Home Posts tagged Bhubaneswar (Page 129)
Odisha News
ଭୁବନେଶ୍ୱର,୪/୭: ମୌସୁମୀ ନିମ୍ନ ଚାପ ରେଖା ଆଜି (ମଙ୍ଗଳବାର) ରାଜସ୍ଥାନର ଗଙ୍ଗାନଗରରୁ ବାହାରି, ଦିଲ୍ଲୀ, ଆଲିଗଡ, ହମିରପୁର, ପ୍ରୟାଗରାଜ, ଡାଲଟନଗଞ୍ଜ, ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱର ଦେଇ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି।ଅନ୍ୟପକ୍ଷରେ ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଏବଂ Continue Reading
Odisha News
ଭୁବନେଶ୍ୱର,୪/୭: ପୁରୁଷ ବନ୍ଧୁଙ୍କୁ ସ୍ୱାମୀର ପରିଚୟ ଦେଇ ଲଜରେ ରହିଥିଲେ ଯୁବତୀ। ଆଜି ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ। ହେଲେ ପୁରୁଷ ବନ୍ଧୁ ଚମ୍ପଟ ମାରିଛନ୍ତି। ଏପରି ଅଭିଯୋଗ ଆସିଛି ରାଜଧାନୀ ଭୁବନେଶ୍ୱରଠାରୁ ଅଳ୍ପ ଦୂର ଜଟଣୀରୁ।ରବିବାର ଅପରାହ୍ନରେ ଜଟଣା ସୀତାରାମ ଛକ ନିକଟରେ ଥିବା ଏକ ଲଜରେ ଜଣେ ଯୁବକ ଓ ଜଣେ ଯୁବତୀ ରହିଥିଲେ। ଉଭୟ ସ୍ୱାମୀ ଓ ସ୍ତ୍ରୀର ପଳରିଚୟ ଦେଇଥିଲେ। ହୋଟେଲ୍ ରେଜିଷ୍ଟାରରେ ଉଭୟଙ୍କ ନାଁ ସ୍ମୃତିରଞ୍ଜନ ଜେନା ଓ ରଶ୍ମୀତା Continue Reading
Odisha News
ଭୁବନେଶ୍ବର,୩/୭: ଓଲିଉଡର ଖ୍ୟାତନାମା ଅଭିନେତା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସଟିଏ) ପକ୍ଷରୁ ପ୍ରଶଂସା କରାଯାଇଛି। ଗୋଲ୍ଡେନ ଆୱାରରେ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର ପାଇଁ ତାଙ୍କର ତାରିଫ କରାଯିବା ସହ ସିଦ୍ଧାନ୍ତ ଅନ୍ୟମାନଙ୍କ ପାଇଁ ରୋଲ୍ ମଡେଲ ବୋଲି ଟୁଇଟ୍ କରିଛି ଏସଟିଏ।ସୂଚନାଯୋଗ୍ୟ, ରବିବାର ଖରାବେଳେ ପାହାଳ ପାଖ ରାଜପଥ ଉପରେ ଚଳଚ୍ଚିତ୍ର ତାରକା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଜଣେ Continue Reading
Odisha News
ଭୁବନେଶ୍ବର,୩/୭: ରାଜ୍ୟରେ ଡେଙ୍ଗୁର ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବର୍ଷ ମଧ୍ୟ ଡେଙ୍ଗୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇରୁ ସେପ୍ଟେମ୍ବର ମାସରେ ଏହା ବଢିଥାଏ ବୋଲି ଆମେ ଜାଣିଛେ। କିନ୍ତୁ ପୂର୍ବ ବର୍ଷ ତୁଳନାରେ ଏ ବର୍ଷ ଟେଷ୍ଟିଙ୍ଗ ସଂଖ୍ୟା ଅଧିକ ଓ ପଜିଟିଭ ସଂଖ୍ୟା ବହୁତ କମ୍ ରହିଛି।ମୋଟ ୧୬ ଜିଲ୍ଲାରୁ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ୯୬ ଜଣ ପଜିଟିଭ, Continue Reading
Odisha News
ଭୁବନେଶ୍ୱର,୩/୭: ଆଉ ସୁରକ୍ଷିତ ନାହିଁ ରାଜଧାନୀ ଭୁବନେଶ୍ୱର ରାଜରାସ୍ତା। ରାଜଧାନୀର ଛାତି ଉପରେ ବିଚ୍ ରାସ୍ତାରେ ହେଉଛି ଲୁଟ୍, ରାହାଜାନୀ ଓ ହତ୍ୟା। । ଏପରି କାଣ୍ଡ ଭିଆଇ କମିଶନରେଟ୍ ପୁଲିସ୍କୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି ଅପରାଧୀ।ଗତକାଲି ରାତିରେ ବାଲେଶ୍ୱର ଏସ୍ପି ତଥା ଆଇପିଏସ୍ ଅଧିକାରୀ ସାଗରିକା ନାଥଙ୍କ ବାପାମା’ଙ୍କ ଠାରୁ ଲୁଟ୍ ଉଦ୍ୟମ କରିବାକୁ ପଛାଇ ନାହାନ୍ତି ଦୁର୍ବୃତ୍ତମାନେ। ଏହାସହ ସେମାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ମଧ୍ୟ ଅଭିଯୋଗ Continue Reading
