
ଭୁବନେଶ୍ବର,୭/୭: ରାଜ୍ୟର ୯ ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀଙ୍କ ବିରୋଧରେ ସରକାର କଡ଼ା କାର୍ଯ୍ୟା ନୁଷ୍ଠାନ ଗ୍ରହଣ କରିଥିବା ଜଣାଯାଇଛି। ଏମାନଙ୍କ ଭିତରୁ ୩ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ, ୬ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ କରିଛନ୍ତି ରାଜ୍ୟ ସରକାର।ରାଜ୍ୟ ସରକାର ପୁଣି ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କରିଛନ୍ତି। ଏଥିରେ ବିଭିନ୍ନ କ୍ଷେତ୍ରର ଅଧିକାରୀ, ଯଥା – Continue Reading