକ, ୨୬/୭ : ଆଜି ହେଉଛି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳିବେ ନନ୍ଦଲାଲାଙ୍କ ଜନ୍ମୋତ୍ସବ। ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶରେ ମହାପ୍ରଭୁଙ୍କ ଆବାହନ କରାଯିବ।ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି। ସଂନ୍ଧ୍ୟାଧୂପ ଶେଷ ହେବା ପରେ Continue Reading
Odisha News
ଭୁବନେଶ୍ୱର, ୨୫/୮ : ଭୁବନେଶ୍ୱର ସ୍ଥିତ ଘରୁ ILS ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ସନ୍ଦୀପ ଆତ୍ମହତ୍ୟା Continue Reading
Odisha News
ଭୁବନେଶ୍ୱର,୨୪/୮: ଆଳୁ ଦାମ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଓୟୁଏଟି ପ୍ରତିଷ୍ଠା ଦିବସରେ ଯୋଗ ଦେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ମୋହନ।ସେ କହିଛନ୍ତି, ପୂର୍ବ ସରକାରରେ କୃତ୍ରିମ ସମସ୍ୟା ତିଆରି କରାଯାଇଥିଲା। ଆଳୁ ମିଶନକୁ ନିଜ ସରକାରକୁ ବଞ୍ଚାଇବାକୁ କରିଥିଲେ। ଚାଷୀ ବଞ୍ଚାଇବା କାର୍ଯ୍ୟକ୍ରମ ପୂର୍ବ ସରକାର କରି ନ ଥିଲେ। ଏବେ ପଞ୍ଜାବ ଓ ଉତ୍ତରପ୍ରଦେଶରୁ ଆଳୁ ଆସିଛି। ଆଉ ଏବେ Continue Reading
Odisha News
ଭୁବନେଶ୍ବର, ୨୪/୮ : ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି। ତାଙ୍କର ୧କୋଟି ୪୯ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ସହ ବିପୁଳ ପରିମାଣର ଆୟବହିର୍ଭୂତ ସଂପତ୍ତି ଠାବ କରିଛି ଭିଜିଲାନ୍ସ।ସୂଚନାଯୋଗ୍ୟ, ଗତକାଲି ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କ ଘର ଓ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଥିଲା।ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟ Continue Reading
Odisha News
ଓଡ଼ିଶା, ୨୩/୮ : ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ସେମାନେ ନିଜ ଇଚ୍ଛାରେ ଏହି ଟଙ୍କା ଖର୍ଚ୍ଚ କରିପାରିବେ ।ର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନଙ୍କୁ ବାଦ୍ ଦେଇ ରାଜ୍ୟର ୨୧ବର୍ଷରୁ ଅଧିକ ଓ […]Continue Reading
Odisha News
ଭୁବନେଶ୍ୱର,୨୩/୮: ବିଧାନସଭାରେ ଶୁକ୍ରବାର ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍ ବନ୍ଦ କରାଯିବ। ଗୃହରେ ଅବକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ। ସ୍କୁଲ, କଲେଜ, ମନ୍ଦିର ପାଖରେ ଆଉ ମଦ ଦୋକାନ ରହିବନି। ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ମଦ ଦୋକାନ ଯଥେଷ୍ଟ ଦୂରରେ ରହିବ। ଏହାସହ ଚୋରା ମଦ କାରବାର ନେଟୱର୍କର Continue Reading
Odisha News
ଭୁବନେଶ୍ବର, ୨୩/୮: ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କ ଘର ଓ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ ଜାରି ରହିଥିବାର ସୂଚନା ମିଳିଛି।ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟ କୁମାର ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ କରୁଛି। ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ଉ କରାଯାଉଛି।ସୂଚନା ଅନୁଯାୟୀ, ବିଜୟଙ୍କ ଭୁବନେଶ୍ୱରରେ ଥିବା Continue Reading
Odisha News
ଭୁବନେଶ୍ୱର, ୨୨/୮: ହିଣ୍ଡେନବର୍ଗ ଅନୁସନ୍ଧାନ ରିପୋର୍ଟ ନେଇ ଗୁରୁବାର କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଇଡ଼ି ଅଫିସ୍ ଘେରାଉ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପୀ ପ୍ରବର୍ତ୍ତନ ନିର୍ଦେଶାଳୟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ପକ୍ଷରୁ କୁହାଯାଇଛି ଇଡ଼ି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁଣ୍ଡା।ଓଡ଼ିଶାରେ କଂଗ୍ରେସ ଇଡ଼ି ଅଫିସ୍ ଘେରାଉ କରିଛି। ରାଜ୍ୟରେ ଆନ୍ଦୋଳନର ନେତୃତ୍ୱ ପୂର୍ବତନ ବିଧାୟକ Continue Reading