Odisha News
ଭୁବନେଶ୍ବର,୨/୭: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ବିସ୍ତୃତି ବଢିବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।ସେ କହିଛନ୍ତି, ୪ ତାରିଖରୁ ସମଗ୍ର ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ। ଏହା ସହ ଆଜି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ Continue Reading
Odisha News
ଭୁବନେଶ୍ବର,୨/୭: ରାଜଧାନୀରେ ଦିନକୁ ଦିନ ଡେଙ୍ଗୁ ସ୍ଥିତି ଜଟିଳ ହେଉଛି। ରାଜଧାନୀର ଆଇଆରସି ଭିଲେଜ, ସାଲିଆ ସାହି ଏବଂ ଓଲଡ ଟାଉନ ଚଳିତବର୍ଷର ନୂଆ ହଟସ୍ପଷ୍ଟ ପାଲଟିଛି। ଏନେଇ ବିଏମସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।ଏନେଇ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ କହିଛନ୍ତି, ରାଜଧାନୀର ବିଭିନ୍ନ ସ୍ଥାନରେ ସଫେଇ କାର୍ଯ୍ୟକ୍ରମ ଜାରି ରହିଛି। ଆଜି ଏଜି ଛକ ଆଖପାଖ ଅଞ୍ଚଳରେ ବିଏମସି ଟିମ ସଫେଇ କରିଛି। ରାଜଧାନୀରେ କିଛି କିଛି ସ୍ଥାନରେ ଡେଙ୍ଗୁ ବ୍ୟାପିଥିବା ଖବର Continue Reading
Odisha News
ଭୁବନେଶ୍ୱର,୨୯/୬: ଦୀର୍ଘ ୭ବର୍ଷ ପରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସଡିଏ) ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗଚୀ ଆଜି ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ଦକ୍ଷତା ବିକାଶ ପ୍ରାଧିକରଣର ନୂଆ ଅଧ୍ୟକ୍ଷ ଭାବେ ଅଳକା ଅରୋରା ମିଶ୍ର ନିଯୁକ୍ତି ପାଇଛନ୍ତି । ଶ୍ରୀ ବାଗଚୀ ଟ୍ୱିଟ୍ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀ ବାଗଚୀ ପଦ ଛାଡ଼ିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କୁ ପ୍ରଶଂସା Continue Reading
Odisha News
ଭୁବନେଶ୍ୱର,୨୯/୬ : ଭୁବନେଶ୍ୱରର ୩୨ ନମ୍ବର ୱାର୍ଡର କର୍ପୋରେଟରଙ୍କ ଭାଇ ଓ ତାଙ୍କ ପୁତୁରାଙ୍କୁ ଗୁଳିମାଡ଼ ହୋଇଛି। ଏଭଳି ଘଟଣା ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଘଟିଛି।ଆହତମାନେ ହେଲେ କର୍ପୋରେଟରଙ୍କ ବଡ଼ ଭାଇ ଶିଖର ଜେନା ଓ ତାଙ୍କ ପୁତୁରା ଆଲୋକ ଜେନା। ଉଭୟଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ପରେ ସେମାନଙ୍କୁ ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।ଅଭିଯୁକ୍ତମାନେ ଘଟଣାସ୍ଥଳରେ ୧୨ Continue Reading
Odisha News
କଟକ,୨୯/୬: ଆଜି ହେଉଛି ଇଦ୍ -ଉଲ୍ – ଆଦା। ଇସଲାମ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ। ଏହାକୁ ବକରିଦ୍ ମଧ୍ୟ କୁହାଯାଏ। ଆଜିର ଦିନକୁ ମୁସଲମାନ ସଂପ୍ରଦାୟର ଲୋକେ ବଳିଦାନର ଦିବସ ରୂପେ ପାଳନ କରିଥାନ୍ତି। ସକାଳୁ ସକାଳୁ ମସଜିଦ ଯାଇ ସେମାନେ ସମୂହ ନମାଜ ପାଠ କରିଛନ୍ତି। ଏହା ପରେ ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି।ଇଦ୍ ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇ ଆଜି ଦିନକୁ ସରକାରୀ ଛୁଟି ଘୋଷଣା […]Continue Reading