Home Posts tagged Bhubaneswar (Page 130)
Odisha News
ଭୁବନେଶ୍ୱର,୨୮/୬: ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ।ଏହି ଅବସରରେ ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ। ଏକାମ୍ର କ୍ଷେତ୍ର ଆମେନିଟିଜ୍ Continue Reading
Odisha News
ଭୁବନେଶ୍ବର/କେନ୍ଦୁଝର,28/6: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟରେ ଗତ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣାର ଦୁଇଦିନ ପରେ ପୁଣି କେନ୍ଦୁଝରରେ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ୨୦ ନମ୍ବର ଜାତୀୟ ରାଜପଥରେ ଏକ ବରଯାତ୍ରୀ ଦଳ ଆସୁଥିବାବେଳେ ଷଠିଘର ନିକଟରେ ଶୁଆକାଟି ପଟୁ ଆସୁଥିବା ଏକ ଟ୍ରକ ଚଢ଼ି ଯାଇଥିଲା।  ଫଳରେ ଘଟଣାସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ମାନପୁର ଗ୍ରାମର ଜିତ୍‌ ପାତ୍ର, କାଳିଆ ମହାନ୍ତ, Continue Reading
Odisha News
ଭୁବନେଶ୍ବର,୨୭/୬: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ ରୂପେଶ କୁମାର ଏହି ଚିଠି ଲେଖିଛନ୍ତି।ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଜେପିର ଓଡ଼ିଶା ସଭାପତି ମନମୋହନ ସାମଲଙ୍କ ଦ୍ବାରା ଗତ ୨୪ ତାରିଖ ଦିନ ଅଭିଯୋଗ ଆଧାରରେ କେନ୍ଦ୍ରୀୟ ସଚିବ ଏହି ଚିଠି ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ଲେଖିଛନ୍ତି।ଜଣେ ଆଇଏଏସ ଅଧିକାରୀଙ୍କ ବିରୋଧରେ Continue Reading
Odisha News
ଭୁବନେଶ୍ବର,୨୭/୬: ରାଜ୍ୟ ସରକାର ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଚାକିରିରୁ ବିଦା କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ଗିରଫ କରିବା ପରେ ସରକାର ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ Continue Reading
Odisha News
ଭୁବନେଶ୍ବର,୨୭/୬ : ସୋମବାର ଦିନ ରାଜ୍ୟରେ ଦିନତମାମ ବର୍ଷା ଜାରି ରହିଛି। ସକ୍ରିୟ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଥିବା ତଥା ୧.୫ କିମି ଉଚ୍ଚତା ଯାଏ ସକ୍ରିୟ ଥିବା ନିମ୍ନଚାପରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସୋମବାର ଦିନତମାମ ବର୍ଷା ଲାଗି ରହିଥିଲା।ଅନ୍ୟପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧.୭ ମିମି ବର୍ଷା ରେକର୍ଡ Continue Reading
Odisha News
ଭୁବନେଶ୍ୱର,୨୬/୬ : ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱର ଅଞ୍ଚଳରେ ବୁଲୁଥିଲେ ୫ ନାଗା ସାଧୁ । ସେମାନଙ୍କୁ ଜବଦସ୍ତି ଉଠାଇ ଆଣିଲା କମିଶନରେଟ୍ ପୁଲିସ୍। ଲୁଟ୍ ସନ୍ଦେହରେ ସେମାନଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।ଏଥିସହ ସେମାନେ ବ୍ୟବହାର କରୁଥିବା ଗୋଟିଏ ବୋଲେରୋକୁ ମଧ୍ୟ ପୁଲିସ ଜବତ କରିଛି। ତେବେ ଅଟକ ଥିବା ବାବାମାନେ, ରଘୁନାଥପୁର ଲୁଟ୍ରେ ସମ୍ପୃକ୍ତି ଅଛନ୍ତି କି ନାହିଁ, ତାହା ଜଣାପଡ଼ି ନାହିଁ।୩ରୁ ୪ ଦିନ ତଳେ ନାଗା ସାଧୁ ବେଶରେ କିଛି ବାବା Continue Reading
Odisha News
ଭୁବନେଶ୍ୱର,୨୫/୬: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି (ରବିବାର) ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତି Continue Reading
Odisha News
ଭୁବନେଶ୍ୱର,୨୫/୬: ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଜ୍ଝ ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ଜ୍ଝ ଏହାର ପ୍ରଭାବରେ ରବିବାରଠାରୁ ଓଡ଼ିଶାରେ ବର୍ଷା ବଢ଼ିବ।ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି Continue Reading
Odisha News
ଭୁବନେଶ୍ୱର, ୨୪/୬: ବିଦ୍ୟୁତ ଦେୟ ନିୟମରେ ବଡ଼ ପରିବର୍ତ୍ତନ। ଏଣିକି ଦିନର ଅଲଗା ଅଲଗା ସମୟ ପାଇଁ ଉପଭୋକ୍ତାଙ୍କୁ ଗଣିବାକୁ ପଡ଼ିବ ଭିନ୍ନ ଭିନ୍ନ ବିଦ୍ୟୁତ ଦେୟ। ଏଥିପାଇଁ ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମକୁ ସଂଶୋଧନ କରି ନୂଆ ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ- ୨୦୨୩ ନେଇ ଗେଜେଟ ବିଜ୍ଞପ୍ତି ଜାରି କରିଛି କେନ୍ଦ୍ର ଶକ୍ତି ମନ୍ତ୍ରାଳୟ।ବିଜ୍ଞପ୍ତି ଅନୁସାରେ, ୨୦୨୪ ଏପ୍ରିଲ ପହିଲାରୁ ୧୦ କିଲୋୱାଟ୍ରୁ ଅଧିକ ବିଜୁଳି ବ୍ୟବହାର କରୁଥିବା ବାଣିଜ୍ୟିକ ଓ Continue Reading
Odisha News
ଭୁବନେଶ୍ବର/ରାୟଗଡ଼ା,୨୪/୬: ପତ୍ନୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଶନିବାର ଅଦାଲତଙ୍କ ଦ୍ବାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ଶ୍ରୀ ଗମାଙ୍ଗଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ମଙ୍ଗଳବାର ଦିନ ଅଦାଲତ ଏହି ମାମଲାର ଦଣ୍ଡ ଘୋଷଣା କରିବେ ବୋଲି Continue Reading