
ଭୁବନେଶ୍ୱର,୧୯/୬: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁର ଆଗମନ ହୋଇ ନଥିଲେ ସୁଦ୍ଧା ସୋମବାର ପ୍ରବଳ ଖରାରୁ ଆଶ୍ବସ୍ତି ମିଳିଛି। ୨୪ ଘଣ୍ଟା ପୂର୍ବରୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ଓ ଗରମ ହୋଇଥିଲେ ବି ଆଜି ଏଥିରେ ପରିବର୍ତ୍ତନ ଦେଖିବାକୁ ମିଳିଛି।କେବଳ ଝାରସୁଗୁଡ଼ାରେ ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୦.୮ଡିଗ୍ରି ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭାଗ ପକ୍ଷରୁ ଏହି ସୂଚନା Continue Reading