ଭୁବନେଶ୍ବର/ରାୟଗଡ଼ା,୨୪/୬: ପତ୍ନୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଶନିବାର ଅଦାଲତଙ୍କ ଦ୍ବାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ଶ୍ରୀ ଗମାଙ୍ଗଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ମଙ୍ଗଳବାର ଦିନ ଅଦାଲତ ଏହି ମାମଲାର ଦଣ୍ଡ ଘୋଷଣା କରିବେ ବୋଲି Continue Reading
ଭୁବନେଶ୍ବର,୨୪/୬: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ।ତାଙ୍କ ଘରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରାଯାଇଥିଲା। ପ୍ରଶାନ୍ତ କୁମାର ରାଉତଙ୍କର ୫ କୋଟିରୁ ଅଧିକ ପରିମାଣର ହିସାବ ବହିର୍ଭୂତ ସଂପତ୍ତି ଅଛି। ନିଜ ଆୟଠାରୁ ପ୍ରଶାନ୍ତଙ୍କ ୫୦୦ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି। ଏନେଇ Continue Reading
ଭୁବନେଶ୍ୱର,୨୪/୬ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ କିଛି ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି। ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ଏହି ସୂଚନା ଦେଇଛନ୍ତି। ସମସ୍ତ ୩୦ ଜିଲ୍ଲାରେ ମୌସୁମୀ ସକ୍ରିୟ, ୨୮ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ।ପାଣିକେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି Continue Reading
By Puja Mishra Bhubaneswar,June 24: BHUBANESHWAR KNIGHTS ROUND TABLE 230 & BHUBANESHWAR QUEENS LADIES CIRCLE 130 organised a “Flight of Fantasy “for 20 students (14 Girls & 6 Boys) & 4 teachers of Vivekananda Shikshya Kendra School. Children today met the Honorable Governor Orissa at Governor House where Honorable Governor interacted with students and motivated Continue Reading
ଭୁବନେଶ୍ବର/କେନ୍ଦ୍ରାପଡ଼ା,୨୩/୬: ଗତ ୨୦ ତାରିଖ ଦିନ ଭୁବନେଶ୍ବରରେ ଜଣେ ଯୁବତୀଙ୍କୁ ଛୁରୀ ଭୁସି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ରମେଶ ବାରିକ ଆଜି କେନ୍ଦ୍ରାପଡ଼ାରୁ ଗିରଫ ହୋଇଛି। ପୁଲିସ ଅଭିଯୁକ୍ତ ରମେଶକୁ ଗିରଫ କରିବା ପରେ ଅଧିକ ପଚରାଉଚରା କରୁଛି।ସୂଚନାଯୋଗ୍ୟ, ୨୦ ତାରିଖ ଅର୍ଥାତ୍ ରଥଯାତ୍ରା ଦିନ ଛୁରାମାଡ଼ରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ବୈଜୟନ୍ତୀ ସାହୁ(୨୦)ଙ୍କର ଗୁରୁବାର ଦିନ ମୃତ୍ୟୁ ହୋଇଥିଲା। ଗତ ୧୫ ଦିନ ତଳେ ଜଗତସିଂପୁର ଜିଲ୍ଲା Continue Reading
ନବରଙ୍ଗପୁର/ ଭୁବନେଶ୍ୱର,୨୩/୬: ଆଜି ସକାଳୁ ସକାଳୁ ଭିଜିଲାନ୍ସ ଟିମ୍ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ରାଜଧାନୀର କାନନ ବିହାରସ୍ଥିତ ବାସଭବନରେ ଚଢ଼ଉ କରିବାକୁ ପହଞ୍ଚିଥିଲା। ସେତିକିବେଳେ ପ୍ରଶାନ୍ତ କୁମାର ରାଉତଙ୍କ ପଡ଼ୋଶୀଙ୍କ ଛାତ ଉପରୁ ଠୋଠା ଶବ୍ଦ ଶୁଭିଲା। ଭିଜିଲାନ୍ସ ଟିମ୍ କାଳ ବିଳମ୍ବ ନ କରି ପଡ଼ୋଶୀଙ୍କ କଲିଂ ବେଲ୍ ଚିପି ଡାକିଥିଲେ।ପଡ଼ୋଶୀ ମଧ୍ୟ ଗେଟ୍ ଖୋଲିଲେ। ହେଲେ ସେ କିଛି ବୁଝିପାରି ନଥିଲେ। ଭିଜିଲାନ୍ସ Continue Reading
ଭୁବନେଶ୍ୱର,୨୨/୬ : ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।ଆଜି ସକାଳେ ଭୁବନେଶ୍ୱରର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି। ସେହିପରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ Continue Reading

ଭୁବନେଶ୍ବର,୨୧/୬: ଖରାଛୁଟି ପରେ ଆଜିଠୁ ଖୋଲିଲା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସ୍କୁଲ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁର ,ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଆସନ୍ତାକାଲି ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି।ଏଇ ୩ ଜିଲ୍ଲାରେ ଗ୍ରୀଷ୍ଣ ପ୍ରବାହ ଅଧିକ ହେଉଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ଦୁଇ ଜିଲ୍ଲାର ଜିଲ୍ଲାପାଳ। ଏଇ ଦୁଇ ଜିଲ୍ଲାରେ ୨୨ରୁ ୨୪ ତାରିଖ ପର୍ୟ୍ୟନ୍ତ ସକାଳୁଆ ପାଠପଢା ହେବ। ଏଠାରେ ୬ଟାରୁ ୧୦ଟା ଯାଏଁ ଚାଲିବ Continue Reading
ଭୁବନେଶ୍ବର,୨୧/୬: ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ବିଶ୍ବର ୧୮୦ ଦେଶରେ ବୁଧବାର ଏହି ଦିବସ ପାଳନ କରାଯାଉଛି। ଚଳିତବର୍ଷ ଯୋଗଦିବସର ବିଷୟ ରହିଛି ବସୁଧୈବ କୁଟୁମ୍ବକମ। ୨୦୧୪ ମସିହାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ଏହି ଦିବସ ସାରା ଦେଶର ବିଭିନ୍ନ ସ୍ଥାନରେ ପାଳିତ ହୋଇ ଆସୁଛି।ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତରେ ଥିବାବେଳେ ସେଠାରୁ ଯୋଗ ମନ୍ତ୍ର ଦେଇଛନ୍ତି। ଯୋଗ ଏକ ବୈଷୟିକ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଦ୍ବାରା Continue Reading

ଭୁବନେଶ୍ୱର, ୧୯/୬: ଚଳିତମାସ ୨୧ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ । ଗ୍ରୀଷ୍ମଛୁଟି ପରେ ୨୧ତାରିଖରୁ ସ୍କୁଲ ଖୋଲୁଥିଲେ ମଧ୍ୟ ୭ଟି ଜିଲ୍ଲାରେ ଗ୍ରୀଷ୍ମପ୍ରବାହର ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସକାଳୁଆ ସ୍କୁଲ କିମ୍ବା ସମ୍ପୂର୍ଣ୍ଣ ଛୁଟି ପାଇଁ ନିଷ୍ପତ୍ତି ନେଇପାରିବେ । ବାକି ୨୩ଟି ଜିଲ୍ଲାରେ ଜୁନ୍ ୨୧ରେ ଗ୍ରୀଷ୍ମଛୁଟି ଖୋଲିବ ଓ ସ୍ୱାଭାବିକ ସମୟରେ ସ୍କୁଲ ପାଠପଢ଼ା ହେବ ।ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ Continue Reading